Thursday, April 16, 2026 07:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଟାଟା ପାୱାର ବିରୋଧରେ ବିଜେଡିର ବିକ୍ଷୋଭ

ଅତିରିକ୍ତ ସୁରକ୍ଷା ଜମା ତୁରନ୍ତ ପ୍ରତ୍ୟାହାର କରାଯାଉ

by Our Correspondent
18 Dec, 2025- 11:14 PM
in Latest News, News
1 min read
0
ଟାଟା ପାୱାର ବିରୋଧରେ ବିଜେଡିର ବିକ୍ଷୋଭ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଠାରେ ପାୱାର ହାଉସ ଛକ ସ୍ଥିତ ଟାଟା ପାୱାର ଅଫିସ ସମ୍ମୁଖରେ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ ଚିନ୍ମୟ ସାହୁ ଓ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ବିଶାଳ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି । ଟିପିସିଓଡିଏଲ୍ (ଟାଟା ପାୱାର) ପକ୍ଷରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ କରିବା ପାଇଁ ଯେଉଁ ନୋଟିସ୍ ଜାରି କରିଛନ୍ତି, ତାହା ଜନସାଧାରଣଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ଲଦା ଯାଉଛି । ଏହାକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଦୃଢ ଦାବି ଉପସ୍ଥାପନ କରାଯିବା ସହିତ ରାଜରାସ୍ତାରେ ସ୍ମାର୍ଟ ମିଟର ଭାଙ୍ଗି ପ୍ରତିବାଦ କରିଥିଲେ ।

ରାଜ୍ୟର କୋଟିଏ ଉପଭୋକ୍ତାଙ୍କ ଠାରୁ ଜାତୀୟ ହାର ଠାରୁ ଅଧିକ ଆଦାୟ ହେଉଥିବା ବିଦୁ୍ୟତ୍ ଶୁଳ୍କକୁ ତୁରନ୍ତ ସୁଧ ସହିତ ଉପଭୋକ୍ତାଙ୍କୁ ଫେରାଇବା ପାଇଁ ବିଜେଡି ଦାବି କରିଛି । ଆନ୍ଧ୍ରପ୍ରଦେଶ ବିଦୁ୍ୟତ୍ ନିୟାମକ ଆୟୋଗ ଏହି ଅର୍ଥ ଫେରସ୍ତ ପାଇଁ ଯେଉଁ ପଦକ୍ଷେପ ନେଇଛନ୍ତି, ସେହିଭଳି ଓଡ଼ିଶା ରାଜ୍ୟ ବିଦୁ୍ୟତ୍ ନିୟାମକ ଆୟୋଗ ପଦକ୍ଷେପ ନେବାକୁ ମଧ୍ୟ ବିଜେଡି ଜୋର ଦେଇଛି ।

ସରବରାହ ଜନିତ କ୍ଷତି ଯୋଗୁଁ ଓଡ଼ିଶାର ବିଦୁ୍ୟତ୍ ଉପଭୋକ୍ତା ମାନଙ୍କୁ ଅତିରିକ୍ତ ଶୁଳ୍କ ବହନ କରିବାକୁ ପଡୁଛି । ଟାଟା କମ୍ପାନୀର ଅପାରଗତା, ଦୁର୍ନୀତି ଯୋଗୁଁ ରାଜ୍ୟରେ ସରବରାହ ଜନିତ କ୍ଷତି ଜାତୀୟ ହାର ଠାରୁ ମଧ୍ୟ ଅଧିକ ରହିଛି । ବହୁ ଉପଭୋକ୍ତଙ୍କ ମିଟର ସଠିକ୍ ଚାଲୁଥିଲେ ସୁଦ୍ଧା, ଏହାକୁ ଟାଟା ପାୱାର ପକ୍ଷରୁ ଜବରଦସ୍ତ ବଦଳାଯାଇ ସ୍ମାର୍ଟ ମିଟର ଲଗାଯାଇଛି, ଯାହା ଠିକ୍ ନୁହେଁ । ସ୍ମାର୍ଟ ମିଟର ଯୋଗୁଁ ଉପଭୋକ୍ତା ମାନଙ୍କୁ ଅଧିକ ବିଦୁ୍ୟତ୍ ବିଲ୍ ଦେବାକୁ ପଡୁଛି । ତେଣୁ ଜନସାଧାରଣଙ୍କ ସ୍ୱାର୍ଥ ପାଇଁ ଆଗାମୀ ଦିନରେ ଏହି ଆର୍ଥିକ ଶୋଷଣ ବନ୍ଦ ନହେଲେ ବିଜେଡି ଟାଟା ପାୱାର ବିରୋଧରେ ଦୁର୍ବାର ଆନେ୍ଦାଳନ କରିବ ବୋଲି ନେତୃମଣ୍ଡଳୀ ଚେତାବନୀ ଦେଇଛନ୍ତି ।

ଏହି ବିକ୍ଷୋଭରେ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ଅଶୋକ ଚନ୍ଦ୍ର ପଣ୍ଡା, ଅତନୁ ସବ୍ୟସାଚୀ ନାୟକ, ପ୍ରୀତିରଞ୍ଜନ ଘଡେଇ, ସୁଶାନ୍ତ ରାଉତ, ପ୍ରଣବ ବଳବନ୍ତରାୟ, ରାଜେନ୍ଦ୍ର ସାହୁ, ସ୍ନେହାଙ୍ଗିନୀ ଛୁରିଆ, ସୁବାସ ସିଂହ, ଅବନୀ ଯୋଶୀ, ଅମରେଶ ପତ୍ରୀ, ଅମରଜିତ୍ ସେନାପତି, ସୋଫିଆ ଆଲାମ, ଧୃତି ମାର୍ଥା, ତନ୍ମୟ ସ୍ୱାଇଁ, ଜ୍ୟୋତି ରଞ୍ଜନ ଜେନା, ମିହିର ରାଉତ, ନାରାୟଣ ଜେନା, ତୁମ୍ୱନାଥ ପଣ୍ଡା, ମିହିର ରାୟ, ଏସ୍.କେ ଅମିର ମହମ୍ମଦ, ବିଜୟ କେତନ ସାହୁ, ଦୀପକ ମହାପାତ୍ର, ନୀଳମାଧବ ମହାନ୍ତି, ଶୁଭ୍ରାଂଶୁ ପାଢ଼ୀ, ସଂଜିତ୍ ମହାନ୍ତି, ମନୋଜ ସେନାପତି, ସୌମ୍ୟରଂଜନ ତ୍ରିପାଠୀ, ମନୋଜ ମହାନ୍ତି, ଜଗମୋହନ ବଳିଆରସିଂହ, ବିଶ୍ୱ ରଞ୍ଜନ ଭୂୟାଁ, ଜ୍ଞାନରଞ୍ଜନ ମାନସିଂହ, ତାରିଣୀ ପ୍ରସାଦ ନାୟକ, ସ୍ମୃତି ରଂଜନ ପଟ୍ଟନାୟକ, ରଶ୍ମି ରଂଜନ ଦାସ, ଚିନ୍ମୟ ପ୍ରଧାନ, ପୃଥ୍ୱୀରାଜ ପଣ୍ଡା, ଦୀପକ୍ ବେହେରା, ସୁଦୀପ୍ତ କେଶରୀ ସାମଲ, ସ୍ୱଦେଶ ରଂଜନ ସିଂ, ଅରୂପ ଶ୍ରୀଚନ୍ଦନ, ମନୋରଞ୍ଜନ ସ୍ୱାଇଁ, ସୋନାଲୀ ପ୍ରିୟଦର୍ଶିନୀ, ଲଗ୍ନାଦୀପ ମିଶ୍ର, ମଧୁସ୍ମିତା ପରିଡ଼ା, ବିକାଶ ସାହୁ, ପ୍ରଦୀପ୍ତ ବିଶ୍ୱାଳ, ସୁକାନ୍ତ କୁମାର ରାୟ, ଫତିମା ଖାତୁନ୍, ରକି ଦାସ, ସୁଜିତ୍ ପାଲଟା ସିଂହ, ଦେବସ୍ମିତା ଦାସ, ସ୍ନେହାଶିଷ ଜେନା, ଅଶୋକ ନାୟକ, ଅମିତ୍ ଜେନା, ତବ୍ରେଜ୍ ଖାଁ, ସୌମ୍ୟ ରଂଜନ ମହାପାତ୍ର, ଅସ୍ମିତ୍ ଦାସ, ସମିମ୍ ଅଖତର୍, ବିଜୟଲକ୍ଷ୍ମୀ ଦାଶ, ଏସ.କେ ନୱାଜ୍, ସଚ୍ଚିକାନ୍ତ ସାହୁ, ସିପୂଲ୍ ସ୍ୱାଇଁ, ପ୍ରଦୁ୍ୟମ୍ନ ମହାନ୍ତି, ଶଙ୍କର ମଲ୍ଲିକ, ଦୀପକ ମହାପାତ୍ର ଓ ଆଶିଷ ସାହୁ ପ୍ରମୁଖ ସାମିଲ ଥିଲେ ।

Previous Post

ଧଉଳି ଗଣଦୁଷ୍କର୍ମ ମୁଖ୍ୟ ଅଭିଯୁକ୍ତ ଗିରଫ

Next Post

Odisha Investors’ Meet in Hyderabad

Next Post
Odisha Investors’ Meet in Hyderabad

Odisha Investors’ Meet in Hyderabad

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA