Wednesday, February 18, 2026 12:14 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେଡ଼ି ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାପକ ଆୟୋଜନ

୨୦ରେ ରାଜ୍ୟ କାର୍ଯ୍ୟକାରିଣୀ, ୨୧ରେ ପରିବର୍ଦ୍ଧିତ ରାଜ୍ୟ ପରିଷଦ ବୈଠକ

by Our Correspondent
13 Dec, 2020- 08:41 PM
in Latest News, News, Politics
1 min read
0
ବିଜେଡ଼ି ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାପକ ଆୟୋଜନ

ଭୁୁବନେଶ୍ୱର: ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳକୁ ପୂରିବ ୨୩ ବର୍ଷ । ଦଳର ୨୪ ତମ ପୂର୍ତ୍ତି ପାଳନ ପାଇଁ ବ୍ୟାପକ ଆୟୋଜନ କରାଯାଇଛି । ପ୍ରତିଷ୍ଠା ଦିବସ ଅବ୍ୟବହିତ ପୂର୍ବରୁ ଆସନ୍ତା ୨୦ ତାରିଖରେ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟରେ ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବସିବ । ପରଦିନ ଅର୍ଥାତ ୨୧ ତାରିଖରେ ପରିବର୍ଦ୍ଧିତ ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ ହେବ । ୨୬ ତାରିଖରେ କୋଭିଡ କଟକଣାକୁ ଅନୁପାଳନ କରି ତୃଣମୂଳସ୍ତରରୁ ରାଜ୍ୟସ୍ତର ଯାଏଁ ବିଜେଡ଼ି ପ୍ରତିଷ୍ଠା ଦିବସ ପାଳନ କରାଯିବ ।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ଉପସଭାପତି ଦେବୀପ୍ରସାଦ ମିଶ୍ର, ବରିଷ୍ଠ ସାଧାରଣ ସମ୍ପାଦକ ଅତନୁ ସବ୍ୟସାଚୀ ନାୟକ ଏବଂ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ ଦାସବର୍ମା ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମର ବିସ୍ତୃତ ରୂପରେଖ ସମ୍ପର୍କରେ ସୂଚନା ଦେଇଛନ୍ତି ।

୨୦ ଓ ୨୧ ତାରିଖରେ କାର୍ଯ୍ୟକାରିଣୀ ବୈଠକ ଏବଂ ପରିବର୍ଦ୍ଧିତ ରାଜ୍ୟ ପରିଷଦ ବୈଠକରେ ଦଳର ସାଙ୍ଗଠନିକ ବିଷୟଠାରୁ ଆରମ୍ଭ କରି ରାଜନୈତିକ ଓ ଅର୍ଥନୈତିକ ଆଦି ବିଭିନ୍ନ ପ୍ରସଙ୍ଗ ଆଲୋଚିତ ହୋଇ ରାଜନୈତିକ ଚିଠା ପ୍ରସ୍ତାବ ଗ୍ରହଣ କରାଯିବ । ଏଥିସହ ଦଳର ଆଗାମୀ ସାଙ୍ଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ରୂପରେଖ ପ୍ରସ୍ତୁତ ହେବ । ଏହି ବୈଠକରେ ଦଳର ସମସ୍ତ ବିଧାୟକ, ସାଂସଦ ଏବଂ ରାଜ୍ୟ ପରିଷଦର ସଦସ୍ୟମାନେ ଯୋଗଦେବେ ।

ଏହି ପରିପ୍ରେକ୍ଷୀରେ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯିବା ସହ ଆଗାମୀ ଦିନ ପାଇଁ ଦଳର ରଣକୌଶଳ ନିର୍ଦ୍ଧାରଣ କରାଯିବ । ବିଭିନ୍ନ ଦୃଷ୍ଟିକୋଣରୁ ଏହି ୨ ଦିନିଆ ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ । ସେହିପରି ୩୨ଟି ସାଙ୍ଗଠନିକ ଜିଲ୍ଲାରେ ଦଳକୁ ତୃଣମୂଳ ସ୍ତରରୁ ସୁଦୃଢ଼ କରିବା ପାଇଁ ରଣନୀତି ପ୍ରସ୍ତୁତ କରାଯିବ । ସଭ୍ୟ ସଂଗ୍ରହ ଠାରୁ ଆରମ୍ଭ କରି ତୃଣମୂଳ ସ୍ତରରେ ନବୀନ ସରକାରଙ୍କ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ସଂକ୍ରାନ୍ତରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯିବ ।

୨୬ ତାରିଖ ଦିନ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ, ମ୍ୟୁନିସିପାଲିଟି, ଏନ୍ଏସି ଏବଂ ଭୁବନେଶ୍ୱର, କଟକ ଭଳି ବଡ଼ ବଡ଼ ସହର ସମେତ ବ୍ଲକ ସ୍ତରରେ ପ୍ରତିଷ୍ଠା ଦିବସ ପାଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । କୋଭିଡ୍ କଟକଣାକୁ ଅନୁପାଳନ କରି ଦଳର ସମସ୍ତ କାର୍ଯ୍ୟକ୍ରମ ବିଭିନ୍ନ ସ୍ତରରେ ପାଳିତ ହେବ ବୋଲି କୁହାଯାଇଛି ।

Previous Post

National Webinar on Self-Reliant India: Agriculture and Beyond

Next Post

ନାବାଳିକା ଗଣଦୁଷ୍କର୍ମ: ଅଭିଯୁକ୍ତ ଓଟିଭିର ୪ କର୍ମଚାରୀ ଗିରଫ

Next Post
ନାବାଳିକା ଗଣଦୁଷ୍କର୍ମ: ଅଭିଯୁକ୍ତ ଓଟିଭିର ୪ କର୍ମଚାରୀ ଗିରଫ

ନାବାଳିକା ଗଣଦୁଷ୍କର୍ମ: ଅଭିଯୁକ୍ତ ଓଟିଭିର ୪ କର୍ମଚାରୀ ଗିରଫ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA