Tuesday, September 1, 2026 12:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶ୍ରାବଣୀଙ୍କ ଚରିତ୍ର ସଂହାର କରୁଛନ୍ତି ଦୁଇ ଅସାମାଜିକ ଯୁବକ

ବିଜେଡି ସାମ୍ବାଦିକ ସମ୍ମିଳନୀ

by Our Correspondent
31 Aug, 2026- 11:57 PM
in Crime, Latest News, News
1 min read
0
ଶ୍ରାବଣୀଙ୍କ ଚରିତ୍ର ସଂହାର କରୁଛନ୍ତି ଦୁଇ ଅସାମାଜିକ ଯୁବକ

ଭୁବନେଶ୍ୱର: ରାଜ୍ୟରେ ମହିଳାମାନଙ୍କୁ ସୁରକ୍ଷା ପ୍ରଦାନରେ ରାଜ୍ୟ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଅଭିଯୋଗ କରି ବିଜୁ ଜନତା ଦଳ ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ ଭବନରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ବିଜୁ ଜନତା ଦଳର ସାଧାରଣ ସମ୍ପାଦିକା ଶ୍ରୀମତୀ ଗୀତା ବସ୍ତିଆ ଓ ଜଗତସିଂହପୁର ଜିଲ୍ଲା ମହିଳା ସଭାପତି ଶ୍ରୀମତୀ ଲୋରା ମହାପାତ୍ର ରାଜ୍ୟରେ ମହିଳା ସୁରକ୍ଷା ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ଅଭିଯୋଗ କରିଥିଲେ ।

ଶ୍ରୀମତୀ ବସ୍ତିଆ କହିଥିଲେ, ରାଜ୍ୟରେ ମହିଳାମାନଙ୍କର ସୁରକ୍ଷା ଆଜି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ସାମାଜିକ ଗଣମାଧ୍ୟମରେ ନିଜ ମତ ରଖିବାରେ ସକ୍ରିୟ ଥିବା ଶ୍ରାବଣୀ ପ୍ରିୟଦର୍ଶିନଙ୍କୁ ଦୁଇ ଜଣ ଅସାମାଜିକ ବ୍ୟକ୍ତି ନିୟମିତ ଭାବେ ଗାଳିଗୁଲଜ କରୁଛନ୍ତି ଓ ଅଶାଳୀନ ମନ୍ତବ୍ୟ ଦେଇଛନ୍ତି । ସାମାଜିକ ଗଣମାଧ୍ୟମରେ ତାଙ୍କର ଚରିତ୍ର ସଂହାର କରୁଥିବା ଯୁବକମାନଙ୍କ ବିରୋଧରେ ଶ୍ରାବଣୀ ଏକ ଏଫ୍ଆଇଆର୍ ଦେଇଛନ୍ତି । କିନ୍ତୁ, ଦୁଇ ମାସ ବିତି ଯାଇଥିଲେ ସୁଦ୍ଧା ତାଙ୍କୁ ନ୍ୟାୟ ଦିଆଯାଇ ନାହିଁ । ଶ୍ରାବଣୀ ବର୍ତ୍ତମାନ ଗୋଟିଏ ମାନହାନୀ ମାମଲା କରିଛନ୍ତି । କିନ୍ତୁ, ଏଥିରେ ମଧ୍ୟ ତାଙ୍କୁ କୌଣସି ସୁଫଳ ମିଳିପାରି ନାହିଁ ।

ଶ୍ରୀମତୀ ମହାପାତ୍ର କହିଥିଲେ, ଦୁଃଖ ଓ ପରିତାପର ବିଷୟ ଯେ ରାଜ୍ୟରେ ମହିଳାମାନଙ୍କ ଅଧିକାରକୁ ଚାପି ଦିଆଯାଉଛି । ଶ୍ରାବଣୀ ଜଣେ ଉଚ୍ଚଶିକ୍ଷିତା ମହିଳା ହୋଇଥିବା ବେଳେ ତାଙ୍କ ବିରୋଧରେ ଦୁଇ ଜଣ ଯୁବକ ଅଶାଳୀନ ମନ୍ତବ୍ୟ ଦେଇ ତାଙ୍କ ଚରିତ୍ର ସଂହାର କରି ଚାଲିଛନ୍ତି । ସେ ଏଫ୍ଆଇଆର୍ ଦେଇଛନ୍ତି, କିନ୍ତୁ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହିଁ । କାହା ଚାପରେ ପୋଲିସ ନିରବ ରହିଛି । ରାଜ୍ୟ ବିଜେପି ସରକାର ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ମହିଳାଙ୍କ ବାକ ସ୍ୱାଧୀନତା ଯଦି ନରହିବ ତାହେଲେ ମହିଳା ମାନେ ସଶକ୍ତ ହେବେ କିପରି? ବିଜେପି ନାରୀ ବନ୍ଦନା କଥା କହୁଛି । ଏହା କଣ ତାଙ୍କର ନାରୀ ଶକ୍ତି ବନ୍ଦନା । ରାଜ୍ୟରେ ମହିଳାଙ୍କ ବିରୋଧରେ ଅପରାଧ ଅହେତୁକ ବୃଦ୍ଧି ପାଇଛି । ବିଜେପି କ୍ଷମତାକୁ ଆସିବା ପରେ, ଗତ ଦୁଇ ବର୍ଷରେ ରାଜ୍ୟରେ ୪୧, ୦୦୦ରୁ ଉଦ୍ଧ୍ୱର୍ ମହିଳା ନିର୍ଯାତନା ଓ ବିଭିନ୍ନ ଅପରାଧର ଶିକାର ହୋଇଛନ୍ତି । ରାଜ୍ୟ ସରକାର ତୁରନ୍ତ ଶ୍ରାବଣୀଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ ।

Previous Post

ଓଡ଼ିଶାବାସୀଙ୍କୁ ଭ୍ରମିତ କରୁଛନ୍ତି ବିଜେପି ନେତା

Next Post

ଅଙ୍ଗ ପ୍ରତିରୋପଣ ପାଇଁ ଅଙ୍ଗର ଅଭାବ

Next Post
ଅଙ୍ଗ ପ୍ରତିରୋପଣ ପାଇଁ ଅଙ୍ଗର ଅଭାବ

ଅଙ୍ଗ ପ୍ରତିରୋପଣ ପାଇଁ ଅଙ୍ଗର ଅଭାବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA