Wednesday, March 11, 2026 04:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା

by Our Correspondent
28 Sep, 2025- 11:05 PM
in Latest News, News
1 min read
0
ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ଓ ସାର୍ବଜନୀନ ଦଶହରା ପଡୁଥିବାରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜୁ ଜନତା ଦଳ ତରଫରୁ ଜନସମ୍ପର୍କ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ । ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇ ନଭେମ୍ୱର ୯ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଏହି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଦଳ ତରଫରୁ ଆଜି ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କ ସହିତ ସମ୍ପର୍କ ସ୍ଥାପନ ସହିତ ଗତ ୧୫ ମାସର ବିଜେପି ସରକାରଙ୍କ ବିଫଳତାକୁ ରାଜ୍ୟବାସୀଙ୍କ ପାଖରେ ପହଞ୍ଚାଯିବ ବୋଲି ଦଳ ତରଫରୁ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ କୁହାଯାଇଛି ।

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଓ ଦଳର ଉପସଭାପତି ତଥା ବିରୋଧୀ ଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ଦଳର ପଦଯାତ୍ରା କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେବା ସହିତ ରାଜ୍ୟରେ ବିଜେପି ସରକାରଙ୍କ ବିଫଳତାକୁ ବଖାଣିଥିଲେ । ଶ୍ରୀ ମିଶ୍ର କହିଥିଲେ, ପବିତ୍ର ଗାନ୍ଧୀ ଜୟନ୍ତୀ ଦିନ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ସଙ୍କଳ୍ପ ନିଆଯିବ । ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହୋଇ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଏହି ପଦଯାତ୍ରା କାର୍ଯ୍ୟକ୍ରମ ଜାରି ରହିବ । ଏହି ପଦଯାତ୍ରା ସମୟରେ ବିଜେପି ସରକାରଙ୍କ ବିଫଳତାକୁ ଲୋକଙ୍କ ସାମ୍ନାରେ ଉପସ୍ଥାପନ କରାଯିବ ।

ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ବିଜେପି ଅନେକ ମିଥ୍ୟା ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି । କିନ୍ତୁ, କ୍ଷମତାକୁ ଆସିବା ପରେ ବିଜେପି ସରକାରଙ୍କ କାର୍ଯ୍ୟକଳାପ ଦେଖି ରାଜ୍ୟବାସୀ ଅତିଷ୍ଠ ହେଲେଣି । ଗତ ୧୫ ମାସର ବିଜେପି ଶାସନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି ଓ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ହୋଇ ପଡିଛନ୍ତି । ରାଜ୍ୟବାସୀଙ୍କ ପାଇଁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନବୀନ ପଟ୍ଟନାୟକଙ୍କ ସମୟରେ ଆରମ୍ଭ କରାଯାଇଥିବା ବିଏସକେୱାଇ ବହୁତ ଉପକାରୀ ହୋଇଥିଲା ବେଳେ ବିଜେପି ସରକାରଙ୍କ ଦ୍ୱାରା ଆୟୁଷ୍ମାନ ଯୋଜନା ଆସିବା ପରେ ଲୋକମାନେ ସ୍ୱାସ୍ଥ୍ୟସେବା ପାଇବା ପାଇଁ ହନ୍ତସନ୍ତ ହେଉଛନ୍ତି । ମଦମୁକ୍ତ ଓ ନିଶାମୁକ୍ତ ଓଡିଶା ଗଠନ ପାଇଁ ପ୍ରତିଶ୍ରୁତି ଦେଇଥିବା ବେଳେ, ବିଜେପି ସରକାର ଏବେ ୭୦ଟି ନୂଆ ମଦ ଦୋକାନ ଓ ଦୁଇଟି ମଦ କାରଖାନା ଖୋଲୁଛନ୍ତି । ସାର ଅଭାବରୁ ରାଜ୍ୟରେ ଚାଷୀ ଆଜି ରାଜରାସ୍ତାରେ ଛିଡା ହୋଇଛନ୍ତି । ପଞ୍ଚାୟତ ସ୍ତରରେ ନିର୍ବାଚିତ ପ୍ରତିନିଧି ମାନଙ୍କ କ୍ଷମତାକୁ ସଙ୍କୁଚିତ କରି ସରକାର ଗଣତନ୍ତ୍ରକୁ ହତ୍ୟା କରିଛନ୍ତି । ତେଣୁ, ଏହି ସବୁ ପ୍ରସଙ୍ଗକୁ ନେଇ ବିଜେଡି ରାଜ୍ୟ ବିଜେପି ସରକାରଙ୍କୁ ପଦଯାତ୍ରା ମାଧ୍ୟମରେ ଘେରିବ ।

Previous Post

କେସିଆଇଏଏମ୍‌ କର୍ଟେନ ରେଜର ଏବଂ ଭିଜନର ଶୁଭାରମ୍ଭ

Next Post

ଛାତ୍ରଛାତ୍ରୀମାନେ ଦୟା, କରୁଣା ଓ ମାନବିକତାକୁ ଜୀବନର ମୂଳମନ୍ତ୍ର କରନ୍ତୁ

Next Post
ଛାତ୍ରଛାତ୍ରୀମାନେ ଦୟା, କରୁଣା ଓ ମାନବିକତାକୁ ଜୀବନର ମୂଳମନ୍ତ୍ର କରନ୍ତୁ

ଛାତ୍ରଛାତ୍ରୀମାନେ ଦୟା, କରୁଣା ଓ ମାନବିକତାକୁ ଜୀବନର ମୂଳମନ୍ତ୍ର କରନ୍ତୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA