Thursday, October 8, 2026 03:56 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜେଡି ସମଦୂରତା ବଜାୟ ରଖିଛି: ବିଜେଡି

by Our Correspondent
07 Oct, 2026- 11:48 PM
in Latest News, News, Politics
1 min read
0
ବିଜେଡି ସମଦୂରତା ବଜାୟ ରଖିଛି: ବିଜେଡି

ଭୁବନେଶ୍ୱର: ଏକ ଦାୟିତ୍ୱବାନ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବିଜୁ ଜନତା ଦଳ ସର୍ବଦା ଓଡ଼ିଶାବାସୀଙ୍କ ସ୍ୱାର୍ଥ, ଅଧିକାର ଓ ହକ୍ ପାଇଁ ଦୃଢ଼ ଭାବେ ଠିଆ ହୋଇଆସିଛି । ଓଡ଼ିଶା ଓ ଓଡ଼ିଶାବାସୀଙ୍କ ସ୍ୱାର୍ଥ ଯେତେବେଳେ ପ୍ରଭାବିତ ହୋଇଛି, ସେତେବେଳେ ବିଜେଡି ରାଜ୍ୟର ସ୍ୱାର୍ଥ ପାଇଁ ନିରନ୍ତର ଭାବେ ସ୍ୱର ଉତ୍ତୋଳନ କରିବା ସହ ଲୋକମାନଙ୍କ ପାଇଁ ରାଜରାସ୍ତାରେ ଲଢେଇ କରିଛି । ଆଜି ଏକ ପ୍ରେସ୍ ବିବୃତ୍ତିରେ ବିଜେଡି ମିଡିଆ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି ଯେ, ଏମଏମଡିଆର ସଂଶୋଧନ ଆଇନକୁ ବିଜେଡି ଦୃଢ଼ ଭାବେ ବିରୋଧ କରିଛି । ଦଳର ମତରେ ଏହି ଆଇନ ଓଡ଼ିଶାର ମାଟି ଉପରେ ଥିବା ଅଧିକାର ଓ ଆର୍ଥିକ ସ୍ୱାର୍ଥକୁ ପ୍ରତିକୂଳ ଭାବେ ପ୍ରଭାବିତ କରୁଛି । ଏହି ଆଇନ ଦ୍ୱାରା ରାଜ୍ୟର ସ୍ୱାର୍ଥ କ୍ଷୁର୍ଣ୍ଣ ବୋଲି ବିଜେଡି ସାରା ରାଜ୍ୟରେ ପ୍ରତିବାଦ ଆୟୋଜନ କରିବା ସହ ଜନମତ ସୃଷ୍ଟି ପାଇଁ ନିରନ୍ତର ଆନ୍ଦୋଳନ କରିଆସିଛି ।

ଗଣଶିକ୍ଷା ମନ୍ତ୍ରୀଙ୍କ ବିରୋଧରେ ମଧ୍ୟ ବିଜେଡି ଏକ ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ କରିଥିଲା । ୧,୮୦୦ରୁ ଅଧିକ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରକାଶନ ବିରୋଧରେ ଏହି ଆନ୍ଦୋଳନ କରାଯାଇଥିଲା । ଏହି ପ୍ରସଙ୍ଗକୁ ସାରା ଓଡ଼ିଶାରେ ଉଠାଯାଇଥିଲା, କାରଣ ସ୍କୁଲ ଶିକ୍ଷାର ଗୁଣବତ୍ତା ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ କୌଣସି ପ୍ରକାର ସାଲିସ୍ କରାଯାଇପାରିବ ନାହିଁ ବୋଲି ବିଜେଡି ବାରମ୍ବାର କହିଆସୁଛି । ଏସ୍ଆଇଆର୍ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ଦ୍ୱାରା ଆୟୋଜିତ ନୂଆଦିଲ୍ଲୀରେ ଭାରତୀୟ ନିର୍ବାଚନ କାର୍ଯ୍ୟାଳୟ ଅଭିମୁଖେ ରାଲିରେ ବିଜେଡି ରାଜ୍ୟସଭା ସାଂସଦମାନେ ଅଂଶଗ୍ରହଣ କରିଥିଲେ । ଆଜି ମଧ୍ୟ ବିଜେଡି ସୁନ୍ଦରଗଡ଼ରେ ଏମଏମଡିଆର ଆଇନ ବିରୋଧରେ ଅର୍ଥନୈତିକ ଅବରୋଧ ଆନ୍ଦୋଳନ କରିଛି ।

ବିଜେଡି ଆସନ୍ତାକାଲି ଡକାଯାଇଥିବା ବନ୍ଦକୁ ନା ସମର୍ଥନ କରୁଛି, ନା ବିରୋଧ କରୁଛି । ଆମେ ଏକ ସ୍ୱାଧୀନ ଓ ନୀତିନିଷ୍ଠ ଆଭିମୁଖ୍ୟ ବଜାୟ ରଖିଛୁ । ଆମର ଫୋକସ୍ ଓଡ଼ିଶାବାସୀଙ୍କ ଅଧିକାର ଓ ସ୍ୱାର୍ଥ ଉପରେ । ବିଜେପି ଓ କଂଗ୍ରେସ ଉଭୟଙ୍କଠାରୁ ବିଜେଡି ସମଦୂରତା ବଜାୟ ରଖିଛି ଏବଂ ଓଡ଼ିଶା ଓ ଓଡ଼ିଶାବାସୀଙ୍କ ସ୍ୱାର୍ଥକୁ ଆଧାର କରି ନିଜର ନିଷ୍ପତ୍ତି ନେଇ ଚାଲିବ । ଏକ ଦାୟିତ୍ୱବାନ ଆଞ୍ଚଳିକ ଦଳ ଭାବେ ବିଜେଡି ଓଡ଼ିଶା ସମ୍ପର୍କିତ ପ୍ରସଙ୍ଗଗୁଡ଼ିକୁ ନିରନ୍ତର ଉଠାଇବ, ରାଜ୍ୟର ସ୍ୱାର୍ଥ ପାଇଁ କ୍ଷତିକାରକ ନୀତିଗୁଡ଼ିକୁ ପ୍ରଶ୍ନ କରିବ ଏବଂ ଲୋକଙ୍କ ସହ ଦୃଢ଼ ଭାବେ ଠିଆ ହୋଇ ନିଜର ସ୍ୱାଧୀନ ରାଜନୈତିକ ପରିଚୟ ଓ ବିଜେପି ଏବଂ କଂଗ୍ରେସଠାରୁ ସମଦୂରତା ବଜାୟ ରଖିବ ବୋଲି ଡ. ମହାନ୍ତି କହିଛନ୍ତି ।

Previous Post

କାଲି ଓଡ଼ିଶା ବନ୍ଦ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA