Saturday, November 15, 2025 08:47 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅରୁଣ ସାହୁଙ୍କ ଦମ୍ଭୋକ୍ତି: ନୂଆପଡ଼ାରେ ବିଜେଡିର ବିଜୟ ସୁନିଶ୍ଚିତ

୫୦୦ ଦିନର ବିଜେପି ସରକାର ଚରମ ବିଫଳ

by Our Correspondent
30 Oct, 2025- 07:18 PM
in Latest News, News
1 min read
0
ଅରୁଣ ସାହୁଙ୍କ ଦମ୍ଭୋକ୍ତି: ନୂଆପଡ଼ାରେ ବିଜେଡିର ବିଜୟ ସୁନିଶ୍ଚିତ

ନୂଆପଡା: ନୂଆପଡା ଉପନିର୍ବାଚନରେ ବିଜୁ ଜନତା ଦଳର ବିଜୟ ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ବିଜେଡିର ଉପସଭାପତି ତଥା ବିଧାୟକ ଡ଼. ଅରୁଣ ସାହୁ । ଗତ ୨୫ ବର୍ଷରେ ହୋଇଥିବା ଉପନିର୍ବାଚନ ଗୁଡିକରେ ୯୦ ପ୍ରତିଶତ ସଫଳତା ପାଇବାରେ ବିଜୁ ଜନତା ଦଳର ରେକର୍ଡ ରହିଛି । ନୂଆପଡା ଉପନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ପ୍ରଚାରରେ ବିଜେପି ଦଳ ନେତାମାନେ ନିର୍ବାଚନ ମୈଦାନକୁ ନ ଆସିକି ବହୁତ କଥା କହୁଥିଲେ କିନ୍ତୁ ବର୍ତ୍ତମାନ ନୂଆପଡାବାସୀ କହୁଛନ୍ତି ବିଜେଡିର ବିଜୟ ସୁନିଶ୍ଚିତ ।

ବିଜୁ ଜନତା ଦଳ ପ୍ରଚାର ପ୍ରସାରରେ ବହୁତ ଆଗରେ ରହିଛି । ବର୍ତ୍ତମାନ ନୂଆପଡାର ସମସ୍ତ ବ୍ଲକ, ମୁ୍ୟନିସିପାଲଟି, ଏନ୍ଏସି, ପଞ୍ଚାୟତ, ଗାଁ, ଗଳିକନ୍ଦି ଓ ସାହିମାନଙ୍କରେ ବିଜେଡି ନେତା, କର୍ମୀ ଓ ଶୁଭେଚ୍ଛୁମାନେ ଦଳ ପାଇଁ ଜୋରଦାର ପ୍ରଚାର କରୁଛନ୍ତି । ବିଜେପି ସରକାର ଚରମ ବିଫଳ । ବିଫଳତାର ସବୁ ରେକର୍ଡ ଭାଙ୍ଗୁଛି ବିଜେପି ସରକାର । ୫୦୦ ଦିନ ହେଲା ଡବଲ ଇଂଜିନ ସରକାର ନୂଆପଡାରେ ମାଟି ଗାଣ୍ଡୁଏ ମଧ୍ୟ ପକେଇ ନାହିଁ । ସାଧାରଣ ନିର୍ବାଚନ ପୂର୍ବରୁ ମାଳ ମାଳ ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ କୌଣସି ପ୍ରତିଶ୍ରୁତି ପୂରଣ କରିନାହାଁନ୍ତି । ସେହିଭଳି ନୂଆପଡା ଉପନିର୍ବାଚନରେ ବିଜେପି ନେତାମାନେ ନୂଆପଡା ପାଇଁ ବହୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି ।

ଉପନିର୍ବାଚନରେ ନୂଆପଡାବାସୀ ବିଜୁ ଜନତା ଦଳକୁ ବିପୁଳ ଭୋଟ ଦେଇ ସମଗ୍ର ଓଡିଶାକୁ ସଂକେତ ଦେବେ ଯେ, ବିଜେପି ସରକାର ସମସ୍ତ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ଆଗାମୀ ଦିନରେ ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ଓଡ଼ିଶାରେ ସରକାର ଗଢ଼ିବା ସହ ରାଜ୍ୟରେ ପୁଣି ଥରେ ସୁଶାସନ ଫେରି ଆସିବ । ଖାଲି ବାହାସ୍ପୋଟ ମାରି କଥା କହିବାରେ ସୀମିତ ବିଜେପି ସରକାର । ସାଧାରଣ ଲୋକଙ୍କ ସାମଗ୍ରୀକ ବିକାଶ ପ୍ରତି ସେମାନଙ୍କ ନିଘା ନାହିଁ । ପରିଣାମ ସ୍ୱରୁପ ରାଜ୍ୟରେ ଦୁର୍ନୀତି, ଦୁଷ୍କର୍ମ ଓ ଅପରାଧ ବଢିବାରେ ଲାଗିଛି । ତେଣୁ ଏହି ବିଫଳ ସରକାରଙ୍କୁ ଜବାବ ଦେବା ପାଇଁ ନୂଆପଡା ଉପନିର୍ବାଚନ ହେଉଛି ଉପଯୁକ୍ତ ସମୟ ବୋଲି ଶ୍ରୀ ସାହୁ କହିଥିଲେ ।

Previous Post

‘ଐତିହ୍ୟ ଏବଂ ଆଶାର ଯାତ୍ରା’ ଶ୍ରେଷ୍ଠ ଷ୍ଟଲ୍ ପୁରସ୍କାର

Next Post

କଂଗ୍ରେସର ପ୍ରଶ୍ନ: ବିଜେପି-ବିଜେଡି କାର୍ଯ୍ୟାଳୟକୁ ପଶିବାକୁ ପୋଲିସର ସାହସ ଅଛି ତ ?

Next Post
କଂଗ୍ରେସର ପ୍ରଶ୍ନ: ବିଜେପି-ବିଜେଡି କାର୍ଯ୍ୟାଳୟକୁ ପଶିବାକୁ ପୋଲିସର ସାହସ ଅଛି ତ ?

କଂଗ୍ରେସର ପ୍ରଶ୍ନ: ବିଜେପି-ବିଜେଡି କାର୍ଯ୍ୟାଳୟକୁ ପଶିବାକୁ ପୋଲିସର ସାହସ ଅଛି ତ ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19120 shares
    Share 7648 Tweet 4780
  • ନବୀନ..ନବୀନ, ମୋହନ..ମୋହନ

    16589 shares
    Share 6636 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7293 shares
    Share 2917 Tweet 1823
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5804 shares
    Share 2322 Tweet 1451
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5478 shares
    Share 2191 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA