Tuesday, June 23, 2026 06:22 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନବୀନଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡିଶା ମୁହାଁ: ଦେବୀ ମିଶ୍ର

by Our Correspondent
28 Jan, 2025- 09:14 PM
in Latest News, News
1 min read
0
ନବୀନଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡିଶା ମୁହାଁ: ଦେବୀ ମିଶ୍ର

ଭୁବନେଶ୍ୱର: ଭୁବନେଶ୍ୱରରେ ଉତ୍କର୍ଷ ଓଡିଶା କନକ୍ଲେଭ ଆଜି ଉଦଘାଟିତ ହୋଇଥିବା ବେଳେ ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ତଥା ପୂର୍ବତନ ଶିଳ୍ପମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜ୍ୟକୁ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ୨୦୧୬ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ଆରମ୍ଭ କରାଯାଇଥିଲା । ବିଭିନ୍ନ ପ୍ରତିଷ୍ଠିତ ଶିଳ୍ପ ଅନୁଷ୍ଠାନ ଏଥିରେ ଯୋଗ ଦେଇଥିଲେ ଓ ଦୁଇ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗର ପ୍ରତିଶ୍ରୁତି ମିଳିଥିଲା । ସେହିପରି ୨୦୧୮ ମସିହାରେ ମେକ ଇନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ଚାରି ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗର ପ୍ରତିଶ୍ରୁତି ମିଳିଥିଲା ।

୨୦୨୦ ମସିହା ଆରମ୍ଭରେ କୋଭିଡ ଯୋଗୁଁ ୨୦୨୨ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରି ନଥିଲା । ୨୦୨୩ ମସିହାରେ ଆୟୋଜିତ ମେକ ଇନ ଓଡିଶା କାର୍ଯ୍ୟକ୍ରମରେ ଦଶ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ପ୍ରତିଶ୍ରୁତି ମିଳିଥିଲା । ୨୦୨୩ ମସିହାରେ ପୁଞ୍ଜି ନିବେଶ ଆଣିବାରେ ଓଡିଶା ଦେଶର ଶ୍ରେଷ୍ଠ ରାଜ୍ୟର ମାନ୍ୟତା ପାଇଥିଲା । ପ୍ରଥମ ତିନୋଟି ମେକ ଇନ ଓଡିଶା କନକ୍ଲେଭ ମାଧ୍ୟମରେ ସମୁଦାୟ ୧୬ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ପ୍ରସ୍ତାବ ଆସିଥିବା ବେଳେ ପ୍ରାୟ ସାତ ଲକ୍ଷ କୋଟି ଟଙ୍କାର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି, ଯାହା ସମଗ୍ର ପୁଞ୍ଜି ନିବେଶ ପ୍ରତିଶ୍ରୁତିର ୩୪ ପ୍ରତିଶତ । ନବୀନ ସରକାରଙ୍କ ଦ୍ୱାରା ଆୟୋଜିତ ଏହି ମେକ ଇନ ଓଡିଶା କାର୍ଯ୍ୟକ୍ରମ ଯୋଗୁଁ ଦେଶ ବିଦେଶର ପୁଞ୍ଜିପତିମାନେ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଆଗ୍ରହ ବୃଦ୍ଧି ପାଇଥିଲା ।

ବିଜେପି ସରକାର ଏହାର ନାମ ପରିବର୍ତ୍ତନ କରିବା ପରେ ରାଜ୍ୟର ଚତୁର୍ଥ କନକ୍ଳେଭ ଅନୁଷ୍ଠିତ ହେଉଛି, ଯାହାକୁ ପ୍ରଧାନମନ୍ତ୍ରୀ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପାଞ୍ଚ ଲକ୍ଷ କୋଟି ପୁଞ୍ଜି ନିବେଶ ପାଇଁ ଆଶା ରଖିଛନ୍ତି । ଏହି କାର୍ଯ୍ୟକ୍ରମ ଶେଷ ହେବା ପରେ, ପ୍ରକୃତ ପୁଞ୍ଜି ନିବେଶ ପରିମାଣ ଜଣାପଡିବ ବୋଲି ଶ୍ରୀ ମିଶ୍ର କହିଛନ୍ତି ।

 

Previous Post

୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Next Post

ଉତ୍କର୍ଷ ଓଡ଼ିଶା କନକ୍ଲେଭ୍: ସୋଆ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ

Next Post
ଉତ୍କର୍ଷ ଓଡ଼ିଶା କନକ୍ଲେଭ୍: ସୋଆ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ

ଉତ୍କର୍ଷ ଓଡ଼ିଶା କନକ୍ଲେଭ୍: ସୋଆ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA