Tuesday, March 10, 2026 11:13 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସରକାରଙ୍କ ପ୍ରୋତ୍ସାହନରେ ଚାଲିଛି
 ବାଲି ଓ ପଥର ଚୋରି: ବିଜେଡି

by Our Correspondent
20 Nov, 2025- 08:44 PM
in Latest News, News
1 min read
0
ସରକାରଙ୍କ ପ୍ରୋତ୍ସାହନରେ ଚାଲିଛି
 ବାଲି ଓ ପଥର ଚୋରି: ବିଜେଡି

ଭୁବନେଶ୍ୱର: ବିଜେପି ସରକାର କ୍ଷମତାସୀନ ହେବା ପରଠାରୁ ରାଜ୍ୟରେ ବାଲି ଚୋରି ଅହେତୁକ ଭାବେ ବୃଦ୍ଧି ପାଇଛି ଓ ଏହା ବିଜେପି ମନ୍ତ୍ରୀ ଓ ନେତାଙ୍କ ପ୍ରୋତ୍ସାହନରେ ଚାଲିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ନିକଟରେ ଅନୁଷ୍ଠିତ ହୋଇଥିବା ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲି ଚୋରି ରୋକିବା ପାଇଁ ନିଦେ୍ର୍ଦଶ ଦେଇଥିଲେ, ଯାହା ରାଜ୍ୟରେ ହେଉଥିବା ବାଲି ଚୋରିର ସ୍ୱୀକାରୋକ୍ତି ଥିଲା ବୋଲି ବିଜେଡି କହିଛି ।

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ଛାତ୍ର ବିଜେଡି ସଭାନେତ୍ରୀ ଇପ୍ସିତା ସାହୁ ରାଜ୍ୟରେ ହେଉଥିବା ବାଲିଚୋରିରେ ବିଜେପିର ନେତାମନ୍ତ୍ରୀଙ୍କ ସମ୍ପୃକ୍ତିର ଅଭିଯୋଗ କରିବା ସହିତ ଏଥିଯୋଗୁଁ ଲଘୁ ଖଣିଜ ସମ୍ପଦରୁ ରାଜ୍ୟକୁ ମିଳୁଥିବା ରାଜସ୍ୱ ଚିନ୍ତାଜନକ ଭାବେ ହ୍ରାସ ପାଇଛି ବୋଲି କହିଛନ୍ତି ।

ଡ଼ ଲେନିନ ମହାନ୍ତି କହିଥିଲେ, ୨୦୨୩-୨୪ ଆର୍ଥିକ ବର୍ଷରେ ଲଘୁ ଖଣିଜ ସମ୍ପଦରୁ ରାଜ୍ୟକୁ ୧୪୮୫ କୋଟି ଟଙ୍କା ରାଜସ୍ୱ ମିଳିଥିବା ବେଳେ ୨୦୨୪-୨୫ ଆର୍ଥିକ ବର୍ଷରେ ଏହି ରାଜସ୍ୱ ପରିମାଣ ୬୦୦ କୋଟି ଟଙ୍କାକୁ ଖସି ଆସିଛି । ବିଜେପିର ନେତାମନ୍ତ୍ରୀଙ୍କ ପ୍ରୋତ୍ସାହନରେ ରାଜ୍ୟରେ ଏହି ବାଲିଚୋରି ବୃଦ୍ଧି ପାଇଛି । ରାଜ୍ୟରେ ବାଲି ଏବେ ଏକ ଦୁର୍ଲଭ ବସ୍ତୁରେ ପରିଣତ ହୋଇଛି । ବାଲିର ଦରରେ ଅହେତୁକ ବୃଦ୍ଧି ପାଉଥିବା ବେଳେ ରାଜ୍ୟରେ କନଷ୍ଟ୍ରକସନ ମୂଲ୍ୟରେ ମଧ୍ୟ ବୃଦ୍ଧି ପାଇଛି । ଏହି ବାଲି ଚୋରିରେ ସରକାରୀ ଦଳର ନେତାଙ୍କ ସମ୍ପୃକ୍ତିର ଅଭିଯୋଗ ସହିତ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରର ସମ୍ପୃକ୍ତି ଅଭିଯୋଗ ଆସିଛି । ସ୍ୱାଧୀନତା ପରଠାରୁ କୌଣସି ମୁଖ୍ୟମନ୍ତ୍ରୀଙ୍କ ନାମରେ ଏପରି ଗୁରୁତର ଅଭିଯୋଗ କେବେବି ଆସି ନଥିଲା । ତେଣୁ ଏହି ବାଲିଚୋରି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆମେ ସ୍ପଷ୍ଟୀକରଣ ଦାବି କରୁଛୁ । ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ତାଙ୍କ ପରିବାରର ସଦସ୍ୟ ମାନେ ଜଣେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ ଓରଫ ଲିକୁ ସାହୁଙ୍କ ସହିତ ବୁଲୁଛନ୍ତି, ଯିଏ ବାଲି ଓ ପଥର ଚୋରିରେ ସିଧାସଳଖ ସମ୍ପୃକ୍ତ ଅଛନ୍ତି ବୋଲି ରାଜ୍ୟବ୍ୟାପୀ ଚର୍ଚ୍ଚା ହେଉଛି ।

ଗଞ୍ଜାମରେ ବାଲି ଓ ପଥର ଚୋରିରେ ରାଜ୍ୟର ଖଣି ମନ୍ତ୍ରୀ ବିଭୁତି ଜେନାଙ୍କ ସମ୍ପୃକ୍ତି ନେଇ ଜିଲ୍ଲା ସାରା ଚର୍ଚ୍ଚା ଚାଲିଛି । ରାଜ୍ୟ ସରକାର ଏହି ଲଘୁ ଖଣିଜ ସମ୍ପଦ ଲୁଟ୍ ସମ୍ପର୍କରେ ରାଜ୍ୟବାସୀଙ୍କ ସମ୍ମୁଖରେ ଏହାର ଉତ୍ତର ରଖିବା ଦରକାର ବୋଲି ଡ଼ ମହାନ୍ତି କହିଥିଲେ ।

ଇପ୍ସିତା ସାହୁ କହିଥିଲେ, ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ତାଙ୍କ ପତ୍ନୀ ଓ ପୁଅଙ୍କ ନାମରେ ନୟାଗଡ଼ ଜିଲ୍ଲାରେ ପଥରକଟା ସହ ବାଲିଘାଟ ନେଇଛନ୍ତି । ସେହିପରି ବଡ଼ମ୍ୱା ନରସିଂହପୁର ବିଧାୟକ ବିଜୟ ଦଳବେହେରା ଏବେ ତାଙ୍କ ଅଞ୍ଚଳରେ ବାଲି ଓ ପଥର ମାଫିଆ ମାନଙ୍କ ସହିତ ଅଂଶୀଦାର ସାଜିଛନ୍ତି ବୋଲି ଚର୍ଚ୍ଚା ହେଉଛି । ଆସ୍କା ବିଧାୟକ ସରୋଜ ପାଢ଼ୀ ବାଲି ଠିକାଦାରଙ୍କୁ ମାସିକିଆ ଚାନ୍ଦା ମାଗୁଥିବା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିବା ରାଜ୍ୟବାସୀ ଭଲ ଭାବେ ଜାଣିଛନ୍ତି । ତେଣୁ ବାଲି ଓ ପଥର ଚୋରିକୁ ନେଇ ରାଜ୍ୟରେ ଏବେ ଯେଉଁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ରାଜ୍ୟର ସ୍ୱାର୍ଥ ଦୃଷ୍ଟିରୁ ବିଜୁ ଜନତା ଦଳ ଏହି ପ୍ରସଙ୍ଗରେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବ ।

Previous Post

ଶପଥ ନେଲେ ଜୟ ଢ଼ୋଲକିଆ

Next Post

୨୨ରେ କିମସ ଜାତୀୟ ସମ୍ମିଳନୀ

Next Post
୨୨ରେ କିମସ ଜାତୀୟ ସମ୍ମିଳନୀ

୨୨ରେ କିମସ ଜାତୀୟ ସମ୍ମିଳନୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA