Monday, June 22, 2026 11:50 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦାମ ରାଉତଙ୍କ ଉପରୁ ବହିଷ୍କାର ହଟିଲା

ନରମ ହେଲେ ନବୀନ

by Our Correspondent
01 Jan, 2024- 12:44 PM
in Latest News, News, Politics
1 min read
0
ଦାମ ରାଉତଙ୍କ ଉପରୁ ବହିଷ୍କାର ହଟିଲା

ଭୁବନେଶ୍ୱର: ନୂଆବର୍ଷରେ ନୂଆ ଷ୍ଟ୍ରାଟେଜିରେ ଆଗେଇଲା ବିଜୁ ଜନତା ଦଳ । ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଦଣ୍ଡ ଉଠାଇ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୮ ସେପ୍ଟେମ୍ବର ୧୨ ତାରିଖରେ ସେ ଦଳରୁ ବହିଷ୍କୃତ ହୋଇଥିଲେ । ଲଗାତର ଭାବେ ଦଳ ବିରୋଧୀ ମନ୍ତବ୍ୟ ଦେବାରୁ ମୁଖ୍ୟମନ୍ତ୍ରୀ ତାଙ୍କ ବିରୋଧରେ ଏଭଳି କଠୋର ପଦକ୍ଷେପ ଗ୍ରହଣ କରିଥିଲେ ।

ବିଜେଡିରୁ ବହିଷ୍କୃତ ହେବା ପରେ ଦାମ ବାବୁଙ୍କୁ ବିଜେପି ଶଙ୍ଖୋଳି ନେଇଥିଲା । ୨୦୧୯ ମାର୍ଚ୍ଚ ୧୪ ତାରିଖରେ ସେ ନୂଆଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଇଥିଲେ । ୭ ଥର ବିଧାୟକ ହୋଇଥିବା ବିଜେଡିର ଏହି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀଙ୍କୁ ବାଲିକୁଦା-ଏରସମାରୁ ବିଜେପି ୨୦୧୯ ନିର୍ବାଚନ ଲଢ଼ିବାକୁ ଟିକେଟ ଦେଇଥିଲା । ତାଙ୍କୁ ଷ୍ଟାର କ୍ୟାମ୍ପେନର୍ କରି ସାରା ରାଜ୍ୟ ବୁଲାଇଥିଲା । ମାତ୍ର ଦାମ ବାବୁ ନିଜେ ମାତ୍ର ୩୭ ହଜାର ଭୋଟ ପାଇ ତୃତୀୟ ସ୍ଥାନରେ ରହି ଶୋଚନୀୟ ପରାଜୟ ବରଣ କରିଥିଲେ । ପରବର୍ତ୍ତୀ ସମୟରେ ୨୦୧୯ ଅକ୍ଟୋବର ୧୬ ରେ ସେ ବିଜେପିରୁ ଇସ୍ତଫା ଦେଇଥିଲେ ।

ସେବେଠାରୁ ସେ ରାଜନୀତିରୁ ଏକ ପ୍ରକାର ସନ୍ୟାସ ନେଇଯାଇଥିଲେ । ବିଜେଡି ଫେରିବାକୁ ସେ ଉଦ୍ୟମ କରି ସଫଳ ହୋଇ ନ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଯାଇଥିବାରୁ ବହୁତ ଅନୁତାପ କରି ପ୍ରବଳ ମାନସିକ ଦୁଶ୍ଚିନ୍ତାରେ ଥିଲେ । ଏବେ ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି ।

 

Previous Post

କାର୍ତ୍ତିକ ପାଣ୍ଡିଆନ୍: ନ୍ୟୁଜମେକର୍ ଅଫ୍ ଦି ଇୟର !

Next Post

ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ

Next Post
ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ

ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA