Sunday, April 26, 2026 10:55 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଓଡ଼ିଶାରେ ନୂଆ ସରକାରର ଶପଥ ଗ୍ରହଣ: ବିଜେପି-ଜୁନ୍ ୧୦, ବିଜେଡି-ଜୁନ୍ ୯

ବିଜେପିର ଏହା ଦିବାସ୍ୱପ୍ନ: ମୁଖ୍ୟମନ୍ତ୍ରୀ

by Our Correspondent
06 May, 2024- 01:43 PM
in Latest News, News, Politics
1 min read
0
ଓଡ଼ିଶାରେ ନୂଆ ସରକାରର ଶପଥ ଗ୍ରହଣ: ବିଜେପି-ଜୁନ୍ ୧୦, ବିଜେଡି-ଜୁନ୍ ୯

ଭୁୁବନେଶ୍ୱର: ଏଥର ଓଡ଼ିଶାରେ କିଏ ସରକାର ଗଢ଼ିବ? ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ନା ମୁଖ୍ୟମନ୍ତ୍ରୀ ଚେହେରା ବିହୁନେ ବିଜେପି?୨୦୧୯ ଭଳି ଏଥର ମଧ୍ୟ ଉଭୟ ବିଜେଡି ଓ ବିଜେଡି, ରାଜ୍ୟରେ ସରକାର ଗଢ଼ିବା ପାଇଁ ବେଟ୍ ମରାମରି ହେଲେଣି । ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବି ଏଥିରୁ ବାଦ୍ ପଡ଼ିନାହାନ୍ତି ।

ଆଜି ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରି ଶ୍ରୀ ମୋଦୀ କର୍ମୀମାନଙ୍କୁ ଉତ୍ସାହିତ କରିବାକୁ ବିଭିନ୍ନ କଥା ଶୁଣାଇଥିଲେ । ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି କ୍ଷମତାକୁ ଆସି ଡବଲ ଇଞ୍ଜିନ୍ ସରକାର ଗଢ଼ିବ ବୋଲି ସେ ଦୃଢ଼ତାର ସହ କହିଥିଲେ । ଏପରିକି, ମୁଖ୍ୟମନ୍ତ୍ରୀ ଚୟନ ଓ ଶପଥ ଗ୍ରହଣ ସମାରୋହର କାର୍ଯ୍ୟସୂଚୀ ମଧ୍ୟ ଘୋଷଣା କରିଥିଲେ । ଜୁନ୍ ୪ ତାରିଖରେ ବିଜେଡି ସରକାର ଏକ୍ସପାୟାର୍ଡ କରିବ । ଜୁନ୍ ୬ ରେ ବିଜେପି ତା’ର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିବ ଏବଂ ଜୁନ୍ ୧୦ରେ ଶପଥ ଗହଣ ସମାରୋହ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ବିଜେପି ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ବିଜେଡିକୁ ନିମନ୍ତ୍ରଣ ଦେବାକୁ ଆସିଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କଟାକ୍ଷ କରିଥିଲେ ।

ସେପଟେ କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଯାଇଥିବା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଏହାର ଦୃଢ଼ ଜବାବ ଦେଇଛନ୍ତି । ଓଡ଼ିଶାରେ ବିଜେପି ସରକାର ଗଠନ ଦାବିକୁ ନେଇ ସେ କଟାକ୍ଷ କରିବା ସହ ବିଜେଡି ହିଁ ଏକମାତ୍ର ଦଳ ଯେ କି ଲୋକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବାକୁ ଦିନରାତି ଖଟୁଛି । ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ରାଜ୍ୟରେ ଷଷ୍ଟ ଥର ପାଇଁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି । ଆସନ୍ତା ଜୁନ୍ ୯ ତାରିଖ ସାଢ଼େ ୧୧ ରୁ ୧ଟା ମଧ୍ୟରେ ନୂଆ ସରକାରର ଶପଥ ଗ୍ରହଣ ହେବ ବୋଲି ଶ୍ରୀ ପାଣ୍ଡିଆନ୍ କହିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । କଳାହାଣ୍ଡି ଗସ୍ତରୁ ହେଲିକପ୍ଟରରେ ଫେରିବା ବାଟରେ ଶ୍ରୀ ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀଙ୍କୁ ଏହା ଅବଗତ କରିଥିଲେ । ବିଜେପି ଏଥର ସରକାର ଗଠନ କରିବେ ବୋଲି ଦାବି କରୁଥିବା ପାଣ୍ଡିଆନ୍ କହିଥିଲେ । ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ତାତ୍ସଲ୍ୟ କରି କହିଥିଲେ ଯେ ବହୁତ ଦିନ ହେଲା ବିଜେପି ଦିନରେ ସ୍ୱପ୍ନ ଦେଖିଛନ୍ତି ।

ସୂଚନାଥାଉକି, ୨୦୧୯ ନିର୍ବାଚନରେ ମଧ୍ୟ ଅନୁରୂପ ଅବସ୍ଥା ଦେଖିବାକୁ ମିଳିଥିଲା । ରାଜ୍ୟରେ ବିଜେପି ସରକାରର ଶପଥ ଉତ୍ସବରେ ଯୋଗଦେବାକୁ ସେ ନିର୍ବାଚନ ପ୍ରଚାର ଭାଷଣ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଛିଗୁଲେଇଥିଲେ । ହେଲେ ଫଳାଫଳ ଆସିଲା ବେଳେ ବିଜେପି ମାତ୍ର ୨୩ ଟି ଆସନ ପାଇଲା । ବିଜେଡି ୧୧୩ ଟି ଆସନ ପାଇଁ ସରକାର ଗଠନ କଲା ।

 

Previous Post

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ

Next Post

ଲୋକଙ୍କ ସହ ସିଧାସଳଖ ସମ୍ପର୍କ ଯୋଡ଼ିଲେ ମୁଖ୍ୟମନ୍ତ୍ରୀ

Next Post
ଲୋକଙ୍କ ସହ ସିଧାସଳଖ ସମ୍ପର୍କ ଯୋଡ଼ିଲେ ମୁଖ୍ୟମନ୍ତ୍ରୀ

ଲୋକଙ୍କ ସହ ସିଧାସଳଖ ସମ୍ପର୍କ ଯୋଡ଼ିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA