Wednesday, March 4, 2026 07:11 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଧର୍ମେନ୍ଦ୍ରଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

by Our Correspondent
22 Jan, 2023- 10:37 PM
in Latest News, News, Politics
1 min read
0
ଧର୍ମେନ୍ଦ୍ରଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର: ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଆଜି ଅନୁଷ୍ଠିତ ହୋଇଥିଲା । ଆଗାମୀ ସାଧାରଣ ନିର୍ବାଚନ ପାଇଁ ଦଳର ରଣନୀତି ପ୍ରସ୍ତୁତ କରିବା ବୈଠକର ମୁଖ୍ୟ ଉଦ୍ଦେଶ୍ୟ ଥିଲା । କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ,ସହପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ସମେତ ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀ ଏଥିରେ ଉପସ୍ଥିତ ଥିଲେ । ମାତ୍ର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁପସ୍ଥିତି ଚର୍ଚ୍ଚାର ବିଷୟ ହୋଇଛି ।

ଧର୍ମେନ୍ଦ୍ରଙ୍କୁ ନେଇ ଚର୍ଚ୍ଚା ଏଥିପାଇଁ ଯେ ବିଗତ କେତେବର୍ଷ ଧରି ରାଜ୍ୟ ବିଜେପିର ସେ ହୋଇଛନ୍ତି ଅଘୋଷିତ ଚେହେରା । ତାଙ୍କ ବିନା ଦଳର କୌଣସି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବା ଏକଦା ସମ୍ଭବ ହେଉ ନ ଥିଲା । ମାତ୍ର ଆଜି ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି ।

ସୂଚନା ଅନୁଯାୟୀ, ରାଜ୍ୟ କାର୍ଯ୍ୟକାରିଣୀରେ ଧର୍ମେନ୍ଦ୍ରଙ୍କ ଯୋଗଦାନ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିଲା । ଅନ୍ୟ ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ବୈଠକରେ ଯୋଗଦେବାର ଥିଲା । ସ୍ୱାସ୍ଥ୍ୟଗତ କାରଣରୁ ଶ୍ରୀ ଟୁଡୁ ଆସି ନ ଥିବା ଜଣାପଡ଼ିଥିଲେ ମଧ୍ୟ ଧର୍ମେନ୍ଦ୍ର ଏବଂ ବୈଷ୍ଣବ କାହିଁକି ଆସିଲେନି ତାହା ଦଳ ପକ୍ଷରୁ ସ୍ପଷ୍ଟ ହୋଇନାହିଁ । ତେବେ ଦିଲ୍ଲୀରେ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯକ୍ରମରେ ବ୍ୟସ୍ତତା କାରଣରୁ ଏହି ଦୁଇ କେନ୍ଦ୍ରମନ୍ତ୍ରୀ ଆସି ନ ଥିବା କିଛି ନେତା ସଫେଇ ଦେଇଛନ୍ତି ।

ଧର୍ମେନ୍ଦ୍ରଙ୍କ ଅନୁପସ୍ଥିତିକୁ ରାଜନୈତିକ ପର୍ଯ୍ୟବେକ୍ଷକ ମହଲ ସହଜ ଭାବେ ଗ୍ରହଣ କରିନାହାନ୍ତି । ଗତ କିଛି ବର୍ଷ ଧରି ତାଙ୍କର ବିନା ଇସାରାରେ ରାଜ୍ୟ ବିଜେପିର ପତ୍ର ହଲିବା ସମ୍ଭବ ନ ଥିଲା ବେଳେ ଆଗାମୀ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତି ବୈଠକରେ ସେ ନ ରହିବା ପଛରେ କିଛି କେଁ ଥିବା ସେମାନଙ୍କର ବିଶ୍ୱାସ । ଆଗକୁ ସମ୍ଭାବ୍ୟ କେନ୍ଦ୍ର ମନ୍ତ୍ରୀମଣ୍ଡଳ ଅଦଳବଦଳରେ ନିଜର ଗାଦି ସୁରକ୍ଷା ପାଇଁ ସେ ଚିନ୍ତିତ ଥିବାରୁ ଓଡ଼ିଶା ଆସିପାରି ନ ଥିବା କୁହାଯାଉଛି ।

ଆଜି ଅନୁଷ୍ଠିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୦୨୪ ରେ ଦଳ କ୍ଷମତାକୁ ଆସିବାକୁ ରଣନୀତି ପ୍ରସ୍ତୁତ କରିଛି । ବୁଥ୍ ସ୍ତରରେ ସଂଗଠନକୁ ମଜବୁତ କରିବା, ରାଜ୍ୟର ବିଜେଡି ଶାସନ ବିରୋଧରେ ଗଣ ଆନ୍ଦୋଳନ ଗଢ଼ି ତୋଳିବା ଏବଂ କେନ୍ଦ୍ରର ମୋଦୀ ସରକାରଙ୍କ ଜନକଲ୍ୟାଣ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ପ୍ରସ୍ତୁତ ହୋଇଛି ଷ୍ଟ୍ରାଟେଜି ।

Previous Post

ହକି ବିଶ୍ୱକପ୍: ପଦକ ଦୌଡ଼ରୁ ଭାରତ ଆଉଟ୍

Next Post

କୋଟିଏ ଟଙ୍କାର ସୁନାକଳସ ଦାନ

Next Post
କୋଟିଏ ଟଙ୍କାର ସୁନାକଳସ ଦାନ

କୋଟିଏ ଟଙ୍କାର ସୁନାକଳସ ଦାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA