Wednesday, April 22, 2026 03:41 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଶରୀର ଦାନ କରି ପ୍ରେରଣା ସାଜିଲେ ଶ୍ରୀନିବାସଙ୍କ ପରିବାରବର୍ଗ

by Our Correspondent
29 Dec, 2022- 07:52 PM
in News
1 min read
0
ଶରୀର ଦାନ କରି ପ୍ରେରଣା ସାଜିଲେ ଶ୍ରୀନିବାସଙ୍କ ପରିବାରବର୍ଗ
ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଯାଇ ସବୁଦିନ ପାଇଁ ଚିରନିଦ୍ରାରେ ଶୋଇଯାଇଛନ୍ତି, ହେଲେ ମୃତ୍ୟୁ ପରେ ମେଡ଼ିକାଲ ଗବେଷଣା ପାଇଁ ସମ୍ପୂର୍ଣ୍ଣ ଶରୀର ଦାନ କରି ସମସ୍ତଙ୍କ ଆଖିରେ ଅଲିଭା ଛବି ଆଙ୍କିଦେଇଛନ୍ତି ସେ । ହଜିଯାଇଛି ତାଙ୍କ ଆତ୍ମା କିନ୍ତୁ ଅନ୍ୟମାନଙ୍କ ହୃଦୟକୁ ଜିତିଯାଇଛନ୍ତି । ଓଡ଼ିଶା-ମୋ ପରିବାର ସଂଯୋଜନାରେ ଶରୀରଦାନ କରି ପରିବାରବର୍ଗ ସମାଜ ପାଇଁ ପ୍ରେରଣା ପାଲଟିଯାଇଛନ୍ତି ।
ସେ ଆଉ କେହି ନୁହେଁ, ଖୋର୍ଦ୍ଧା ଜିଲ୍ଲା ପାତ୍ରପଡ଼ା ଅଞ୍ଚଳର ଜଣେ ୬୪ ବର୍ଷିୟ ବୃଦ୍ଧ ଶ୍ରୀନିବାସ ମିଶ୍ର । ଗତ କିଛି ବର୍ଷ ହେବ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେହି ସମୟରେ ଓଡ଼ିଶା-ମୋ ପରିବାର ହେଲ୍ପଡ଼େସ୍କ ସହଯୋଗୀ ସୋମନାଥ ସ୍ଵାଇଁ ତାଙ୍କୁ ଆବଶ୍ୟକୀୟ ଚିକିତ୍ସା ସହାୟତା ଯୋଗାଇ ଦେଇଥିଲେ । ୮ଦିନ ତଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ପରିବାରବର୍ଗ ତାଙ୍କୁ ଉତ୍କଳ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ଦୁର୍ଭାଗ୍ୟବଶତଃ, ଆଜି ସକାଳେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଥିଲେ ।
ପରିବାରବର୍ଗ ତାଙ୍କ ମୃତ୍ୟୁରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ଏବଂ ସମାଜ ଆଖିରେ ତାଙ୍କ ସ୍ମୃତିକୁ ବଞ୍ଚାଇ ରଖିବା ପାଇଁ ଗବେଷଣା ନିମନ୍ତେ ଶ୍ରୀନିବାସଙ୍କ ଶରୀର ଦାନ କରିବାକୁ ନିଷ୍ପତ୍ତି ନେଇଥିଲେ । ଓଡ଼ିଶା-ମୋ ପରିବାର ପକ୍ଷରୁ ଅଙ୍ଗଦାନ ଅଭିଯାନ ସମ୍ପର୍କରେ ଖବର ପାଇବା ପରେ ପରିବାରବର୍ଗ ସ୍ୱାସ୍ଥ୍ୟ ଉପଦେଷ୍ଟା ଡ଼ଃ ସତ୍ୟଜିତ ଦାଶଙ୍କୁ ଯୋଗାଯୋଗ କରିଥିଲେ । ଓଡ଼ିଶା-ମୋ ପରିବାର ପକ୍ଷରୁ ଏମ୍ସ ହସ୍ପିଟାଲ ସହିତ ସମନ୍ଵୟ ରକ୍ଷା କରାଯାଇ ଶ୍ରୀନିବାସଙ୍କର ଶରୀର ଗବେଷଣା ନିମନ୍ତେ ଦାନ କରାଯାଇଥିଲା । ଏ ସମସ୍ତ ପ୍ରକ୍ରିୟାକୁ ଓଡ଼ିଶା-ମୋ ପରିବାର ହେଲ୍ପଡ଼େସ୍କ ସହଯୋଗୀ ସୋମନାଥ ସ୍ଵାଇଁ ସଂଯୋଜନା କରିଥିଲେ ।
Previous Post

ଧର୍ମେନ୍ଦ୍ରଙ୍କ ପ୍ରଶଂସାରେ ବୈଷ୍ଣବ, ଯୋଶୀ

Next Post

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଡିଷ୍ଟିଙ୍ଗୁଇସ୍‌ଡ ଆଲମ୍ନସ୍ ସମ୍ମାନ

Next Post
ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଡିଷ୍ଟିଙ୍ଗୁଇସ୍‌ଡ ଆଲମ୍ନସ୍ ସମ୍ମାନ

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଡିଷ୍ଟିଙ୍ଗୁଇସ୍‌ଡ ଆଲମ୍ନସ୍ ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA