Wednesday, April 22, 2026 02:40 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୀରେ ହବିଷ୍ୟାଳି ମା ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ

by Our Correspondent
10 Oct, 2022- 08:28 PM
in Latest News, News
1 min read
0
ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କାର୍ତ୍ତିକ ହବିଷ୍ୟାଳି ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀରେ ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ହବିଷ୍ୟାଳି ମା ମାନଙ୍କୁ ସ୍ୱାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ମା ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ ।

ଏହି ଅବସରରେ ମନ୍ତ୍ରୀ ସମୀର ରଂଜନ ଦାଶ, ତୁଷାରକାନ୍ତି ବେହେରା ଓ ଅଶ୍ୱିନୀ ପାତ୍ର ଓ ସାଂସଦ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି । ଆଜି ମା ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି ।

ଏହି ଅବସରରେ ୩ ଜଣ ହବିଷ୍ୟାଳି ମା ଗଞ୍ଜାମର ଉର୍ମିଳା ପଟନାୟକ, ମୟୁରଭଞ୍ଜର ସାବିତ୍ରୀ ବିନ୍ଧାଣି ଓ ପୁରୀର ଡ଼ଲିମଣି ନାଇଡ଼ୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ ।

ପୁରୀ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ନିଗମ/ବୋର୍ଡରେ ନୂଆ ଅଧ୍ୟକ୍ଷ

Next Post

ବାବା ହରେକୃଷ୍ଣ ସେଠୀ କଂଗ୍ରେସ ପ୍ରାର୍ଥୀ

Next Post
ବାବା ହରେକୃଷ୍ଣ ସେଠୀ କଂଗ୍ରେସ ପ୍ରାର୍ଥୀ

ବାବା ହରେକୃଷ୍ଣ ସେଠୀ କଂଗ୍ରେସ ପ୍ରାର୍ଥୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA