Wednesday, April 29, 2026 06:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ

୧୬ ରେ ପ୍ରଥମ ପର୍ଯ୍ୟାୟ ଭୋଟ୍

by Our Correspondent
14 Feb, 2022- 08:35 PM
in Latest News, News
1 min read
0
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ

ଭୁବନେଶ୍ୱର: କାଁ ଭାଁ ଉତ୍ତେଜନା, ହିଂସାକାଣ୍ଡ ଭିତରେ ଆଜି ସନ୍ଧ୍ୟାରେ ସରିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପ୍ରଚାର ପର୍ବ । ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ । ୩୦ ଜିଲ୍ଲାର ୨୦୨ ଜିଲ୍ଲା ପରିଷଦ, ୧୬୬୯ ସରପଞ୍ଚ ଏବଂ ସମିତି ସଭ୍ୟ ପାଇଁ ୬୭ ଲକ୍ଷ ୫୧ ହଜାର ଭୋଟର ମତଦାନ ସାବ୍ୟସ୍ତ କରିବେ । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ ।

ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପୁଲିଂ ପାର୍ଟିଂ ନିଜର ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିଛନ୍ତି । ୧୧ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ରାୟଗଡ଼ା ଓ କୋରାପୁଟରେ ଆଜି ପୁଲିଂ ପାର୍ଟି ପହଞ୍ଚିଥିବା ବେଳେ ଅବଶିଷ୍ଟ ୧୯ ଜିଲ୍ଲାରେ ଆସନ୍ତାକାଲି ପହଞ୍ଚିବେ । ଶାନ୍ତିଶୃଙ୍ଖଳାର ସହ ଭୋଟ ଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଦୁର୍ଗମ ଓ ମାଓ ଇଲାକାରେ ପୁଲିସ ପ୍ରଶାସନ ସଜାଗ ରହିଛନ୍ତି ।

ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ ମତଦାନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି । ଆସନ୍ତାକାଲି ବୁଥ୍ ଗୁଡ଼ିକୁ ଭଲ ଭାବେ ସାନିଟାଇଜ୍ କରାଯିବ । ମତଦାନ କେନ୍ଦ୍ରରେ କର୍ମଚାରୀମାନେ ସାମାଜିକ ଦୂରତା ରକ୍ଷା ସହ ମାସ୍କ ପରିଧାନ ଓ ସାନିଟାଇଜର ବ୍ୟବହାର କରିବେ । ଭୋଟରମାନଙ୍କ ପାଇଁ ପ୍ରବେଶ ଦ୍ୱାର ନିକଟରେ ଥର୍ମାଲ ସ୍କାନିଂ ସହ ସାନିଟାଇଜର ବ୍ୟବହାର କରାଯିବ । ପ୍ରତ୍ୟେକ ଭୋଟର ମାସ୍କ ପିନ୍ଧି ଭୋଟ ଦେବେ ।

କୋଭିଡ୍ ଦ୍ୱିତୀୟ ଡୋଜ୍ ଟିକା ନେଇଥିଲେ ମଧ୍ୟ କୋଭିଡ୍ ର ଲକ୍ଷଣ ରହିଥିବା କର୍ମଚାରୀଙ୍କୁ ମତଦାନ କେନ୍ଦ୍ରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି ।

Previous Post

୨୧ରୁ ବିନା ସାର୍ଟିଫିକେଟ୍ ରେ ଶ୍ରୀମନ୍ଦିର ଦର୍ଶନ

Next Post

ଦୁର୍ଘଟଣାରୁ ମଶାଣି ପର୍ଯ୍ୟସ୍ତ ସହାୟତା ଯୋଗାଇଲା ‘ଓଡ଼ିଶା-ମୋ ପରିବାର’

Next Post
ଦୁର୍ଘଟଣାରୁ ମଶାଣି ପର୍ଯ୍ୟସ୍ତ ସହାୟତା ଯୋଗାଇଲା ‘ଓଡ଼ିଶା-ମୋ ପରିବାର’

ଦୁର୍ଘଟଣାରୁ ମଶାଣି ପର୍ଯ୍ୟସ୍ତ ସହାୟତା ଯୋଗାଇଲା 'ଓଡ଼ିଶା-ମୋ ପରିବାର'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA