ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି ଆଜି ତାର ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ କରିଛି...
ଭୁବନେଶ୍ୱର: କ୍ଷତ ବିକ୍ଷତ ହୋଇ ରାସ୍ତା କଡ଼ରେ ପଡ଼ିଥିଲେ ବେଙ୍ଗାଲୁରୁରେ କାମ କରୁଥିବା ଜଣେ ଓଡିଆ ସ୍ଵିଗି ବୟ, ଏହି ଦୁଃଖଦ ଖବର ଶୁଣିବା ପରେ ସହାୟତାର...
ଭୁବନେଶ୍ୱର: ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗର ହନିଟ୍ରାପ୍ କାହାଣୀ ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଛି । ବଡ଼ବଡ଼ିଆଙ୍କୁ ଫସାଇବା ପାଇଁ ଏହି ମହିଳାଙ୍କ ଅପରେସନ୍ କାହାଣୀ ସମସ୍ତଙ୍କୁ...
ଭୁବନେଶ୍ୱର: ବଡ଼ବଡ଼ିଆ ପଇସାବାଲାଙ୍କୁ ସେକ୍ସ ଜାଲରେ ଫସାଇ ବ୍ଲାକମେଲିଂ କରୁଥିବା ଅର୍ଚ୍ଚନା ନାଗକୁ ପୁଲିସ ଗିରଫ କରି ଆଜି ଜେଲ୍ ପଠାଇଛି । କୁଆଡ଼େ ବ୍ଲାକମେଲିଂ କରି...
ଭୁବନେଶ୍ୱର: ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ ୨୦୨୦ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ୩୯୨ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ...
ଭୁବନେଶ୍ୱର: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଓଡ଼ିଶା-ମୋ ପରିବାରର ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି...
ଭୁବନେଶ୍ୱର: ବିଜେଡିର ନୂତନ ଜିଲ୍ଲା ପର୍ଯ୍ୟବେକ୍ଷକ ତାଲିକା ପ୍ରକାଶ ପାଇଛି । ପୂର୍ବରୁ ଜିଲ୍ଲା ପର୍ଯ୍ୟବେକ୍ଷକ ଥିବା ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଧାୟକ...
MiddayOdisha fills a gap in local media for the numerous speakers living and visiting Odisha and outside Odisha.
© 2020-2022 MIDDAY ODISHA