Wednesday, April 22, 2026 04:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Crime

ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍

୯ କୋଟି ୧୮ ଲକ୍ଷ ଆୟ ବହିର୍ଭୂତ ସମ୍ପତ୍ତି ମାମଲା

by Our Correspondent
31 Jan, 2024- 08:52 PM
in Crime, Latest News, News
1 min read
0
ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭୁବନେଶ୍ୱର ଭିଜିଲାନସ୍ ସ୍ୱତନ୍ତ୍ର ଭିଜିଲାନସ୍ କୋର୍ଟ ଆଜି ଚାର୍ଜଫ୍ରେମ୍ କରିଛନ୍ତି । ବିଧାୟକଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ଚାର୍ଜଫ୍ରେମ୍ ହୋଇଛି । ଏହି ପତି ପତ୍ନୀଙ୍କ ନାଁରେ ୯ କୋଟି ୧୮ ଲକ୍ଷ ୧୩ ହଜାର ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି ମାମଲା ରହିଛି ।

ବିଧାୟକ ଶ୍ରୀ ପାଣିଗ୍ରାହୀ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଲୋକାୟୁକ୍ତଙ୍କ ପାଖରେ ୨୦୨୧ ମସିହାରେ ଅଭିଯୋଗ ହୋଇଥିଲା । ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ଭିଜିଲାନସ୍ ପକ୍ଷରୁ ସେହିବର୍ଷ ଅକ୍ଟୋବର ୪ ତାରିଖରେ ବିଧାୟକଙ୍କ ବିରୋଧରେ ଦୁର୍ନୀତି ନିବାରଣ ଆଇନର ଧାରା ୧୩(୨) ଏବଂ ୧୨ ରେ ମାମଲା ରୁଜୁ କରି ତଦନ୍ତ କରିଥିଲା । ବିଧାୟକଙ୍କ ଘର ସର୍ଚ୍ଚ ବେଳେ ତାଙ୍କ ପାଖରୁ ୯ କୋଟି ୧୮ ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ ହୋଇଥିଲା । ଯାହାର ସେ ହିସାବ ଦେଇ ପାରିନ ଥିଲେ । ବିଧାୟକଙ୍କ ପତ୍ନୀ ମଧ୍ୟ ତାଙ୍କର ଏହି ବେନାମୀ ସମ୍ପତ୍ତି ଆହରଣରେ ଭାଗିଦାର ଥିବା ଜଣାପଡ଼ିଥିଲା ।

୯.୬.୨୦୨୨ ତାରିଖରେ ଭିଜିଲାନସ୍ ପକ୍ଷରୁ ଏହି ତଦନ୍ତ ରିପୋର୍ଟ ଲୋକାୟୁକ୍ତଙ୍କ ପାଖରେ ଦାଖଲ କରାଯାଇଥିଲା । ଲୋକାୟୁକ୍ତ ଏହି ରିପୋର୍ଟର ଅନୁଧ୍ୟାନ କଲା ପରେ ବିଧାୟକ ପାଣିଗ୍ରାହୀ ଏବଂ ତାଙ୍କ ପତ୍ନୀଙ୍କ ବିରୋଧରେ ଭୁବନେଶ୍ୱର ଭିଜିଲାନସ୍ ସ୍ୱତନ୍ତ୍ର କୋର୍ଟର ସ୍ୱତନ୍ତ୍ର ବିଚାରପତିଙ୍କ ପାଖରେ ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସେହି ଅନୁଯାୟୀ ଭିଜିଲାନସ୍ ଉଭୟଙ୍କ ବିରୋଧରେ ସମସ୍ତ ତଥ୍ୟ ପ୍ରମାଣ ସହ ୩୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଥିଲା ।

୨୨.୪.୨୦୨୩ ରେ ଭିଜିଲାନସ୍ ସ୍ୱତନ୍ତ୍ର କୋର୍ଟର ସ୍ୱତନ୍ତ୍ର ବିଚାରପତି ଏହାକୁ କଗନିଜାନସ୍ ଭାବେ ଗ୍ରହଣ କରିଥିଲେ । ବିଧାୟକ ଏବଂ ପତ୍ନୀଙ୍କ ବିରୋଧରେ ଟ୍ରାଏଲ୍ ଆରମ୍ଭ ପାଇଁ ଆଜି ଚାର୍ଜ ଫ୍ରେମ୍ କରିଛନ୍ତି ।

ସୂଚନାଥାଉକି, ଏକଦା ବିଜେଡିର ଏହି ପାୱାରଫୁଲ୍ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଠକେଇ ଭଳି ଗୁରୁତର ଅଭିଯୋଗ ଆସିଥିଲା । ଟାଟା ମୋଟର୍ସରେ ଚାକିରି କରାଇଦେବାର ଲୋଭ ଦେଖାଇ ନିଜ ନିର୍ବାଚନମଣ୍ଡଳୀ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା କ୍ରାଇମବ୍ରାଞ୍ଚରେ ଅଭିଯୋଗ ହୋଇଥିଲା । ତାଙ୍କ ବିରୋଧରେ ୬ଟି ମାମଲା ରୁଜୁ ହୋଇଥିଲା । ଜନବିରୋଧୀ ଆଖ୍ୟାରେ ବିଜେଡି ତାଙ୍କୁ ତତକ୍ଷଣାତ୍ ଦଳରୁ ବହିଷ୍କୃତ କରିଥିଲା । ଏହି ଠକେଇ ମାମଲାରେ ବିଧାୟକ କ୍ରାଇବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିଲେ । ୭ ମାସ ଝାରପଡ଼ା ଜେଲ୍ ରେ ରହିଲା ପରେ ଜାମିନ୍ ରେ ଆସିଥିଲେ ।

Previous Post

ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍‌

Next Post

୧୩୮ କୋଟିର ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’

Next Post
୧୩୮ କୋଟିର ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’

୧୩୮ କୋଟିର 'ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA