Sunday, August 9, 2026 12:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସବୁ ଜିଲ୍ଲାରେ ଶିଶୁଙ୍କ ପାଇଁ ଥାନା

by Our Correspondent
26 Oct, 2021- 05:50 PM
in Latest News, News
1 min read
0
ସବୁ ଜିଲ୍ଲାରେ ଶିଶୁଙ୍କ ପାଇଁ ଥାନା

ଭୁବନେଶ୍ୱର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ହେବ ।

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ୱତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ।

ଏହିସବୁ ପୋଲିସ ଷ୍ଟେସନରେ ଶିଶୁ ମାନଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯିବ।  ସ୍ୱତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ । ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ। ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ। ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ ‘କଣ କରିବେ ବା ନ କରିବେ’ ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ। ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ୱତନ୍ତ୍ର ଫଳକ ରହିବ। ଏହାସହିତ ପିଲାଙ୍କ ପାଇଁ ଖେଳନା, ଫାଷ୍ଟଏଡ୍ କିଟସ୍ ମଧ୍ୟ ରଖାଯିବ। ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ।

ସାଧାରଣ ଥାନା ଗୁଡିକ ଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ୱାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବା ରେ ସହାୟକ ହେବ ବୋଲି କୁହାଯାଇଛି ।

Previous Post

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନ ତେଜିଲା

Next Post

ପୂର୍ବତନ କନେଷ୍ଟବଳ ପ୍ରସନ୍ନଙ୍କ ଘରୁ ବିପୁଳ ସମ୍ପତ୍ତି ଠାବ

Next Post
ପୂର୍ବତନ କନେଷ୍ଟବଳ ପ୍ରସନ୍ନଙ୍କ ଘରୁ ବିପୁଳ ସମ୍ପତ୍ତି ଠାବ

ପୂର୍ବତନ କନେଷ୍ଟବଳ ପ୍ରସନ୍ନଙ୍କ ଘରୁ ବିପୁଳ ସମ୍ପତ୍ତି ଠାବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA