Friday, July 31, 2026 05:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭୟଭୀତ ହୁଅନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

by Our Correspondent
29 Jul, 2026- 11:18 PM
in Latest News, News
1 min read
0
ଭୟଭୀତ ହୁଅନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଦେଖାଦେଇଥିବା ବନ୍ୟା ପାଇଁ ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ସେ କହିଛନ୍ତି, ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟ ବନ୍ୟା ପରିସ୍ଥିତି ଉପରେ ମୁଁ ଏବଂ ମୋ ସରକାର ପ୍ରତିଟି ମୁହୂର୍ତ୍ତରେ ସିଧାସଳଖ ନଜର ରଖିଛୁ। ବନ୍ୟା ପରିସ୍ଥିତି ଓ ଏହାର ମୁକାବିଲା ସମ୍ପର୍କରେ ମୁଁ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲଫ୍ କମିଶନରଙ୍କ ସହିତ ଆଲୋଚନା କରିଛି। ପ୍ରଭାବିତ ଅଞ୍ଚଳରେ ଜନସାଧାରଣଙ୍କୁ ସୁରକ୍ଷିତ ରଖିବା ପାଇଁ ସମଗ୍ର ପ୍ରଶାସନକୁ ମୁଁ ନିର୍ଦ୍ଦେଶ ଦେଇଛି। ମୋର ଆପଣମାନଙ୍କୁ ନିବେଦନ, ଆଦୌ ବିଚଳିତ କିମ୍ବା ଭୟଭୀତ ହୁଅନ୍ତୁ ନାହିଁ; ଆମେ ପ୍ରତିଟି ପଦକ୍ଷେପରେ ଆପଣଙ୍କ ସହିତ ଛିଡ଼ା ହୋଇଛୁ। ପ୍ରଶାସନର ସୂଚନାକୁ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ।

ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବନ୍ୟା ପରିଚାଳନା, ସ୍ଥାନାନ୍ତରଣ ଓ ରିଲିଫ୍ କାର୍ଯ୍ୟକୁ ସ୍ୱୟଂ ତଦାରଖ କରିବା ପାଇଁ ୩ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି। ଜଳସ୍ତର ଓ ପରିସ୍ଥିତି ଉପରେ ସାକ୍ଷାତ ନଜର ରଖିବା ପାଇଁ ଏସଆରସି କାର୍ଯ୍ୟାଳୟ ଓ ରାଜ୍ୟ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷକୁ ୨୪×୭ ଖୋଲା ରଖିବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ତଳିଆ ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ଏନଡିଆରଏଫ୍, ଓଡ୍ରାଫ୍, ଅଗ୍ନିଶମ ଓ ପୋଲିସ ବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ସମସ୍ତ ଆଶ୍ରୟସ୍ଥଳୀରେ ବିଶୁଦ୍ଧ ପାନୀୟ ଜଳ, ରନ୍ଧାଖାଦ୍ୟ, ଜରୁରୀ ସ୍ୱାସ୍ଥ୍ୟସେବା, ସର୍ପାଘାତ ପ୍ରତିଷେଧକ ଔଷଧ ଏବଂ ଗୃହପାଳିତ ପଶୁଙ୍କ ପାଇଁ ପର୍ଯ୍ୟାପ୍ତ ଗୋଖାଦ୍ୟ ଯୋଗାଇ ଦିଆଯାଉଛି। ଆଶ୍ରୟସ୍ଥଳୀକୁ ଆସୁଥିବା ନାଗରିକଙ୍କ ବାସଗୃହ ଓ ଧନସମ୍ପତ୍ତିର ସୁରକ୍ଷା ନିଶ୍ଚିତ କରିବା ପାଇଁ ପୋଲିସ ପକ୍ଷରୁ ରାତ୍ରିକାଳୀନ ପେଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବାସଗୃହ ଓ ଚାଷଜମି ପାଇଁ ପ୍ରଭାବିତ ଜନସାଧାରଣଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Previous Post

୬ ଜିଲ୍ଲାରେ ବନ୍ୟା ବିଭୀଷିକା

Next Post

ବନ୍ୟା ପରିସ୍ଥିତି ମୁକାବିଲାରେ ସରକାର 
ସମ୍ପୂର୍ଣ୍ଣ ବିଫଳ: ବିଜେଡି

Next Post
ବନ୍ୟା ପରିସ୍ଥିତି ମୁକାବିଲାରେ ସରକାର 
ସମ୍ପୂର୍ଣ୍ଣ ବିଫଳ: ବିଜେଡି

ବନ୍ୟା ପରିସ୍ଥିତି ମୁକାବିଲାରେ ସରକାର 
ସମ୍ପୂର୍ଣ୍ଣ ବିଫଳ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA