Monday, September 28, 2026 12:25 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୁରୀ ଜିଲ୍ଲା ଚାଷୀଙ୍କ ପାଇଁ ୩୩ କୋଟି କାଳିଆ ସହାୟତା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଉପକୃତ ହେବେ ୧,୬୫,୧୩୧ ଚାଷୀ

by Our Correspondent
03 Nov, 2021- 02:23 PM
in Latest News, News
1 min read
0
ପୁରୀ ଜିଲ୍ଲା ଚାଷୀଙ୍କ ପାଇଁ ୩୩ କୋଟି କାଳିଆ ସହାୟତା

ଭୁବନେଶ୍ୱର: ପୁରୀ ଜିଲ୍ଲାର ଚାଷୀମାନଙ୍କ ପାଇଁ ଆଜି କାଳିଆ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୧-୨୨ ରବି ଋତୁ ପାଇଁ ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୨ ହଜାର ଟଙ୍କା ଲେଖାଏଁ ସହାୟତା ପାଇବେ । ଏଥିପାଇଁ ୩୩.୦୩ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା ।

ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି ।

ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇପାରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Previous Post

ଜନଜାତି ଓ ସ୍ଥାୟୀ ବିକାଶ ଦିଗରେ କାର୍ଯ୍ୟ କରିବେ

Next Post

ବିଜେଡ଼ି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

Next Post
ବିଜେଡ଼ି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

ବିଜେଡ଼ି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA