Tuesday, April 21, 2026 03:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

by Our Correspondent
13 Aug, 2021- 04:24 PM
in Latest News, News
1 min read
0
ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

ଭୁବନେଶ୍ୱର: ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ।

କଂକ୍ରିଟ୍ ହୋଇନଥିବା ୧୫,୦୦୦ ଲୁମ୍ ପିଟ୍ କୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି ଲୁମ୍ ପିଟ୍ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ।

୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ହାଉସ୍ କମ ୱାର୍କ ସେଡ୍ ଯୋଗାଇ ଦିଆଯିବ । ଏ ପର୍ଯ୍ୟନ୍ତ ୧୧୬୯୫ ଟି ହାଉସ୍ କମ ୱାର୍କ ସେଡ୍  ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।

ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦିଆଯିବ। ପଞ୍ଚାୟତ ରାଜ ବିଭାଗ ର ଗାଇଡଲାଇନ୍ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ।

ବୁଣାକାର ମାନେ ଯେପରି ସୁବିଧା ରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି । ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – ସିଏଫସି, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।

ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି । କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ହ୍ରାସ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି ।

Previous Post

ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

Next Post

ଏସିଏଫ୍ ସୌମ୍ୟ ମୃତ୍ୟୁର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

Next Post
ଏସିଏଫ୍ ସୌମ୍ୟ ମୃତ୍ୟୁର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

ଏସିଏଫ୍ ସୌମ୍ୟ ମୃତ୍ୟୁର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA