Wednesday, March 11, 2026 09:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସ୍ଵଦେଶରେ ପ୍ରସ୍ତୁତ ସାମଗ୍ରୀ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ

by Our Correspondent
02 Oct, 2025- 11:56 PM
in Latest News, News
1 min read
0
ସ୍ଵଦେଶରେ ପ୍ରସ୍ତୁତ ସାମଗ୍ରୀ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ

ଭୁବନେଶ୍ୱର: ଆଜି ଗାନ୍ଧୀଜୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ । ଯଶସ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିନ ସେପ୍ଟେମ୍ବର 17 ରୁ ଆଜି ଯାଏ ଆମେ ପାଳୁଛୁ ସେବା ସପ୍ତାହ | ସେପ୍ଟେମ୍ବର 17 ରୁ ଅକ୍ଟୋବର 2 ଭିତରେ ଦେଶର ଆଉ ଜଣେ ଯୋଗଜନ୍ମା ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ ଜୀଙ୍କ ଜୟନ୍ତୀ ଆମେ 25 ତାରିଖରେ ପାଳନ କରିଛୁ । ଗାନ୍ଧୀଜୀ, ଶାସ୍ତ୍ରୀଜୀ ଏବଂ ଦିନଦୟାଲଜୀ ସଭିଙ୍କ ଚିନ୍ତାଧାରା ଗରିବ କଲ୍ୟାଣ ସମେତ ଆତ୍ମନିର୍ଭର ଭାରତର ସଠିକ ପଥ ପ୍ରଦର୍ଶକ ।

ଆଜି ଭଳି ପବିତ୍ର ଦିନରେ ସପରିବାର ଆସି ଆମ ରାଜ୍ୟର ବୁଣାକାରଙ୍କ ହାତ ତିଆରି ବସ୍ତ୍ର କିଣି ମୁଁ ଓ ମୋ ପରିବାର ଅତ୍ୟନ୍ତ ଆନନ୍ଦିତ ।

ଭାରତ ଆଜି ବିଶ୍ବର ଚତୁର୍ଥ ବୃହତ ଅର୍ଥନୀତି । ଦେଶ ସ୍ବାଧୀନତାର 100 ବର୍ଷ 2047 ସୁଦ୍ଧା ବିକଶିତ ଅର୍ଥନୀତି ହେବା ଲକ୍ଷ୍ୟରେ ଆମ ଦେଶ ଦ୍ରୁତ ଗତିରେ ଅଗ୍ରସର ।

ଆମେ ଓଡିଆମାନଙ୍କ ସଂକଳ୍ପ ଆମ ସ୍ୱତନ୍ତ୍ର ରାଜ୍ୟ ଗଠନର 100 ବର୍ଷ ପୂର୍ତି 2036 ସୁଦ୍ଧା ବିକଶିତ ଓଡିଶା ଗଠନ କରିବୁ । ବିକଶିତ ଭାରତ ଗଠନରେ ଆମ ଓଡ଼ିଶାର ପ୍ରମୁଖ ଯୋଗଦାନ ରହିବ । ଏଥ୍ ପାଇଁ ସାଢେ ଚାରିକୋଟି ଓଡି଼ଆଙ୍କୁ ସଂକଳ୍ପରୁ ସିଦ୍ଧି ଆଡକୁ ଆଗେଇବାକୁ ପଡିବ ।

ମୋର ମନେ ଅଛି ମୋଦୀଜୀ ତାଙ୍କର ପ୍ରଥମ ମନ କି ବାତ 2014 ଅକ୍ଟୋବର 3 ତାରିଖରେ କରିଥିଲେ ଏବଂ ତାହା ଥିଲା ପବିତ୍ର ବିଜୟା ଦଶମୀ । ତାଙ୍କ ପ୍ରଥମ ମନ କି ବାତ, ଗାନ୍ଧୀ ଜୟନ୍ତୀର ପରଦିନ ଦେଶବାସୀଙ୍କୁ ଖଦି ବସ୍ତ୍ର ପିନ୍ଧିବାର ଆହ୍ୱାନ ଦେଇଥିଲେ | 2014 ମସିହାରେ ମୋଦୀଜୀ ଖଦିକୁ ଏକ ବ୍ୟାପକ ଅର୍ଥରେ ବୁଝାଇବା ପାଇଁ ଚେଷ୍ଟା କରିଥିଲେ । ଖଦିର ବ୍ୟାପକ ଅର୍ଥ ସ୍ବଦେଶୀ । ଓ ଏହାର ପ୍ରକୃତ ବ୍ୟାଖ୍ୟା ହେଉଛି ଆତ୍ମନିର୍ଭର ଭାରତ । କୋଭିଡ ସମୟରେ ମୋଦୀଜୀ ସମୟର ବାଧ୍ୟବାଧକତା ମାଧ୍ୟମରେ ଭୋକାଲ ଫର ଲୋକାଲର ଆବଶ୍ୟକତାକୁ ଦେଶବାସୀଙ୍କୁ ସରଳ ଭାବେ ବୁଝାଇ ଥିଲେ ।

ଦେଶର ସୁନ୍ଦର ଭବିଷ୍ୟତ, ଖଦି, ସ୍ବଦେଶୀ, ଭୋକାଲ ଫର ଲୋକାଲ, ଆତ୍ମନିର୍ଭର ଭାରତ ଏବଂ ଏହାର ଅନ୍ତିମ ପର୍ଯ୍ୟାୟ ବିକଶିତ ଭାରତ । ବିକଶିତ ଭାରତର ଟାରିଫକୁ ଡର ରହିବ ନାହିଁ । ଟାରିଫକୁ ନେଇ କିଏ ଭୟ ଦେଖାଇ ପାରିବନି । ଆମ ଅର୍ଥନୀତି ହେବ ସ୍ବୟଂ ସମ୍ପୂର୍ଣ୍ଣ ।

ଆମ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଭୋକାଲ ଫର ଲୋକାଲ ଓ ସ୍ୱଦେଶୀର ଆଦ୍ୟ ପଥ ପ୍ରଦର୍ଶକ । ଆଜି ବି ଶ୍ରୀମନ୍ଦିରରେ ଆଳୁ ଓ ବିଲାତି ବାଈଗଣ ପଶିବା ନିଷେଧ । ମହାପ୍ରଭୁ ଓଡ଼ିଆ ଲୋକଙ୍କ ହାତବୁଣା ବସ୍ତ୍ର ଛଡା ଆଉ କିଛି ପିନ୍ଧନ୍ତି ନାହିଁ ।

ପ୍ରତୀକାତ୍ମକ ଭାବେ ମୁଁ ଆଜି ହସ୍ତତନ୍ତ ବସ୍ତ୍ର କିଣିଛି ସତ । କିନ୍ତୁ ଓଡିଶା ଓ ଦେଶବାସୀ ବିକଶିତ ଭାରତ ଗଠନ କରିବା ପାଇଁ ଭୋକାଲ ଫର ଲୋକାଲ ସ୍ଵଦେଶୀ ମନ୍ତ୍ରରେ ଅଭିମନ୍ତ୍ରୀତ ହେବା ପାଇଁ ଆହ୍ୱାନ କରୁଛି ।

Previous Post

‘ଏସଆଇ ପରୀକ୍ଷା ଜାଲିଆତିରେ ସରକାର ସଂପୃକ୍ତ’

Next Post

ସିବିଆଇ ତଦନ୍ତ ଦାବୀ କଲା ବିଜେଡି

Next Post

ସିବିଆଇ ତଦନ୍ତ ଦାବୀ କଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA