Saturday, April 25, 2026 11:20 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଡ୍ରାଇଭରଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୪ ଲକ୍ଷ

ଡ୍ରାଇଭର କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ସ୍ୱୀକୃତି

by Our Correspondent
12 Jun, 2023- 07:42 PM
in Latest News, News
1 min read
0
ଡ୍ରାଇଭରଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୪ ଲକ୍ଷ

ଭୁବନେଶ୍ୱର: ମୋଟରଯାନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ବୃହତ୍ତର ସ୍ୱାର୍ଥ ପାଇଁ ଉଦ୍ଦିଷ୍ଟ ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବାକୁ ଥିବା କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ୱୀକୃତି ପ୍ରଦାନ କରିଛନ୍ତି ।

ଏହି ଯୋଜନାରେ ମୋଟର ପରିବହନ ଡ୍ରାଇଭର ଏବଂ କର୍ମଚାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ ହେଲେ ମନୋନୀତ ବ୍ୟକ୍ତି(ପରିବାର)କୁ ୪ ଲକ୍ଷ ଟଙ୍କା ମିଳିବ । ଅତି ଗଭୀର ଆଘାତ କ୍ଷେତ୍ରରେ ୮୦ ହଜାର ଟଙ୍କା ସହାୟତା ଦିଆଯିବ । ସ୍ଥାୟୀ ଭାବରେ ଅକ୍ଷମ ହେଲେ ଦେଢ଼ ଲକ୍ଷ ମିଳିବ । ସାଧାରଣ ମୃତ୍ୟୁ ମାମଲାରେ ମନୋନୀତ ବ୍ୟକ୍ତିଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଏହାବାଦ୍ ଡ୍ରାଇଭର ଓ କର୍ମଚାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମଧୁ ବାବୁ ପେନସନ୍ ଯୋଜନା ଆଦିରେ ଯୋଗ୍ୟତା ଅନୁଯାୟୀ ଅନ୍ତର୍ଭୁକ୍ତ କରାଯିବ ।

ଏହି ଯୋଜନାରେ ୫ ଲକ୍ଷରୁ ଅଧିକ ମୋଟରଯାନ ଡ୍ରାଇଭର ଓ କର୍ମଚାରୀ ଉପକୃତ ହେବେ । ମୋଟରଯାନ ଡ୍ରାଇଭର ଓ କର୍ମଚାରୀ ସଂଘ ପକ୍ଷରୁ ଏହି ନିଷ୍ପତ୍ତିକୁ ସ୍ୱାଗତ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ।

ସୂଚନାଯୋଗ୍ୟ, ଏଥି ନିମନ୍ତେ ଗଠିତ ହେବାକୁ ଥିବା କଲ୍ୟାଣ ବୋର୍ଡରେ ସରକାରୀ ସଦସ୍ୟଙ୍କ ସହିତ ମୋଟର ପରିବହନ ଡ୍ରାଇଭର ଓ କର୍ମଚାରୀମାନଙ୍କର ପ୍ରତିନିଧି ମଧ୍ୟ ସଦସ୍ୟ ରହିବେ । ବୋର୍ଡର କ୍ଷମତା ଏବଂ କାର୍ଯ୍ୟଗୁଡ଼ିକ ଏହି ଯୋଜନାରେ ଉଲ୍ଲେଖ କରାଯାଇଛି ।

 

 

 

Previous Post

ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ନେଲେ ଅତନୁ

Next Post

ଦୁଇଦିନିଆ ଭଦ୍ରକ ଗସ୍ତ ସାରିଲେ ପାଣ୍ଡିଆନ୍

Next Post
ଦୁଇଦିନିଆ ଭଦ୍ରକ ଗସ୍ତ ସାରିଲେ ପାଣ୍ଡିଆନ୍

ଦୁଇଦିନିଆ ଭଦ୍ରକ ଗସ୍ତ ସାରିଲେ ପାଣ୍ଡିଆନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA