Monday, June 29, 2026 11:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଅପରିବର୍ତ୍ତିତ

ଏମସ୍ ,ଏସସିବି ଡାକ୍ତରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

by Our Correspondent
11 May, 2021- 10:23 PM
in Latest News, News
1 min read
0
ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଅପରିବର୍ତ୍ତିତ

ଭୁବନେଶ୍ୱର: ଗତ ୧୬ ଦିନ ଧରି ଏମସ୍ ଆଇସିୟୁରେ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ବି ଗୁରୁତର ଅଛି । ତାଙ୍କର କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଥିଲେ ମଧ୍ୟ ସଂକ୍ରମଣରୁ ମୁକ୍ତ ହୋଇନାହାନ୍ତି । ଫୁସଫୁସ୍ ସଂକ୍ରମଣ ଯୋଗୁଁ ତାଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ଭେଣ୍ଟିଲେଟରରେ ଅଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏମସ ଓ ଏସସିବି ଡାକ୍ତରଙ୍କ ସହ ଶ୍ରୀ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ଆଲୋଚନା କାଳରେ ଡାକ୍ତରମାନେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ତଥ୍ୟ ଅବଗତ କରାଇଥିଲେ । ତାଙ୍କୁ ଆରୋଗ୍ୟ କରିବା ପାଇଁ ଯଥାସାଧ୍ୟ ଉଦ୍ୟମ କରାଯାଉଥିବା ଡାକ୍ତରମାନେ ଜଣାଇଥିଲେ ।

ସୂଚନାଥାଉକି ଶ୍ରୀ ନାୟକଙ୍କ ଚିକିତ୍ସା ପାଇଁ ଏମସ ଓ ଏସସିବିର ଏକ ଡାକ୍ତରୀ ଦଳ ନିୟୋଜିତ ହୋଇଛନ୍ତି ।

ଶ୍ରୀ ନାୟକଙ୍କ ଚିକିତ୍ସାରେ ବିଶେଷକରି କ୍ରିଟିକାଲ୍ ଔଷଧ ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ସହଯୋଗ ପାଇଁ ଏମସ୍ ନିଦେ୍ର୍ଦଶିକା ଡାକ୍ତର ଗୀତାଞ୍ଜଳି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଅନ୍ୟପକ୍ଷରେ ଡାକ୍ତରମାନଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ଶ୍ରୀ ନାୟକଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଅନୁରୋଧ କରିଥିଲେ । ଏଥିପାଇଁ ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Previous Post

ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ

Next Post

ପ୍ରେମଚନ୍ଦ୍ର ହଟିଲେ; ସଞ୍ଜୟ ସିଂହ ବିଏମସି କମିଶନର

Next Post
ପ୍ରେମଚନ୍ଦ୍ର ହଟିଲେ; ସଞ୍ଜୟ ସିଂହ ବିଏମସି କମିଶନର

ପ୍ରେମଚନ୍ଦ୍ର ହଟିଲେ; ସଞ୍ଜୟ ସିଂହ ବିଏମସି କମିଶନର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA