Saturday, April 25, 2026 07:57 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଫୁଲବାଣୀରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳର ୬.୫୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା

by Our Correspondent
22 Nov, 2021- 04:05 PM
in Latest News, News
1 min read
0
ଫୁଲବାଣୀରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଫୁଲବାଣୀ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ଯୋଜନାରେ ସାମିଲ ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀରେ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ । ଏହା ସହିତ ରାଜ୍ୟର ୧୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କନ୍ଧମାଳ ହେଉଛି ସୁନାର ଭୂମି । ଜୈବିକ ଫସଲ ବିଶେଷ କରି କନ୍ଧମାଳ ହଳଦୀ ଆଜି ସାରା ଦେଶରେ ଏକ ଲୋକପ୍ରିୟ ବ୍ରାଣ୍ଡ ଭାବରେ ପ୍ରତିଷ୍ଠା ଲାଭ କରିଛି । ଜୈବିକ ଫସଲ ପାଇଁ ଏବେ ଆଗ୍ରହ ବଢୁ ଥିବାରି ଏ କ୍ଷେତ୍ରରେ କନ୍ଧମାଳର ବହୁତ ସୁଯୋଗ ରହିଛି । ସେହିପରି ଇକୋ ଟୁରିଜିମ୍ ପାଇଁ ମଧ୍ୟ କନ୍ଧମାଳ ସାରା ଦେଶର ପର୍ଯ୍ୟଟକ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର। ଏ ଦୁଇ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଇ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଜିଲ୍ଲାରେ ଭିତ୍ତିଭୂମି ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, କନ୍ଧମାଳରେ ୫୦୦ ଶଯ୍ୟା ବିଶିଷ୍ଟ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ୍ ପାଇଁ ୫୦୪ କୋଟି ଖର୍ଚ୍ଚ ହେବ । ଏଥିରେ ବର୍ଷକୁ ୧୦୦ ଜଣ ପିଲା ଡାକ୍ତରୀ ପାଠ ପଢ଼ିପାରିବେ । ମେଡ଼ିକାଲ୍ କଲେଜ ନିର୍ମାଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ । ଜିଲ୍ଲାରେ ବିଜୁ ସେତୁ ଯୋଜନାରେ ୧୨୦ କୋଟି ଟଙ୍କା ବିନିଯୋଗରେ ୬୯ ଗ୍ରାମ ପଞ୍ଚାୟତରେ ଯୋଗାଯୋଗର ଉନ୍ନତି କରାଯାଇଛି । ଏହାଦ୍ୱାରା ଜିଲ୍ଲାର ୨ ଲକ୍ଷ ଲୋକ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ବାଲିଗୁଡାରେ ନିର୍ମାଣାଧୀନ ୨୨୦/୩୩ କେଭି ଗ୍ରୀଡ୍ ଷ୍ଟେସନ୍ ଖୁବ୍‌ ଶିଘ୍ର ଶେଷ ହେବ। ଏଥିରେ କେ. ନୂଆଗାଁ, ତୁମୁଡିବନ୍ଧ, କୋଟଗଡ, ଦାରିଙ୍ଗିବାଡି ଓ ବାଲିଗୁଡା ବ୍ଲକର ୭୦ ହଜାର ପରିବାର ଉପକାର ପାଇବେ। ଏହାଦାରା ପାଇପ ପାଣି ଯୋଗାଣରେ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ ଜେନା,  ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଶ୍ରୀମତୀ ପଦ୍ମିନୀ ଦିଆନ, ସାଂସଦ ଡ. ଅଚ୍ୟୁତାନନ୍ଦ ସାମନ୍ତ ଓ ବିଧାୟକ ଅଙ୍ଗଦ କହଁର ପ୍ରମୁଖ ଯୋଗଦେଇଥିଲେ ।

 

Previous Post

କାହାର କେତେ ଦମ୍ ?

Next Post

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମହାଯଜ୍ଞ

Next Post
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମହାଯଜ୍ଞ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମହାଯଜ୍ଞ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA