Friday, October 2, 2026 12:32 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୁରୁଣା ଭୁବନେଶ୍ୱରରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ସୁବିଧା

ଏକାମ୍ର ଅଞ୍ଚଳର ବିକାଶ ପାଇଁ ୧୦୩ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

by Our Correspondent
28 Dec, 2021- 03:49 PM
in Latest News, News
1 min read
0
ପୁରୁଣା ଭୁବନେଶ୍ୱରରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ସୁବିଧା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଫୋକସ୍ ରେ ଭୁବନେଶ୍ୱର ଏକାମ୍ର ଅଞ୍ଚଳ । ପୁରୀ ପରେ ପୁରୁଣା ଭୁବନେଶ୍ୱରବାସୀ ପାଇବେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ସୁବିଧା । ସର୍ବୋପରି ଏହି ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୦୩ କୋଟି ଟଙ୍କାର ୧୩ ଟି ପ୍ରକଳ୍ପ ଭେଟି ଦେଇଛନ୍ତି ।

ଶୁଭାରମ୍ଭ ହୋଇଥିବା ପ୍ରକଳ୍ପ ମଧ୍ୟରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ ଛଡ଼ା ରହିଛି ଧଉଳି ଶାନ୍ତିସ୍ତୁପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ଏବଂ କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ପ୍ରକଳ୍ପ ।

ଭିଡ଼ିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପଗୁଡ଼ିକର ଶୁଭାରମ୍ଭ କରିବା ସହ ପୁରୁଣା ଭୁବନେଶ୍ୱରବାସୀଙ୍କ ସହ ଯୋଡି ହୋଇଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ କହିଥିଲେ ଯେ ବିକାଶ ଓ କଲ୍ୟାଣ ସରକାରଙ୍କ ମୁଖ୍ୟ ପରିଚୟ । ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢ଼ି ତୋଳିବା ପାଇଁ ଜନସାଧାରଣଙ୍କ ସହଯୋଗରେ ଏକାମ୍ର ଯୋଜନା ଆରମ୍ଭ କରାଯାଇଛି । ଏହା ସମ୍ପୂର୍ଣ୍ଣ ହେଲେ ଭୁବନେଶ୍ୱରର ଗାରିମା ଆହୁରି ବୃଦ୍ଧି ପାଇବ । ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ ଯୋଗେ ପୁରୀ ଜନସାଧାରଣ ସମ୍ପୂର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମନ ପୁରୁଣା ଭୁବନେଶ୍ୱର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ ।

କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଜଳସେଚନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାର ବିକାଶ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି ଓ ଯୋଜନା କରାଯାଇଛି, ତାକୁ ଆନ୍ତର୍ଜାତିକ ସ୍ତରର ସ୍ୱୀକୃତି ମିଳିଛି ବୋଲି ସେମାନେ କହିଥିଲେ ।

ଆରମ୍ଭ ହୋଇଥିବା ଅନ୍ୟ ପ୍ରକଳ୍ପ ଗୁଡିକ ହେଉଛି – ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ୱରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ , ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ ।

ଏହି କାର୍ଯ୍ୟକ୍ରମରେ ବି.ଏମ.ସି କମିଶନର ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।

Previous Post

ଓମିକ୍ରନ୍ ଚିନ୍ତା: ପ୍ରଶାସନକୁ ସଜାଗ କଲେ ମୁଖ୍ୟମନ୍ତ୍ରୀ

Next Post

ଓମିକ୍ରନ୍ ଆତଙ୍କ ବେଳେ ପିଲାଙ୍କ ସ୍କୁଲ

Next Post
ଓମିକ୍ରନ୍ ଆତଙ୍କ ବେଳେ ପିଲାଙ୍କ ସ୍କୁଲ

ଓମିକ୍ରନ୍ ଆତଙ୍କ ବେଳେ ପିଲାଙ୍କ ସ୍କୁଲ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA