Thursday, May 21, 2026 09:52 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ

ଭଉଣୀର କଙ୍କାଳ ଜିତୁ ମୁଣ୍ଡା ବୋହିବା ଘଟଣା

by Our Correspondent
28 Apr, 2026- 11:20 PM
in Latest News, News
1 min read
0
ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ଜିତୁ ମୁଣ୍ଡା ତାଙ୍କ ମୃତ ଭଉଣୀର କଙ୍କାଳକୁ ବ୍ୟାଙ୍କ ପ୍ରମାଣପତ୍ର କରିଥିବା ଘଟଣା ୩୦ ଘଣ୍ଟା ପରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନଜରକୁ ଆସିଛି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଭାବେ ବ୍ୟଥିତ ହୋଇଛନ୍ତି, ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଜିତୁଙ୍କ ସମସ୍ୟାର ସମାଧାନ ମଧ୍ୟ ହୋଇଯାଇଛି । ଜିଲ୍ଲା ରେଡ୍ କ୍ରସ୍ ପାଣ୍ଠିରୁ ତାଙ୍କୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା ବେଳେ ଭଉଣୀର ମୃତ୍ୟୁ ପ୍ରମାଣପତ୍ର ଓ ଉତ୍ତରାଧିକାରୀ ପ୍ରମାଣପତ୍ର ତୁରନ୍ତ ପ୍ରଦାନ କରାଯାଇଛି । ଏଥିସହ ଭଉଣୀ ଆକାଉଣ୍ଟରେ ଥିବା ୧୯ ହଜାର ୩୦୦ ଟଙ୍କା ତାଙ୍କୁ ଅବିଳମ୍ବେ ପ୍ରଦାନ କରାଯାଇଛି । ବ୍ୟାଙ୍କ ଅଧିକାରୀମାନେ ତାଙ୍କ ଘରକୁ ଆସି ତାଙ୍କର ପ୍ରାପ୍ୟ ଟଙ୍କା ଦେଇ ଯାଇଛନ୍ତି ।

ଏଭଳି ଘଟଣା କାହିଁକି ଘଟିଲା ଏବଂ ଏହାର ଯେପରି ପୁନରାବୃତ୍ତି ନ ହେବ, ସେଥିପ୍ରତି ମୁଖ୍ୟମନ୍ତ୍ରୀ ଦୃଷ୍ଟି ଦେଇଛନ୍ତି । ଏହି ଘଟଣାର ଆରଡିସି ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମ୍ପୂର୍ଣ୍ଣ ତଦନ୍ତ କରି ତୁରନ୍ତ ରିପୋର୍ଟ ଦେବାକୁ କୁହାଯାଇଛି । ଉତ୍ତରାଞ୍ଚଳ ଆରଡିସି ଆସନ୍ତାକାଲିଠାରୁ ତଦନ୍ତ ଆରମ୍ଭ କରିବେ ବୋଲି ଜଣାପଡ଼ିଛି ।

ସୂଚନାଥାଉକି, ଘଟଣାର ୨୪ ଘଣ୍ଟା ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଘଟଣା ଉପରେ ମୁହଁ ଖୋଲି ନ ଥିଲେ କି ତାଙ୍କ ମୁହଁରୁ ଆହା ପଦେ ବାହାରି ନ ଥିଲା । ସେହି ଜିଲ୍ଲାରୁ ପ୍ରତିନିଧିତ୍ୱ କରୁଥିବା ମୁଖ୍ୟମନ୍ତ୍ରୀ ଆଜି ଦିନ ତମାମ ଜିଲ୍ଲାରେ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଜିତୁ ମୁଣ୍ଡା ଖବର ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା ବେଳେ ମୁଖ୍ୟମନ୍ତ୍ରୀଙ୍କ ନିରବତା ସମସ୍ତଙ୍କୁ ଚକିତ କରିଛି । ଗଣମାଧ୍ୟମରେ ଏହି ଖବରର ଝଡ଼ ବୋହୁଥିଲା ବେଳେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ଆଡମ୍ବରପୂର୍ଣ୍ଣ ବିଭିନ୍ନ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରିଥିଲେ । ନିଜ ଜିଲ୍ଲାର ନିଜ ସମ୍ପ୍ରଦାୟର ଜଣେ ନିରୀହ ବ୍ୟକ୍ତିଙ୍କ ଅସହାୟତା ମୁଖ୍ୟମନ୍ତ୍ରୀଙ୍କୁ ବିଚଳିତ କରି ନ ଥିବାରୁ ଆମେ ମଧ୍ୟ ସମାଲୋଚନା କରିଥିଲୁ ।

Previous Post

ମୋହନ ମାଝୀ ନିରବ କାହିଁକି?

Next Post

୧୦ବର୍ଷ ଧରି ଶଯ୍ୟାଶାୟୀ ଥିଲେ, ଏବେ ଚାଲବୁଲ କରୁଛନ୍ତି

Next Post
୧୦ବର୍ଷ ଧରି ଶଯ୍ୟାଶାୟୀ ଥିଲେ, ଏବେ ଚାଲବୁଲ କରୁଛନ୍ତି

୧୦ବର୍ଷ ଧରି ଶଯ୍ୟାଶାୟୀ ଥିଲେ, ଏବେ ଚାଲବୁଲ କରୁଛନ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA