Sunday, March 29, 2026 07:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ

ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥ

by Our Correspondent
30 Sep, 2023- 09:24 PM
in Latest News, News
1 min read
0
ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ।

ସୂଚନାଯୋଗ୍ୟ ଯେ ଗତ କିଛି ବର୍ଷ ମଧ୍ୟରେ ସାରା ଦେଶ ଓ ରାଜ୍ୟରେ ସାଇବର ଅପରାଧର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି । ସଚେତନତା ଓ ସତର୍କତା ଏହାକୁ ରୋକିବାର ଏକ ପ୍ରମୁଖ ଉପାୟ । ତେଣୁ ସାରା ରାଜ୍ୟରେ ସବୁ ସ୍ତରରେ ଏ ସଂପର୍କରେ ସଚେତନତା ଆଣିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ଆହ୍ୱାନ ଦେଇଛନ୍ତି ।

ଏହି ଅବସରରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବରର ଦୁଇ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଡିଜିପି ସୁନିଲ କୁମାର ବଂଶଲ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏହି ଅଭିଯାନରେ ଜିଲ୍ଲା ପ୍ରଶାସନ ତରଫରୁ ସାଇବର ସୁରକ୍ଷା ରଥକୁ (cyber safety awareness Rath) ସ୍ୱାଗତ କରାଯିବ। ପ୍ରତିଦିନ ଅତି କମ୍ ରେ ଦୁଇଟି ଶିକ୍ଷାନୁଷ୍ଠାନରେ ସଚେତନତା କାର୍ଯ୍ୟକ୍ରମ କରାଯିବ। ଏହାସହ ବ୍ଲକ୍‌ ଓ ପୋଲିସ ଷ୍ଟେସନ ଅଞ୍ଚଳରେ ଥିବା ବିଭିନ୍ନ ଜନଗହଳି ସ୍ଥାନଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସ୍କୁଲ ଓ କଲେଜ ଗୁଡିକରେ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗୀତା କରାଯିବ।

ଅକ୍ଟୋବର ୮ ତାରିଖ ସକାଳେ ବିଭିନ୍ନ ସହରାଞ୍ଚଳରେ Mini Marathon ଆୟୋଜନ କରାଯିବ। ୧୪ ତାରିଖ ଦିନ ବରିଷ୍ଠ ନାଗରିକ ମାନଙ୍କୁ ସଚେତନ କରିବାକୁ evening walk କାର୍ଯ୍ୟକ୍ରମ ଆୟୋଜନ କରାଯିବ। ୧୫ ତାରିଖ ରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ସହିତ ପଦ୍ମ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଗଣ, ସ୍ୱାଧୀନତା ସଂଗ୍ରାମୀ ମାନେ ଉପସ୍ଥିତ ରହିବେ।

ଏହି ଅଭିଯାନରେ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ସଦସ୍ୟ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପଞ୍ଚାୟିତରାଜ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରି ସହଯୋଗ କରିବେ।

Previous Post

ମହିଳାଙ୍କୁ କ’ଣ ଏମିତି ସମ୍ମାନ?

Next Post

ରାଚେଲ୍‍ ରୁଟୋଙ୍କୁ ଦ୍ୱାଦଶ ‘କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ’

Next Post
ରାଚେଲ୍‍ ରୁଟୋଙ୍କୁ ଦ୍ୱାଦଶ ‘କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ’

ରାଚେଲ୍‍ ରୁଟୋଙ୍କୁ ଦ୍ୱାଦଶ ‘କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ’

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19176 shares
    Share 7670 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA