Saturday, July 4, 2026 10:46 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଗଡ଼ିଲା ୧୧୦ ନୂଆ ସରକାରୀ ବସ୍

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ କାର୍ଯ୍ୟକ୍ରମ

by Our Correspondent
03 Sep, 2021- 08:18 PM
in Latest News, News
1 min read
0
ଗଡ଼ିଲା ୧୧୦ ନୂଆ ସରକାରୀ ବସ୍

ଭୁବନେଶ୍ୱର:  ଆଜି ଭୁବନେଶ୍ବର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ଗଡ଼ିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯାତ୍ରାର ଶୁଭାରମ୍ଭ କରିଛନ୍ତି । ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସଂଯୁକ୍ତ କରାଯାଇଛି । ସୁରକ୍ଷା ପାଇଁ ସି.ସି ଟିଭି କ୍ୟାମେରା, ଆରାମଦାୟକ ସିଟ୍, ଆପାତ୍ତକାଳୀନ ବଟନ୍, ଭେଇକିଲ୍ ଟ୍ରାକିଂ ସିଷ୍ଟମ୍, ଅଗ୍ନି ନିର୍ବାପକ ବ୍ୟବସ୍ଥା, ବସ୍‌ ମଧ୍ୟରେ ଯାତ୍ରୀ ମାନଙ୍କୁ ବିଭିନ୍ନ ସୂଚନା ପ୍ରଦାନ ନିମନ୍ତେ system ITMS ଭଳି ବିଭିନ୍ନ ବୈଷୟିକ ଜ୍ଞାନକୌଶଳଯୁକ୍ତ ସୁବିଧା ରହିଛି । ଏହି ବସ୍‌ ଗୁଡିକ ଆନ୍ତଃରାଜ୍ୟ ବସ୍‌ ପରିବହନରେ ମଧ୍ୟ ନିୟୋଜିତ ହେବ।

ସୂଚନାଯୋଗ୍ୟ ଯେ ନିଗମ ପକ୍ଷରୁ ଚଳାଚଳ କରିବାକୁ ଥିବା ୧୮୦ଟି ନୂଆ ବସ୍‌ ମଧ୍ୟରୁ ଆଜି ୧୧୦ଟିର ଶୁଭାରମ୍ଭ ହୋଇଥିବା ବେଳେ, ଆଉ ୭୦ଟି ବସ୍‌ ଖୁବଶୀଘ୍ର ଚଳାଚଳ କରିବ ।

ବର୍ତ୍ତମାନ ଓ.ଏସ୍.ଆଇ.ଟି.ସି ପକ୍ଷରୁ ୨୮ଟି ଜିଲ୍ଲାରେ ତଥା ୪୩ଟି ଆନ୍ତଃରାଜ୍ୟ ମାର୍ଗରେ ୩୯୮ଟି ବସ୍‌ ଆନ୍ଧ୍ରପ୍ରଦେଶ, ପଶ୍ଚିମବଂଗ, ଝାରଖଣ୍ଡ ଓ ଛତିଶଗଡକୁ ସଂଯୋଗ କରୁଛି । ଆଜି ଯାତ୍ରା ଆରମ୍ଭ କରିଥିବା ୧୧୦ଟି ବସ୍‌ ଗୁଡିକ ଭଲ୍‌ବୋ, AC Uttra Delux, Non-AC Delux ତଥା Non-AC High Comfort bus ଅନ୍ତର୍ଭୁକ୍ତ ।

ପରେ ମୁଖ୍ୟମନ୍ତ୍ରୀ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ନିକଟରେ ଓଟିଡିସି ପକ୍ଷରୁ ନିର୍ମିତ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭ ଉଦ୍‌ଘାଟନ କରିଥିଲେ। ଓଟିଡିସିର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଉଦ୍‌ଘାଟିତ ଏହି ରେଷ୍ଟୁରାଣ୍ଟରେ ଖାଣ୍ଟି ଓଡିଆ ବ୍ୟଞ୍ଜନ ଉପଲବ୍‌ଧ ହେବ । ଓଡିଆ ଖାଦ୍ୟକୁ ଲୋକପ୍ରିୟ କରି ବ୍ୟଞ୍ଜନ ପର୍ଯ୍ୟଟନର ବିକାଶରେ ଏହା ସହାୟକ ହେବ। ଓଟିଡିସିର ନିମନ୍ତ୍ରଣ ରେଷ୍ଟୁରାଣ୍ଟ ଶୃଙ୍ଖଳରେ ଏହା ହେଉଛି ପ୍ରଥମ ଓ ପରବର୍ତ୍ତୀ ପର୍ଯ୍ୟାୟରେ ପୁରୀ ଓ ସମ୍ବଲପୁରରେ ମଧ୍ୟ ଏଭଳି ରେଷ୍ଟୁରାଣ୍ଟ ଖୋଲାଯିବ ବୋଲି ସୂଚନା ଦିଆଯାଇଥିଲା ।

ମୁଖ୍ୟମନ୍ତ୍ରୀ ପଟିଆ ଯାଇ ପଟିଆ ଓ ଭଗବାନପୁର ଠାରେ ମୋ ବସ୍‌ର ଦୁଇଟି ଡିପୋ ଉଦ୍‌ଘାଟନ କରିଥିଲେ । ଏହି ଅତ୍ୟାଧୁନିକ ଡିପୋ ଦୁଇଟିରେ ମେସିନ୍‌ ଜରିଆରେ ବସ୍ ପରିଷ୍କାର କରିବା ସହିତ ବସ୍ ଗୁଡିକରେ ତେଲ ପକାଇବାର ସୁବିଧା ମଧ୍ୟ କରାଯାଇଛି।

ପରେ ମୁଖ୍ୟମନ୍ତ୍ରୀ ପୋଖରୀପୁଟ ଠାରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ନବନିର୍ମିତ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିଥିଲେ । ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରତିଷ୍ଠାନରେ ସମସ୍ତ ପ୍ରକାର ଅକ୍ଷମତାର ପରୀକ୍ଷା, ଚିକିତ୍ସା, ଗତିଶୀଳତାର ତାଲିମ, ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା, ଚିତ୍ରକଳା, ନୃତ୍ୟଗୀତ ତାଲିମ ତଥା ବୃତ୍ତିଗତ ଶିକ୍ଷା ଓ ବିଭିନ୍ନ ପ୍ରକାର ପରାମର୍ଶ ର ବନ୍ଦୋବସ୍ତ କରାଯାଇଛି । ଏହି ପ୍ରତିଷ୍ଠାନରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ୧୦୦ ଜଣ ଭିନ୍ନକ୍ଷମ ପିଲାଙ୍କର ରହଣୀର ସୁବନ୍ଦୋବସ୍ତ କରାଯାଇଛି । ଏଠାରେ ପିଲାମାନଙ୍କର ଅଭିଭାବକ ମଧ୍ୟ ପିଲାମାନଙ୍କ ସହିତ ରହି ଚିକିତ୍ସା କରାଇ ପାରିବେ । ଏହି କେନ୍ଦ୍ରରେ ଉନ୍ନତମାନର ଯନ୍ତ୍ରପାତିର ସୁବିଧା ମଧ୍ୟ କରାଯାଇଛି ।

ଏହିସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମନାଭ ବେହେରା, ପ୍ରତାପ ଜେନା, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ ।

Previous Post

ଦୂତି ଚାନ୍ଦଙ୍କୁ ବ୍ଲାକମେଲିଂ: ପୁଲିସ ହେପାଜତରେ ୱେବ୍ ଚାନେଲ ସମ୍ପାଦକ

Next Post

ସ୍ୱର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ

Next Post
ସ୍ୱର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ

ସ୍ୱର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA