Wednesday, June 24, 2026 11:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୁଞ୍ଜି ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

'୫ ବର୍ଷରେ ୫ ଲକ୍ଷ କୋଟିର ପୁଞ୍ଜି ଆଣିବୁ'

by Our Correspondent
02 Oct, 2024- 09:28 PM
in Latest News, News
1 min read
0
ପୁଞ୍ଜି ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସଂଧ୍ୟାରେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଓଡ଼ିଶାକୁ ବଡ଼ ସଂଖ୍ୟାରେ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ତାଙ୍କର ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ । ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପୁଞ୍ଜି ନିବେଶକାରୀଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବା ସହ ଆସନ୍ତା ଜାନୁଆରୀ ୨୮ ଓ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ଉତ୍କର୍ଷ ଓଡ଼ିଶା(ମେକ୍ ଇନ୍ ଓଡ଼ିଶା ୨୦୨୫) କନକ୍ଲେଭ୍ ରେ ଯୋଗଦେବାକୁ ଆମନ୍ତ୍ରଣ କରିବେ ।

ଆଜି ଦିଲ୍ଲୀ ଯିବା ପୂର୍ବରୁ ଭୁବନେଶ୍ୱର ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ବିସ୍ତୃତ ଭାବେ ତାଙ୍କ ଗସ୍ତର ଉଦ୍ଦେଶ୍ୟ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁଇ ଦିନିଆ ଦିଲ୍ଲୀ ଗସ୍ତ ସମୟରେ ଫୁଡ୍ ପ୍ରସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ପ୍ରାଥମିକତାର ସହ ବିଭିନ୍ନ ପୁଞ୍ଜି ନିବେଶକାରୀଙ୍କ ସହ ଆଲୋଚନା ହେବ । ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକରାତ୍ମକ ଇକୋ ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବି ।

ଖୁସିର କଥା, ଗତ ୧୦୦ ଦିନରେ ୪୫ ହଜାର କୋଟିର ପୁଞ୍ଜି ଓଡ଼ିଶାକୁ ଆସିସାରିଛି । ଆଗାମୀ ୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଆମର ଲକ୍ଷ୍ୟ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଓଡ଼ିଶାକୁ ଦ୍ରୁତ ଶିଳ୍ପାୟନର ପଥରେ ଆଗେଇ ନେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଏବଂ ବିଭାଗୀୟ ଅଧିକାରୀମାନେ ଦିଲ୍ଲୀ ଯାଇଛନ୍ତି ।

Previous Post

ଗାନ୍ଧିଜୀଙ୍କ ପାଇଁ ଓଡିଶା ଥିଲା ‘ପ୍ରେମର ଭୂମି’: ମୁଖ୍ୟମନ୍ତ୍ରୀ

Next Post

ଜୋସ୍ କୁ ଫେରିଲେ ବବି ଦାସ

Next Post
ଜୋସ୍ କୁ ଫେରିଲେ ବବି ଦାସ

ଜୋସ୍ କୁ ଫେରିଲେ ବବି ଦାସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA