Saturday, April 25, 2026 07:38 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କୋରାପୁଟ, ମାଲକାନଗିରିରେ ବର୍ଷା ବିତ୍ପାତ

ମୁଖ୍ୟମନ୍ତ୍ରୀ-ରାଜସ୍ୱମନ୍ତ୍ରୀ ଆଲୋଚନା

by Our Correspondent
09 Sep, 2024- 07:37 PM
in Latest News
1 min read
0
କୋରାପୁଟ, ମାଲକାନଗିରିରେ ବର୍ଷା ବିତ୍ପାତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ ।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି । ଏହି ସମସ୍ୟାର ସମାଧାନ ପାଇଁ ଏସ୍‌ଆର୍‌ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ । ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି ।

Previous Post

ଇଏ ରିବନ କଟା ସରକାର: ବିଜେଡିି

Next Post

ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ : ବିଶେଷଜ୍ଞ

Next Post
ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ : ବିଶେଷଜ୍ଞ

ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ : ବିଶେଷଜ୍ଞ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA