Tuesday, June 30, 2026 02:38 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ଦାନା’ ଗଲା ପରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

'ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ଵ'

by Our Correspondent
26 Oct, 2024- 09:53 PM
in Latest News, News
1 min read
0
‘ଦାନା’ ଗଲା ପରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ଵର
୨୬ ଅକ୍ଟୋବର ୨୦୨୪

ଜୟ ଜଗନ୍ନାଥ
ସମସ୍ତଙ୍କୁ ମୋର ନମସ୍କାର ।

ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ ବିପତ୍ତି ହଟି ଗଲା I

ବାତ୍ୟା ‘ଦାନା’, ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ I ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ସାଂସଦ, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜ୍ଞାପନ କରୁଅଛି ।

ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ, ସମସ୍ତେ ଦିନ ରାତି ଏକ କରିଦେଇଥିଲେ ।

ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଅଛି ।

ଏ ସରକାର ଆପଣ ମାନଙ୍କର ( ଜନସାଧାରଣଙ୍କର), ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ଵ ।

ଶାନ୍ତି ଶୃଙ୍ଖଳା, ଏବଂ ଧୈର୍ଯ୍ୟର ସହିତ, ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର ।

ସମଗ୍ର ଓଡିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି ।

ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ ।

ନମସ୍କାର,

ବନ୍ଦେ ଉତ୍କଳ ଜନନୀ I

Previous Post

‘ଜିରୋ କାଜୁଆଲିଟି ନୁହେଁ, ଚାରି କାଜୁଆଲିଟି’

Next Post

ସମ୍ ହସ୍ପିଟାଲରେ ମଲିକ୍ୟୁଲାର ପରୀକ୍ଷଣ ଏବଂ ଜେନୋମିକ୍ସକୁ ନେଇ ସିଏମ୍ଇ

Next Post
ସମ୍ ହସ୍ପିଟାଲରେ ମଲିକ୍ୟୁଲାର ପରୀକ୍ଷଣ ଏବଂ ଜେନୋମିକ୍ସକୁ ନେଇ ସିଏମ୍ଇ

ସମ୍ ହସ୍ପିଟାଲରେ ମଲିକ୍ୟୁଲାର ପରୀକ୍ଷଣ ଏବଂ ଜେନୋମିକ୍ସକୁ ନେଇ ସିଏମ୍ଇ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA