Friday, May 8, 2026 06:06 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଲୋକାଭିମୁଖୀ, ବିକାଶମୁଖୀ ବଜେଟ୍: ମୋହନ

by Our Correspondent
01 Feb, 2025- 08:40 PM
in Latest News, News
1 min read
0
ଲୋକାଭିମୁଖୀ, ବିକାଶମୁଖୀ ବଜେଟ୍: ମୋହନ

ଭୁୁବନେଶ୍ୱର: କେନ୍ଦ୍ର ବଜେଟ୍ ଉପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା..

ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଦିଗ୍‍ଦର୍ଶନରେ ମାନ୍ୟବର କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଲା ସୀତାରମନଜୀ ଆଜି ଲୋକସଭାରେ ଏକ ଐତିହାସିକ ବଜେଟ ଆର୍ଥିକ ବର୍ଷ 2025-26 ପାଇଁ ଆଗତ କରିଛନ୍ତି । ଏଥର ବଜେଟର ଆକାର ରେକର୍ଡ 50 ଲକ୍ଷ 65 ହାଜର କୋଟି ଟଙ୍କା ଯାହା ଦେଶର ପ୍ରଗତି ଏବଂ ବିକାଶକୁ ଏକ ନୂତନ ଦିଶା ପ୍ରଦାନ କରିବ । ସାମଗ୍ରିକ ଭାବେ ଚଳିତ ବଜେଟ ସମାଜର ପ୍ରତ୍ୟେକ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ । ଚାଷୀ, ଦିନ ମଜୁରିଆ, ମଧ୍ୟମ ବର୍ଗ, ଚାକିରିଆ, ମହିଳା, ଯୁବ, ଛାତ୍ର ସମସ୍ତଙ୍କ ପାଇଁ ଏହି ବଜେଟରେ କିଛି ନା କିଛି ଭଲ ଖବର ଅଛି।

ମଧ୍ୟବିତ୍ତ ପରିବାରଙ୍କ ଆଶା ଆକାଂକ୍ଷାକୁ କେନ୍ଦ୍ର ସରକାର ପୂରଣ କରିବାରେ ସମର୍ଥ ହୋଇଛନ୍ତି । ଆପଣମାନଙ୍କର ମନେଥିବ, ଗତକାଲି ସଂସଦ ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ମାନନୀୟ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଆଗତ ହେବାକୁ ଥିବା ବଜେଟରେ ଗରିବ ଏବଂ ମଧ୍ୟବିତ୍ତଙ୍କ ଉପରେ ମା’ ଲକ୍ଷ୍ମୀ କୃପାଦୃଷ୍ଟି ବର୍ଷିବ, ଏବଂ ଆଜି ଠିକ୍ ସେଇଆ ହିଁ ହେଲା ।

ଆୟକର ଦାତାଙ୍କ ପାଇଁ ୧୨ ଲକ୍ଷ ଟଙ୍କା ଅର୍ଥାତ ମାସକୁ ଏକ ଲକ୍ଷ ଟଙ୍କା ରୋଜଗାର କରୁଥିବା ବ୍ୟକ୍ତିଙ୍କ ପାଇଁ କୌଣସି ଟିକସ ଦେବାକୁ ପଡିବ ନାହିଁ । ଏହା ଦ୍ଵାରା ସେମାନେ ଅତି କମରେ ପ୍ରାୟ ୮୦ ହଜାର ଟଙ୍କା ସଞ୍ଚୟ କରିବେ ଯାହା ଭାରତୀୟ ଅର୍ଥନୀତିକୁ ଆହୁରି ସୁଦୃଢ କରିବ । ଏହା ହେଉଛି ପ୍ରକୃତରେ ମୋଦୀ ଗ୍ୟାରେଣ୍ଟି- ଯାହା କୁହନ୍ତି, ତାହା କରନ୍ତି ।

ମାନନୀୟ ପ୍ରଧାନମନ୍ତ୍ରୀଙ୍କ ହୃଦୟରେ ଅନ୍ନଦାତାଙ୍କ ପାଇଁ ଏକ ସ୍ଵତନ୍ତ୍ର ସ୍ଥାନ ଅଛି । ଏଥରର ବଜେଟରେ 100 ଗୋଟି ଜିଲ୍ଲାରେ ଉତ୍ପାଦକତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଚାଷୀ ଭାଇ ଓ ଭଉଣୀଙ୍କ ପାଇଁ ‘ଧନଧାନ୍ୟ କୃଷି ଯୋଜନା’ ପ୍ରସ୍ତାବିତ କରାଯାଇଛି, ଯାହା ଚାଷୀଙ୍କ ଆୟ ବୃଦ୍ଧି କରିବା ପାଇଁ ସହାୟକ ହେବ । ଏହି ନୂତନ ଯୋଜନାରେ ଦେଶର 1 କୋଟି 70 ଲକ୍ଷ ଚାଷୀ ଉପକୃତ ହେବେ । ପରିବର୍ତ୍ତିତ ସୁଧ ରିହାତି ଯୋଜନା (Interest Subvention Scheme) ଅଧୀନରେ କିଷାନ କ୍ରେଡିଟ୍ କାର୍ଡ ମାଧ୍ୟମରେ ଋଣ ସୀମା 3 ଲକ୍ଷ ଟଙ୍କାରୁ 5 ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା ଚାଷୀମାନଙ୍କୁ ଆବଶ୍ୟକୀୟ ନଗଦ ରାଶି ଯୋଗାଇବାରେ ସହାୟକ ହେବ ।

ନୂତନ ରୋଜଗାର ସୃଷ୍ଟି କରିବା ପାଇଁ ଚଳିତ ବଜେଟରେ ରେକର୍ଡ 15 ଲକ୍ଷ 50 ହଜାର କୋଟି ଟଙ୍କାର ପୁଞ୍ଜି ଖର୍ଚ୍ଚ (Capital Investment) ପ୍ରାବଧାନ କରାଯାଇଛି । ଏଥି ସହିତ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ 54 ହଜାର 832 କୋଟି ଟଙ୍କା ପ୍ରାବଧାନ କରାଯାଇଛି, ଯାହା ଚଳିତ ବର୍ଷ ପାଇଁ 32 ହଜାର 426 କୋଟି ଟଙ୍କା ଥିଲା । ଏହି ବର୍ଦ୍ଧିତ ପ୍ରାବଧାନର ଲାଭ ଓଡିଶା ମଧ୍ୟ ପାଇବ ଏବଂ ଆସନ୍ତା ବର୍ଷ ଆମେ ରେକର୍ଡ ସଂଖ୍ୟକ ଗୃହ ରାଜ୍ୟର ଗରିବ ଲୋକଙ୍କୁ ଯୋଗାଇଦେବୁ ।

ଜଳ ଜୀବନ ମିଶନ ଯୋଜନାରେ ରେକର୍ଡ 67 ହଜାର କୋଟି ଟଙ୍କାର ପ୍ରାବଧାନ କରାଯାଇଛି, ଯାହା ଚଳିତ ବଜେଟରେ 22 ହଜର 694 କୋଟି ଟଙ୍କା ଥିଲା । ଏହା ଦ୍ଵାରା ଆମ ସରକାରଙ୍କ ଆସନ୍ତା ଦୁଇବର୍ଷ ମଧ୍ୟରେ ରାଜ୍ୟର ସବୁ ଗ୍ରାମକୁ ଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ଲକ୍ଷ୍ୟ ନିଶ୍ଚିତ ଭାବେ ପୂରଣ ହେବ ।

କେନ୍ଦ୍ର ଟିକସରୁ ରାଜ୍ୟ ଅଂଶ ବାବଦକୁ 2024-25 ବର୍ଷ ପାଇଁ 55,232 କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ 2025-26 ରେ ଓଡ଼ିଶାକୁ 64,408 କୋଟି ଟଙ୍କା ମିଳିବ । ଏହି ବର୍ଦ୍ଧିତ ପାଣ୍ଠିକୁ ରାଜ୍ୟ ସରକାର ବିଭିନ୍ନ କଲ୍ୟାଣ ମୂଳକ କାର୍ଯ୍ୟରେ ବ୍ୟବହାର କରିପାରିବେ । ପ୍ରଧାନମନ୍ତ୍ରୀଙ୍କ ଫୋକସରେ ଓଡିଶା ରହିଛି ଏବଂ ଏହା ରାଜ୍ୟ ପାଇଁ ବିକାଶର ନୂତନ ଶିଖର ଛୁଇଁବ ।

ମାନ୍ୟବର ପ୍ରଧାନମନ୍ତ୍ରୀ ସଦା ସର୍ବଦା କହି ଆସୁଛନ୍ତି ଯେ ଦେଶରେ ଚାରିଗୋଟି ଜାତି ଅଛନ୍ତି, ସେମାନେ ହେଲେ ଗରିବ, ଯୁବ ବର୍ଗ, ମହିଳା ଏବଂ କୃଷକ । ଚଳିତ ବର୍ଷର ବଜେଟ ମଧ୍ୟ ଏମାନଙ୍କ ପାଇଁ ଉଦ୍ଦିଷ୍ଟ । ଦେଶର ସର୍ବାଙ୍ଗୀନ ଉନ୍ନତି ପାଇଁ ଏହି ବଜେଟରେ କୃଷି, MSME, ନିବେଶ ଏବଂ ରପ୍ତାନି ବିକାଶର ଚାରିଟି ଗ୍ରୋଥ୍‍ ଇଞ୍ଜିନ ଭାବେ କାର୍ଯ୍ୟ କରିବ ।

ମୋଟାମୋଟି ଭାବେ କହିବାକୁ ଗଲେ 2025-26 ଆର୍ଥିକ ବର୍ଷ ପାଇଁ ଆଗତ ବଜେଟ ହେଉଛି ଲୋକାଭିମୁଖୀ, ଲୋକକଲ୍ୟାଣକାରୀ, ରୋଜଗାର ସୃଷ୍ଟିକାରୀ ଏବଂ ବିକାଶମୁଖୀ ।

Previous Post

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼

Next Post

କେନ୍ଦ୍ର ବଜେଟ୍ ରେ ଓଡ଼ିଶା ନିରାଶ: ନବୀନ

Next Post
କେନ୍ଦ୍ର ବଜେଟ୍ ରେ ଓଡ଼ିଶା ନିରାଶ: ନବୀନ

କେନ୍ଦ୍ର ବଜେଟ୍ ରେ ଓଡ଼ିଶା ନିରାଶ: ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA