Saturday, July 11, 2026 01:33 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ

ତୃତୀୟ ମହଲାରେ କାମ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Our Correspondent
04 Jul, 2024- 12:58 PM
in Latest News, News
1 min read
0
ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ

ଭୁବନେଶ୍ୱର: ଦାୟିତ୍ୱ ଗ୍ରହଣ କରିବାର ୨୨ ଦିନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନର ତୃତୀୟ ମହଲାରେ ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଥିବା ଚାମ୍ବରକୁ ସେ ବ୍ୟବହାର କରିଛନ୍ତି । ସେଠାରେ ପୁରୁଣା ଆସବାବପତ୍ରକୁ କେବଳ ବଦଳାଯାଇଛି । ଲୋକସେବା ଭବନର ମୁଖ୍ୟଦ୍ୱାରରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇବା ପାଇଁ ସବୁ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ସମେତ ଲୋକସେବା ଭବନର ସବୁ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଥିଲେ । ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରି ମୁଖ୍ୟମନ୍ତ୍ରୀ ତାଙ୍କ ଚାମ୍ବରରେ ଆସନ ଗ୍ରହଣ କରିଥିଲେ ।

ଲୋକସେବା ଭବନର ତୃତୀୟ ମହଲାରୁ ମୁଖ୍ୟମନ୍ତ୍ରୀ ତାଙ୍କର ପ୍ରଥମ ପଦକ୍ଷେପ ଭାବେ ଓଡ଼ିଆ ଭାଷାରେ ସମସ୍ତ ସରକାରୀ କାର୍ଯ୍ୟ ହେବ ବୋଲି ଘୋଷଣା କରିଥିଲେ । ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ । ସେଗୁଡ଼ିକ ହେଲା..

– ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ
– ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ
– ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ
– ଓଡ଼ିଆ ଭାଷା ଭବନ, ଅସ୍ମିତା ଭବନ ନିର୍ମାଣ କରାଯିବ
– ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ
– ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ହେବ
– ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ
– ଓଡ଼ିଶାରେ ପଠନ ଅଭ୍ୟାସ ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ
– ପ୍ରତି ଜିଲ୍ଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ
– ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ ନିର୍ମାଣ କରାଯିବ
– ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ବ୍ୟବସ୍ଥା ହେବ
– ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ କମିସନ ଗଠନ ହେବ
– ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ
– ଆବଶ୍ୟକ ହେଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ
– ଉଚ୍ଚ ବିଦ୍ୟାଳୟସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର
– ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ
– ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସଂକଳ୍ପବଦ୍ଧ

Previous Post

‘ମୋ ବସ୍’ ରେ ବୁଲିଲେ ନଗର ଉନ୍ନୟନ ମନ୍ତ୍ରୀ

Next Post

ବିଜେଡିରେ ଅଶୋକ, ଅନନ୍ତ ବିଭୀଷଣ?

Next Post
ବିଜେଡିରେ ଅଶୋକ, ଅନନ୍ତ ବିଭୀଷଣ?

ବିଜେଡିରେ ଅଶୋକ, ଅନନ୍ତ ବିଭୀଷଣ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA