Thursday, December 11, 2025 08:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମୁଖ୍ୟମନ୍ତ୍ରୀଙ୍କ କୃଷି ଭବନ ପରିଦର୍ଶନ, ଚାଷୀ ସଂଗଠନ ସହିତ ଆଲୋଚନା

by Our Correspondent
06 Jul, 2024- 09:35 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ କୃଷି ଭବନ ପରିଦର୍ଶନ, ଚାଷୀ ସଂଗଠନ ସହିତ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୃଷକ ମାନଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଭିନ୍ନ କୃଷକ ସଂଗଠନ ମାନଙ୍କ ସହିତ ଆଲୋଚନା କରି ଅନେକ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀଙ୍କ ସହିତ କୃଷି ଭବନ ପରିଦର୍ଶନ କରିଥିଲେ । ଏହି ଅବସରରେ ପ୍ରମୁଖ ସଚିବ ଶ୍ରୀ ପାଢ଼ୀ କୃଷି ଭବନର ସ୍ଵତନ୍ତ୍ର ନିର୍ମାଣ ଶୈଳୀ ଓ କୃଷକ ମାନଙ୍କ ପାଇଁ ହୋଇଥିବା ବିଭିନ୍ନ ସୁବିଧା ସଂପର୍କରେ ବୁଝାଇ ଥିଲେ। ବୈଠକରେ ଭାରତୀୟ କିଷାନ୍ ସଂଘ, ଗ୍ରାମ ବିକାଶ ପରିଷଦ ଓ ଅନ୍ୟ କୃଷକ ସଂଗଠନର କର୍ମକର୍ତ୍ତା ମାନେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।

ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପି. ଏମ. କିସାନ ଯୋଜନାରେ ଯେଉଁମାନେ ଯୋଗ୍ୟ ହିତାଧିକାରୀ ଅଛନ୍ତି କିନ୍ତୁ ସାମିଲ ହୋଇ ପାରି ନାହାଁନ୍ତି, ସମସ୍ତଙ୍କୁ ସାମିଲ କରାଯିବ। ଏଥିପାଇଁ ସରକାର ଆବଶ୍ୟକ ବ୍ୟବସ୍ଥା ଓ ନିୟମ ପ୍ରସ୍ତୁତ କରୁଛନ୍ତି। ସେହିପରି cold store ପ୍ରତିଷ୍ଠା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମେ ୫୮ ଟି ସବ୍ ଡିଭିଜନ ରେ cold store ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ପ୍ରତ୍ୟେକ ସବ୍ ଡିଭିଜନରେ ଗୋଟିଏ ଗୋଟିଏ cold store ହେବା ଦ୍ବାରା ସବୁ ଅଞ୍ଚଳର ଚାଷୀ ମାନେ ଲାଭବାନ ହୋଇ ପାରିବେ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ରାଜ୍ୟ ସରକାର ସମୃଦ୍ଧ କୃଷକ ନୀତି ପ୍ରସ୍ତୁତ କରୁଛନ୍ତି। ଏଥିରେ ଚାଷୀ ମାନଙ୍କୁ ଚାଷ ଆରମ୍ଭରୁ ଫସଲ ବିକ୍ରି ପର୍ଯ୍ୟନ୍ତ ପ୍ରତି ପଦକ୍ଷେପରେ ସହଯୋଗ ଓ ସହାୟତା ଯୋଗାଇ ଦିଆଯିବ। ସରକାର ଗଠନର ପ୍ରଥମ ଦିନରେ ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କା କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିବାରୁ କୃଷକ ସଂଗଠନ ମାନେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାରଙ୍କୁ ଧନ୍ୟବାଦ୍ ଦେଇଥିଲେ।

Previous Post

ସାରା ରାଜ୍ୟରେ ଲାଗିବ ୫ କୋଟି ଗଛ

Next Post

‘ଓଡ଼ିଆ ଜାତିର ଅସ୍ମିତା ଓ ଆବେଗକୁ ବୁଝିବାକୁ ହେଲେ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀକୁ ବୁଝିବାକୁ ହେବ’

Next Post
‘ଓଡ଼ିଆ ଜାତିର ଅସ୍ମିତା ଓ ଆବେଗକୁ ବୁଝିବାକୁ ହେଲେ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀକୁ ବୁଝିବାକୁ ହେବ’

'ଓଡ଼ିଆ ଜାତିର ଅସ୍ମିତା ଓ ଆବେଗକୁ ବୁଝିବାକୁ ହେଲେ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀକୁ ବୁଝିବାକୁ ହେବ'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19125 shares
    Share 7650 Tweet 4781
  • ନବୀନ..ନବୀନ, ମୋହନ..ମୋହନ

    16589 shares
    Share 6636 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5806 shares
    Share 2322 Tweet 1452
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5478 shares
    Share 2191 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA