Tuesday, June 23, 2026 04:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନନ୍ଦନକାନନରେ ବହୁତଳ ଗାଡ଼ି ପାର୍କିଂ କାର୍ଯ୍ୟକ୍ଷମ

ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
27 May, 2022- 07:53 PM
in Latest News, News
1 min read
0
ନନ୍ଦନକାନନରେ ବହୁତଳ ଗାଡ଼ି ପାର୍କିଂ କାର୍ଯ୍ୟକ୍ଷମ

ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ନନ୍ଦନକାନନ ବହୁତଳ ଗାଡ଼ି ପାର୍କିଂ ସୁବିଧା ଆଜିଠାରୁ କାର୍ଯ୍ୟକ୍ଷମ ହୋଇଛି । ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ତିନି ମହଲା ବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହାଦ୍ୱାରା ନନ୍ଦନକାନନ ମୁଖ୍ୟ ରାସ୍ତାରେ ଯାନବାହାନ ଭିଡ଼ କମିବା ସହ ଟ୍ରାଫିକ୍ ସମସ୍ୟାର ସମାଧାନ ହୋଇପାରିବ ।

୫ ଏକର ପରିମିତ ଜମିରେ ଏହି ବହୁତଳ ଗାଡ଼ି ପାର୍କିଂ ପ୍ରକଳ୍ପ ହୋଇଛି । ସେଥିମଧ୍ୟରୁ ୧୭ ହଜାର ୩୩୫ ବର୍ଗମିଟରରେ ୩ ତାଲା ବିଶିଷ୍ଟ ପାର୍କିଂ ବିଲଡିଂ ନିର୍ମାଣ ହୋଇଛି । ପ୍ରତ୍ୟେକ ମହଲା ୫୬୦୦ ବର୍ଗମିଟରର ଏବଂ ଏହି ପାର୍କିଂରେ ସମୁଦାୟ ୫୮୩ ଟି ଚାରି ଚକିଆ ଓ ୨୦୦୦ ଦୁଇଚକିଆ ଯାନ ରହିପାରିବ । ୩.୯ ଏକରରେ ନିର୍ମିତ ବସଷ୍ଟାଣ୍ଡରେ ୧୩୭ ଟି ବସ୍ ରହିପାରିବ ।

ପାର୍କିଂ ନିକଟରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଟିକଟ ଘର, ପାନୀୟ ଜଳ ସୁବିଧା, ଶୌଚାଳୟ, ଡ୍ରାଇଭର ପ୍ରତୀକ୍ଷା ଗୃହ, ଅଗ୍ନିନିର୍ବାପକ ସୁବିଧା, ସିସିଟିଭି ସହିତ ସୌନ୍ଦର୍ଯ୍ୟକରଣ ପାଇଁ ବଗିଚା ଓ ପୁଷ୍କରିଣୀ ଆଦି କରାଯାଇଛି ।

ଆଗାମୀ ଦିନରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ଏବଂ ନନ୍ଦନକାନନ ଅଧିକ ଆକର୍ଷଣୀୟ ହେବ । ନନ୍ଦନକାନନକୁ ବିଶ୍ୱସ୍ତରୀୟ ଚିଡ଼ିଆଖାନାରେ ପରିଣତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି ଏବଂ ଏଥିପାଇଁ ୨୦ ବର୍ଷିଆ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରାଯାଇଥିବା ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଥିଲେ ।

ଉଦଘାଟନ କାର୍ଯ୍ୟକ୍ରମରେ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶିଶିର କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

କବିତା ଭାଷା ସାହିତ୍ୟର ସର୍ବକାଳୀନ କୋମଳ ପ୍ରତିବେଦନ: ସାଧୁ ମେହେର

Next Post

ରକ୍ତ କର୍କଟରୁ ସୁସ୍ଥ ହେଉଛନ୍ତି ୮୦% ଶିଶୁ

Next Post
ରକ୍ତ କର୍କଟରୁ ସୁସ୍ଥ ହେଉଛନ୍ତି ୮୦% ଶିଶୁ

ରକ୍ତ କର୍କଟରୁ ସୁସ୍ଥ ହେଉଛନ୍ତି ୮୦% ଶିଶୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA