Tuesday, June 30, 2026 06:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଣ୍ଟାବାଞ୍ଜିରୁ ବି ଲଢ଼ିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର-ରେଢ଼ାଖୋଲ ପ୍ରାର୍ଥୀ ଅଦଳବଦଳ

by Our Correspondent
17 Apr, 2024- 12:13 PM
in Latest News, News, Politics
1 min read
0
କଣ୍ଟାବାଞ୍ଜିରୁ ବି ଲଢ଼ିବେ ମୁଖ୍ୟମନ୍ତ୍ରୀ

୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁୁବନେଶ୍ୱର: କେବଳ ହିଞ୍ଜିଳି ନୁହେଁ, ପଶ୍ଚିମ ଓଡ଼ିଶାରୁ ଏଥର ବି ଲଢ଼ିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଘୋଷିତ ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକାରେ ତାଙ୍କ ନାଁ ସ୍ଥାନ ପାଇଛି । ପୂର୍ବ ଘୋଷିତ ତାଲିକାରେ ମୁଖ୍ୟମନ୍ତ୍ରୀ ତାଙ୍କ ପାରମ୍ପରିକ ଆସନ ହିଞ୍ଜିଳିରୁ ଷଷ୍ଠ ଥର ପାଇଁ ପ୍ରାର୍ଥୀ ହୋଇଛନ୍ତି । ସୁତରାଂ ଗତଥର ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ଦୁଇଟି ଆସନରୁ ଲଢ଼ିବେ ।

ଅନ୍ୟପକ୍ଷରେ ସମ୍ବଲପୁରରୁ ପ୍ରାର୍ଥୀ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ରେଢ଼ାଖୋଲ ଆସନ ଦିଆଯାଇଥିବା ବେଳେ ତାଙ୍କ ଜାଗାକୁ ଯାଇଛନ୍ତି ରେଢ଼ାଖୋଲ ପ୍ରାର୍ଥୀ ରୋହିତ ପୂଜାରୀ । ସମ୍ବଲପୁରରୁ ପ୍ରାର୍ଥୀତ୍ୱକୁ ନେଇ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଅସନ୍ତୁଷ୍ଟ ଥିଲେ । ମୁଖ୍ୟମନ୍ତ୍ରୀ ଏହାକୁ ବିଚାର କରି ତାଙ୍କ ପୂର୍ବ ଆସନ ରେଢ଼ାଖୋଲରେ ଶ୍ରୀ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛନ୍ତି ।

ପୂର୍ବତନ ମନ୍ତ୍ରୀ ସମୀର ଦାଶଙ୍କ ଟିକେଟ କଟିଛି । ତାଙ୍କ ଜାଗାରେ ନିମାପଡ଼ାରୁ ଟିକେଟ୍ ପାଇଛନ୍ତି ଦିଲ୍ଲୀପ ନାୟକ । ନିମାପଡ଼ା ସମେତ କୁଚିଣ୍ଡା ଓ ଚିତ୍ରକୋଣ୍ଡା ବିଧାୟକଙ୍କ ଟିକେଟ୍ ମଧ୍ୟ କଟିଯାଇଛି । ଅନୁଗୁଳରେ ରଜନୀକାନ୍ତ ସିଂହଙ୍କ ପତ୍ନୀ ସଂଯୁକ୍ତା ସିଂହଙ୍କୁ ଟିକେଟ୍ ମିଳିଥିବା ବେଳେ ସାନଖେମୁଣ୍ଡିରୁ ନନ୍ଦିନୀ ଦେବୀଙ୍କ ଝିଅ ସୁଲକ୍ଷଣା ଗୀତାଞ୍ଜଳିଙ୍କୁ ଟିକେଟ୍ ଦେଇଛି ବିଜେଡି ।

କିଏ କେଉଁ ଆସନରୁ ପ୍ରାର୍ଥୀ

ଚିତ୍ରକୋଣ୍ଡା- ଶ୍ରୀମତୀ ଲକ୍ଷ୍ମୀପ୍ରିୟା ନାୟକ
କଣ୍ଟାବାଞ୍ଜି- ନବୀନ ପଟ୍ଟନାୟକ
ପଦ୍ମପୁର- ଶ୍ରୀମତୀ ବର୍ଷାସିଂହ ବରିହା
କୁଚିଣ୍ଡା- ରାଜେନ୍ଦ୍ର କୁମାର ଛତ୍ରିଆ
ଦେବଗଡ଼- ଶ୍ରୀମତୀ ଅରୁନ୍ଧତୀ କୁମାରୀ ଦେବୀ
ଅନୁଗୁଳ- ଶ୍ରୀମତୀ ସଂଯୁକ୍ତା ସିଂହ
ନିମାପଡ଼ା- ଦିଲ୍ଲୀପ କୁମାର ନାୟକ
ସାନଖେମୁଣ୍ଡି- ମିସ୍ ସୁଲକ୍ଷଣା ଗୀତାଞ୍ଜଳି ଦେବୀ
ଜୟପୁର- ଡ. ଇନ୍ଦିରା ନନ୍ଦ

ରେଢ଼ାଖୋଲ- ପ୍ରସନ୍ନ ଆଚାର୍ଯ୍ୟ
ସମ୍ବଲପୁର- ରୋହିତ ପୂଜାରୀ

Previous Post

A Story of The young Photographer

Next Post

ପିସିସି ନିର୍ବାଚନ ପରିଚାଳନା କମିଟି ଗଠିତ

Next Post
ପିସିସି ନିର୍ବାଚନ ପରିଚାଳନା କମିଟି ଗଠିତ

ପିସିସି ନିର୍ବାଚନ ପରିଚାଳନା କମିଟି ଗଠିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA