Friday, June 26, 2026 10:34 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦୁପତ୍ର ତୋଳାଳିଙ୍କୁ ୫୬ କୋଟି ବୋନସ୍

୨୦୨୨ ଶସ୍ୟବର୍ଷରେ ସର୍ବକାଳୀନ ରେକର୍ଡ ପରିମାଣର ଆର୍ଥିକ ସହାୟତା

by Our Correspondent
19 Jul, 2023- 05:32 PM
in Latest News, News
1 min read
0
କେନ୍ଦୁପତ୍ର ତୋଳାଳିଙ୍କୁ ୫୬ କୋଟି ବୋନସ୍

ଭୁବନେଶ୍ୱର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ ।

୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ ।

୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

ସେହିପରି ୨୦୨୨ ଶସ୍ୟବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଆର୍ଥିକ ସହାୟତା, ପାଣି ବୋତଲ ପାଇଁ ୨୦୦ ଟଙ୍କା ଏବଂ ଚପଲ ପାଇଁ ୧୬୦ ଟଙ୍କା, ଏହିପରି ଭାବେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ୧୩୬୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ପର୍ଯ୍ୟାୟରେ ମଧ୍ୟ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ପ୍ରତ୍ୟେକ ୧୫୦୦ ଟଙ୍କାର ସହାୟତା ରାଶି, ଏହିପରି ମୋଟ ୧୧୧.୨୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା ।

ତୃତୀୟ ପର୍ଯ୍ୟାୟକୁ ମିଶାଇ ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ବୋନସ, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ବାବଦକୁ ଦିଆଯାଇଥିବା ମୋଟ ସହାୟତା ପରିମାଣ ୨୫୦.୭୮ କୋଟି ଟଙ୍କା ହେବ । ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ ।

ସୂଚନାଯୋଗ୍ୟ , ୨୦୨୧ ମସିହା ପାଇଁ ୨୦୨୨ ମସିହାରେ କେନ୍ଦୁପତ୍ର ତୋଳାଳିଙ୍କୁ ୧୧୮. ୮୩ କୋଟି ଟଙ୍କାର ବୋନସ ଓ ସହାୟତା ପ୍ରଦାନ କରାଯାଇଥିଲା । ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ୨୦୨୧ ମସିହା ଠାରୁ ୧୧୧ ପ୍ରତିଶତ ଅଧିକ ସହାୟତା ରାଶି ପ୍ରଦାନ କରାଯାଉଛି ।

Previous Post

NDA ବନାମ INDIA

Next Post

ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍

Next Post
ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍

ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA