Saturday, April 25, 2026 12:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନୂଆ ରୂପ ପାଇବ ଶିଖରଚଣ୍ଡୀ ମନ୍ଦିର

ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

by Our Correspondent
03 Jan, 2023- 08:04 PM
in Latest News, News
1 min read
0
ନୂଆ ରୂପ ପାଇବ ଶିଖରଚଣ୍ଡୀ ମନ୍ଦିର

ଭୁବନେଶ୍ୱର: ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାଶ୍ୱିର୍କ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ୱର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ । ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ ନିମନ୍ତେ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନ୍ କୁ ଅନୁମୋଦନ କରିଛନ୍ତି ।

ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଜୋନ୍‌-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ ରହିବ। ଜୋନ-୩ ଓ ୪ ରେ ମନୋରଞ୍ଜନ ମୂଳକ କାର୍ଯ୍ୟପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହିତ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ୱ ଗ୍ରହଣ କରିବ।

ସୂଚନାଥାଉକି, ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିବାକୁ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ତତକ୍ଷଣାତ୍ ଶ୍ରୀ ପାଣ୍ଡିଆନ୍ ସେଠାକୁ ଯାଇ ଶିଖରଚଣ୍ଡୀ ମନ୍ଦିର ଓ ପାରିପାଶ୍ୱିର୍କ ଅଞ୍ଚଳର ବିକାଶ ଯୋଜନାର ଦାୟିତ୍ୱ ନେଇଥିଲେ । ମାସେ ଭିତରେ ଏହାର ମାଷ୍ଟରପ୍ଲାନ୍ ପ୍ରସ୍ତୁତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ବିଡିଏ ଉପାଧ୍ୟକ୍ଷ ବଲୱନ୍ତ ସିଂ ଏହି ମାଷ୍ଟରପ୍ଲାନ୍ ଉପସ୍ଥାପନା କରିଥିଲେ । ଶ୍ରୀ ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଥିଲେ ।

ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଶିଖରଚଣ୍ଡୀ ଆଞ୍ଚଳିକ ସେବା ସଂଘର ସଭାପତି କ୍ଷୀତିଶ ତ୍ରିପାଠୀ ଓ ମନ୍ଦିର ପୂଜକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ବୈଠକରେ ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ପ୍ରମୁଖ ସଚିବ ମାନେ ଯୋଗ ଦେଇଥିଲେ।

Previous Post

ଆଉ ବର୍ଷେ ମାଗଣା ଚାଉଳ

Next Post

ବିଜେପିର ବୁଥ୍ ମଜବୁତ କେବେ?

Next Post
ବିଜେପିର ବୁଥ୍ ମଜବୁତ କେବେ?

ବିଜେପିର ବୁଥ୍ ମଜବୁତ କେବେ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA