Saturday, April 25, 2026 02:50 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିରୋଧୀ ଅପପ୍ରଚାର କରୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

କେନ୍ଦୁଝର, ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

by Our Correspondent
19 May, 2024- 10:29 PM
in Latest News, News, Politics
1 min read
0
ବିରୋଧୀ ଅପପ୍ରଚାର କରୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଏବଂ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ବିଭିନ୍ନ ବିଧାନସଭା କ୍ଷେତ୍ରରେ ମାରାଥନ୍ ପ୍ରଚାର କରିଛନ୍ତି । ତାଙ୍କ ସହ ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍ ବି ପ୍ରଚାର କରିଛନ୍ତି । ବିରୋଧୀ ଦଳ ମିଛ କଥା କହି ଅପପ୍ରଚାର କରୁଛନ୍ତି ଏବଂ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ମାତ୍ର ଭୋଟର ସେମାନଙ୍କୁ ଉଚିତ୍ ଜବାବ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜେପିର ମିଛ ପ୍ରଚାର ସମ୍ପର୍କରେ ସମସ୍ତଙ୍କୁ ସତର୍କ କରିବାକୁ ପାଣ୍ଡିଆନ୍ ଭୋଟରଙ୍କୁ ନିବେଦନ କରିଛନ୍ତି ।

କ’ଣ କହିଛନ୍ତି ମୁଖ୍ୟମନ୍ତ୍ରୀ

• ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର। କୁମ୍ଭୀର କାନ୍ଦଣା ଚଳିବନି
• କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ସାଂସଦ ଓ ଆନନ୍ଦପୁର ଓ ଘଷିପୁରାର ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
• BSKY, ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା, 5T ସ୍କୁଲ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍‌ସନ, ଚାଉଳ କାର୍ଡ ଇତ୍ୟାଦି ବିଭିନ୍ନ ଜଲକଲ୍ୟାଣକାରୀ ଯୋଜନାର ସୁଫଳ ସଂପର୍କରେ ଜନମତ ନେଲେ
• ନବୀନ ପଟ୍ଟନାୟକ ଭଲ କି ?
• ଜୁଲାଇରୁ ବିଜୁଳ ବିଲ୍‌ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ମାଗଣାରେ ବିଜୁଳି ଦେବ, ଆପଣଣାନେ ଖୁସି ତ?
• ପୁରୀ ମନ୍ଦିର ଓ ମା ସମଲେଇ ପ୍ରକଳ୍ପ କାମ ଭଲ ହୋଇଛି କି ନାହିଁ ପଚାରିଥିଲେ

କ’ଣ କହିଛନ୍ତି କାର୍ତ୍ତିକ ପାଣ୍ଡିଆନ

• ବିଜେପିର ଚାଲକୁ ବୁଝନ୍ତୁ
• ବିଜେପିର ମିଛ ପ୍ରଚାର ବିଷୟରେ ମଧ୍ୟ ସମସ୍ତଙ୍କୁ ସତର୍କ କରାନ୍ତୁ
• ଆପଣଙ୍କ ଜୋସ୍‌ ଦେଖି ବିରୋଧୀଙ୍କ ନିଦ ଭାଙ୍ଗିଗଲାଣି, ଜଣାପଡୁଛି ବିରୋଧୀଙ୍କୁ ଆପଣ ଠିକ୍‌ ଜବାବ ଦେବେ
• ଆପଣମାନଙ୍କ ଖୁସିରେ ମୁଖ୍ୟମନ୍ତ୍ରୀ ଖୁସି ହୁଅନ୍ତି
• ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟ ସବୁଠାରୁ ଭଲ ଜାଗାରେ ସେ ଆଦିବାସୀ ଭାଇଭଉଣୀ ମାନଙ୍କୁ ରଖିଛନ୍ତି, ଆଦିବାସୀ ସଂପ୍ରଦାୟଙ୍କୁ ସେ ବହୁତ ଭଲ ପାଆନ୍ତି
• ସେମାନଙ୍କ କଳା, ସଂସ୍କୃତି, ପୂଜାସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି
• ଡବଲ ଇଞ୍ଜିନ କଥା କହୁଥିବା ବିଜେପି ସରକାର କହିପାରିବେ କି, କେଉଁ ରାଜ୍ୟରେ ଆଦିବାସୀ ମାନଙ୍କ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି
• ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇଭଉଣୀ ମାନଙ୍କ ଉପରୁ ୫୦ ହଜାର ଛୋଟ ବଡ ପୋଲିସ କେସ୍‌ ରଦ୍ଦ କରିଛନ୍ତି
• ହଜାର ହଜାର ହଷ୍ଟେଲ ମାଧ୍ୟମରେ ଲକ୍ଷ ଲକ୍ଷ ଆଦିବାସୀ ପିଲାଙ୍କୁ ପାଠ ପଢାଉଛନ୍ତି
• ଜଙ୍ଗଲ ଉପରେ ନିର୍ଭରଶୀଳ ଆଦିବାସୀ ଭାଇଭଉଣୀମାନଙ୍କୁ ଜଙ୍ଗଲଜାତ ଦ୍ରବ୍ୟର ଉଚିତ ମୂଲ୍ୟ ଦେବା ପାଇଁ ‘ଲାଭ’ ଯୋଜନା ଆରମ୍ଭ କରିଛନ୍ତି
• ବିରୋଧୀ ଦଳ ନେତା ମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣଙ୍କ ଭଲ ପାଇବା ଦେଖି ପୁରା ଭାଙ୍ଗି ପଡିଛନ୍ତି
• ଜୁନ ୯ ରେ ନବୀନ ପଟ୍ଟନାୟକ ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସାରା ଓଡିଶା ଜାଣିଲାଣି
• ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ ଓଡିଶାର ୯୦ ପ୍ରତିଶତ ପରିବାର ପାଇଁ ବିଜୁଳି ବିଲ୍ ଛାଡ
• ଦ୍ବିତୀୟ ଦସ୍ତଖତ ହେବ ସମସ୍ତେ BSKY ନବୀନ କାର୍ଡ ପାଇବେ
• ତୃତୀୟ ଦସ୍ତଖତ ହେବ ୬୦ ବର୍ଷ ପରେ ମିଶନ ଶକ୍ତି ସଦସ୍ୟା ଓ କର୍ମୀମାନଙ୍କ ପାଇଁ ପେନ୍‌ସନ ବ୍ୟବସ୍ଥା, ଏହା ସେମାନଙ୍କର ବହୁ ଦିନର ଦାବୀ ଥିଲା
• ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିରୋଧୀଙ୍କୁ ସକ୍‌ ମାରିଲାଣି, ସେମାନେ କହୁଛନ୍ତି ବିଜୁଳି ମାଗଣା ଦେବେ
• ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡିବ, ତା ପରେ ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ପାଇବେ ମାଗଣା ବିଜୁଳି, ଦିନରେ ଲଣ୍ଠନ ଦେଖାଉଛି ବିଜେପି ଦଳ

• ମୁଖ୍ୟମନ୍ତ୍ରୀ ସବୁବେଳେ ଆପଣଙ୍କ ସୁଖଦୁଃଖରେ ଅଛନ୍ତି
• ମୁଖ୍ୟମନ୍ତ୍ରୀଙ୍କ ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାନ୍ତୁ

Previous Post

କାର୍ଯ୍ୟକର୍ତ୍ତାଙ୍କ ଜୋସ୍ ବଢ଼ାଇଲେ ମୋଦୀ

Next Post

ଏଥର ବି ଗାଳିଦେଲେ ମୋଦୀ

Next Post
ଏଥର ବି ଗାଳିଦେଲେ ମୋଦୀ

ଏଥର ବି ଗାଳିଦେଲେ ମୋଦୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA