Thursday, May 7, 2026 12:49 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମଦୂରତ୍ୱ ନୀତି ଦୋହରାଇଲେ ନବୀନ

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା

by Our Correspondent
11 May, 2023- 06:42 PM
in Latest News, News
1 min read
0
ସମଦୂରତ୍ୱ ନୀତି ଦୋହରାଇଲେ ନବୀନ

ଭୁବନେଶ୍ୱର: ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ତେବେ ଉଭୟଙ୍କ ମଧ୍ୟରେ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ ବୋଲି ନବୀନ କହିଛନ୍ତି । ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ବିଶେଷକରି ପୁରୀରେ ଶ୍ରୀଜଗନ୍ନାଥ ଇଣ୍ଟନ୍ୟାସନାଲ୍ ଏୟାରପୋର୍ଟ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା କହିଛନ୍ତି ।

ଦୁଇିଦିନ ତଳେ ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ବିଜେପି ବିରୋଧୀ ମେଣ୍ଟ ପ୍ରୟାସରେ ଥିବା ନୀତୀଶ, ନବୀନଙ୍କୁ ମନେଇବାକୁ ଆସିଥିବା ଚର୍ଚ୍ଚା ହୋଇଥିଲା । ତେବେ ଉଭୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପ୍ରାୟ ଦେଢ଼ଘଣ୍ଟା ଆଲୋଚନା ହୋଇଥିଲେ ମଧ୍ୟ କୌଣସି ରାଜନୈତିକ ଆଲୋଚନାକୁ ସେମାନେ ଏଡ଼ାଇ ଦେଇଥିଲେ । ତା’ ପରଦିନ ଅର୍ଥାତ ଗତକାଲି ନବୀନ ଦିଲ୍ଲୀ ଆସି ଆଜି ପ୍ରଧାନମନ୍ତ୍ରୀଙ୍କୁ ଅପରାହ୍ନରେ ଭେଟିଥିଲେ ।

ସାମ୍ପ୍ରତିକ ରାଜନୈତିକ ଦୃଶ୍ୟପଟ୍ଟରେ ମୋଦୀ ଏବଂ ନବୀନଙ୍କ ସାକ୍ଷାତକାରକୁ ଜାତୀୟ ଗଣମାଧ୍ୟମ ବି ଗୁରୁତ୍ୱ ଦେଇଥିଲା । ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଫେରିଲା ବେଳେ ସାମ୍ବାଦିକମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ଲୋଡ଼ିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ଦାବି ଉପରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛି । ଭୁବନେଶ୍ୱର ଏୟାର୍ ଟ୍ରାଫିକ ଅଧିକ ହୋଇଗଲାଣି । ସେଥିପାଇଁ ପୁରୀ ଶ୍ରୀଜଗନ୍ନାଥ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ପାଇଁ କହିଥିଲି । ଏୟାରପୋର୍ଟ ପାଚେରୀ କାମ ସରିଯାଇଛି ବୋଲି ଜଣାଇଥିଲି । ପ୍ରଧାନମନ୍ତ୍ରୀ ସହଯୋଗ କରିବେ ବୋଲି କହିଛନ୍ତି ।

ରାଜନୈତିକ ଆଲୋଚନା କ’ଣ ହୋଇଛି ବୋଲି ସାମ୍ବାଦିକମାନେ ପଚାରିବାରୁ ପ୍ରଧାନମନ୍ତ୍ରୀଙ୍କ ସହ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ ବୋଲି ମୁଖ୍ୟମନ୍ତ୍ରୀ ସଂକ୍ଷିପ୍ତ ଉତ୍ତର ଦେଇଥିଲେ । ତୃତୀୟ ସାମ୍ମୁଖ୍ୟ ସମ୍ପର୍କରେ ସାମ୍ବାଦିକମାନେ ପଚାରିବାରୁ ମୁଖ୍ୟମନ୍ତ୍ରୀ କହିଥିଲେ ଏବେ ସେମିତି କିଛି ନାହିଁ । ତୃତୀୟ ସାମ୍ମୁଖ୍ୟରେ ମୁଁ ନାହିଁ । ଆମେ ସମଦୂରତ୍ୱ ବଜାୟ ରଖିଛୁ ।

ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କାଳରେ ମୁଖ୍ୟମନ୍ତ୍ରୀ ପୁରୀ ଏୟାରପୋର୍ଟ ସହ ଆଉ ତିନୋଟି ପ୍ରସଙ୍ଗ ରଖିଥିବା କୁହାଯାଇଛି । ଅଧାପନ୍ତରିଆ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା, ଭାରତମାଳା ଫେଜ୍-୨ ରେ ଓଡ଼ିଶାକୁ ସାମିଲ କରିବା ଏବଂ ପଞ୍ଚାୟତ ଗୁଡ଼ିକରେ ବ୍ୟାଙ୍କିଂ ସୁବିଧା କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

 

Previous Post

ସନା ମହାକୁଡ଼ଙ୍କ ଘରେ ଆଇଟି ରେଡ୍

Next Post

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ପ୍ରକାଶିତ

Next Post
ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ପ୍ରକାଶିତ

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ପ୍ରକାଶିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA