Saturday, June 27, 2026 09:01 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୋପ୍ ଙ୍କୁ ଭେଟିଲେ ନବୀନ

by Our Correspondent
22 Jun, 2022- 06:00 PM
in Latest News, News
1 min read
0
ପୋପ୍ ଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର: ଇଟାଲି ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭାଟିକାନ ସିଟିରେ ପୋପ୍ ଫ୍ରାନସିସ୍ ଙ୍କୁ ଭେଟିଛନ୍ତି । ଏହି ସାକ୍ଷାତକାର ଅତ୍ୟନ୍ତ ଆନନ୍ଦଦାୟକ ଥିଲା ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ ଓ ତାଙ୍କର ସୁସ୍ଥ ଦୀର୍ଘ ଜୀବନ କାମନା କରିଥିଲେ । ସାକ୍ଷାତକାର ବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଉପସ୍ଥିତ ଥିଲେ ।

ଭାଟିକାନ ସିଟିରେ ପୋପ୍ ଙ୍କୁ ଭେଟିବାରେ ନବୀନ ହେଉଛନ୍ତି ପ୍ରଥମ ଭାରତୀୟ ମୁଖ୍ୟମନ୍ତ୍ରୀ । ଗତବର୍ଷ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୋପ୍ ଙ୍କୁ ଭେଟିବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆବଶ୍ୟକ ଅନୁମତି ମାଗିଥିଲେ ମଧ୍ୟ ତାଙ୍କୁ ମିଳି ନ ଥିଲା । ନବୀନଙ୍କ କ୍ଷେତ୍ରରେ ଏଭଳି ଘଟିନାହିଁ ।

ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ଦି ୱାଲର୍ଡ ଫୁଡ୍ ପ୍ରୋଗ୍ରାମରେ ଓଡ଼ିଶାର ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନାର ସଫଳ କାହାଣୀ ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରିବେ । ଖାଦ୍ୟ ନିରାପତ୍ତା ପାଇଁ ଏକଦା ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି କିଭଳି ଖାଦ୍ୟ ସୁରକ୍ଷାରେ ବଳକା ରାଜ୍ୟ ହୋଇପାରିଛି ଏବଂ ୧୯୯୯ ମହାବାତ୍ୟାରେ ବିଧ୍ୱଂସ୍ତ ଓଡ଼ିଶା ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନାରେ କିଭଳି ମଡେଲ ରାଜ୍ୟ ହୋଇପାରିଛି ତାହା ଉପରେ ବକ୍ତବ୍ୟ ରଖିବେ ।

ଦି ୱାଲର୍ଡ ଫୁଡ୍ ପ୍ରୋଗ୍ରାମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡାଭିଡ୍ ବେସଲେ ଏବଂ ଅନ୍ୟ ବରିଷ୍ଠ ପଦାଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ସାକ୍ଷାତ ଆଲୋଚନା କରିବେ । ଓଡ଼ିଶାକୁ ଖାଦ୍ୟ ସୁରକ୍ଷାରେ ନିରନ୍ତର ଭାବେ ସଶକ୍ତ କରିବାକୁ ବିଭିନ୍ନ ପ୍ରକଳ୍ପ ଏବଂ ଡବ୍ଲୁଏଫପିର ସହଭାଗିତା ଉପରେ ମୁଖ୍ୟମନ୍ତ୍ରୀ ମଧ୍ୟ ଆଲୋଚନା କରିବେ ।

ମୁଖ୍ୟମନ୍ତ୍ରୀ ୟୁରୋପର ବିଭିନ୍ନ ଅଞ୍ଚଳରେ ଥିବା ପ୍ରବାସୀ ଓଡ଼ିଆ ନିବେଶକଙ୍କ ସହ ମଧ୍ୟ ଆଲୋଚନା କରିବେ । ଓଡିଶାର ରୂପାନ୍ତର କାର୍ଯ୍ୟକ୍ରମରେ ସେମାନଙ୍କ ସହଭାଗିତା ଏବଂ ଓଡିଶାର କଳା ଏବଂ ସଂସ୍କୃତିର ବିକାଶ କାର୍ଯ୍ୟକ୍ରମରେ ସେମାନଙ୍କୁ ସାମିଲ କରିବା ଆଲୋଚନାର ମୁଖ୍ୟ ବିଷୟବସ୍ତୁ ହେବ ।

ରୋମ୍ ରୁ ମୁଖ୍ୟମନ୍ତ୍ରୀ ୨୬ ତାରିଖରେ ଫେରି ଦୁବାଇ ଯିବେ । ମଧ୍ୟପ୍ରାଚ୍ୟର ନିବେଶକଙ୍କ ସମେତ ପ୍ରବାସୀ ଓଡ଼ିଆ ନିବେଶକଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସେଠାରେ ଭେଟିବାର କାର୍ଯ୍ୟକ୍ରମ ଅଛି ।

Previous Post

୩ ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ନୂଆ ପଦବୀ

Next Post

ଖାଲି ସମର୍ଥନ ଦେଲେନି, ସମର୍ଥନ ପାଇଁ ଅପିଲ୍ କଲେ

Next Post
ଖାଲି ସମର୍ଥନ ଦେଲେନି, ସମର୍ଥନ ପାଇଁ ଅପିଲ୍ କଲେ

ଖାଲି ସମର୍ଥନ ଦେଲେନି, ସମର୍ଥନ ପାଇଁ ଅପିଲ୍ କଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA