Saturday, June 27, 2026 11:01 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପଦ୍ମପୁରବାସୀଙ୍କୁ କ’ଣ କହିଲେ ନବୀନ..

by Our Correspondent
08 Dec, 2022- 11:00 PM
in Latest News, News
1 min read
0
ପଦ୍ମପୁରବାସୀଙ୍କୁ କ’ଣ କହିଲେ ନବୀନ..
ପଦମପୁରର ପ୍ରିୟ ଭାଇ
ଓ ଭଉଣୀମାନେ,
ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ। ଏହା ଆଉ କାହାର ବିଜୟ ନୁହେଁ। ଏହା ପଦମପୁରବାସୀଙ୍କ ବିଜୟ ।
ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହୁଁଛି। ଆପଣମାନେ ବହୁତ systematically ଓ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ।
କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ – ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା ।
ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା ।
ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ।
ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି ।
ମୁଁ ବିରୋଧୀ ଦଳକୁ – ରାଜ୍ୟର ବିଜେପି ନେତୃମଣ୍ଡଳୀ ଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ଚାହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ ।ଆଜି ନୁହେଁ……ସଦା ବେଳେ
ଆଉ ଗୋଟେ ଗୁରୁତ୍ବପର୍ଣ୍ଣ କଥା ହେଲା – କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ, … This is extremely unfortunate. ଏହା ଠିକ୍‌ ନୁହେଁ । ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବା ।
ଆଜି ମୁଁ ପଦମପୁରବାସୀଙ୍କ ପାଖରେ ଋଣୀ । ବିନମ୍ରତାର ସହ କହିବାକୁ ଚାହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ।
ଆଉ ଥରେ ସମସ୍ତଙ୍କୁ ଜୁହାର। ମୁଁ ବହୁତ ଶୀଘ୍ର ପଦମପୁରକୁ ଆସିବି। ଆପଣମାନଙ୍କର ଆଶୀର୍ବାଦ ନେବି ।
ଧନ୍ୟବାଦ
ଜୟ ପ୍ରଭୁ ନୃସିଂହନାଥ
Previous Post

ଧାମନଗର ପରାଜୟର ପ୍ରତିଶୋଧ ନେଲା ବିଜେଡି

Next Post

ପଦ୍ମପୁରରେ ବିଜେପିକୁ ମିଳିଲେନି ମନମୋହନ ସାମଲ

Next Post
ପଦ୍ମପୁରରେ ବିଜେପିକୁ ମିଳିଲେନି ମନମୋହନ ସାମଲ

ପଦ୍ମପୁରରେ ବିଜେପିକୁ ମିଳିଲେନି ମନମୋହନ ସାମଲ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA