Wednesday, April 8, 2026 03:28 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ରାଉରକେଲାରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ….

by Our Correspondent
16 Feb, 2021- 01:36 PM
in Latest News, News
1 min read
0
ରାଉରକେଲାରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ….

ରାଉରକେଲା/ଭୁବନେଶ୍ୱର: ରାଉରକେଲାରେ ଦେଶର ସର୍ବବୃହତ୍ତ ହକି ଷ୍ଟାଡିୟମ ସମେତ ସୁନ୍ଦରଗଡ଼ ଜିଲ୍ଲାକୁ ୫ ହଜାର କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପ ଭେଟି ଦେବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କର ଅଭିଭାଷଣ ରଖିଥିଲେ ।

‘ରାଉରକେଲା ଠାରେ ୨୦୨୩ ପୁରୁଷ ବିଶ୍ବକପ୍‌ ହକି ଆୟୋଜନକୁ ଦୃଷ୍ଟିରେ ରଖି ଆନ୍ତର୍ଜାତୀୟ ମାନର ଷ୍ଟାଡିୟମ୍ ନିର୍ମାଣ କରାଯାଉଛି । ଏହି ନୂତନ ଷ୍ଟାଡିଅମ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଗଲା । ଏହି stadium ଦେଶର ସବୁଠାରୁ ବଡ଼ ହକି stadium ହେବ । ଏହି ଷ୍ଟାଡିଅମ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ବପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ।

ରାଉରକେଲାର ଷ୍ଟିଲ ପ୍ଲାଣ୍ଟ ଠାରୁ ଆରମ୍ଭ କରି NIT ପର୍ଯ୍ୟନ୍ତ ସବୁଥିରେ ବିଜୁବାବୁଙ୍କ ସ୍ମୃତି ଭରି ରହିଛି ।  ରାଉରକେଲା ଆଶାର ସହର –City of Hopes।  କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନେ ମଧ୍ୟ ଜୀବିକା ପାଇଁ ରାଉରକେଲାକୁ ଆସିଥାନ୍ତି ।

ସୁନ୍ଦରଗଡ ଜିଲ୍ଲାର ମିଶନ ଶକ୍ତିର ମା ମାନଙ୍କୁ ସେମାନଙ୍କର ବିକାଶ କାମରେ ସହଯୋଗ ପାଇଁ ଧନ୍ୟବାଦ। ବାଲିଶଂକରାର ଜୟନ୍ତୀ ଏକ୍କା  ଭୁବନେଶ୍ବରର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ତାଙ୍କର ଉଦ୍‌ଯୋଗ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। 

ଜନଜାତିର ପିଲାମାନଙ୍କ ଶିକ୍ଷା ସୁବିଧା ସହିତ ଜନଜାତି ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ନିଆଯାଇଛି । ମୁଣ୍ଡାରି ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ପୁଣି ଥରେ ଦାବୀ କରାଯିବ ।

୨୦୦୦ ମସିହାରେ ରାଜ୍ୟର ଯୋଜନା ବଜେଟ ମାତ୍ର ୨୮୦୦ କୋଟି ଥିବାବେଳେ, ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ୫ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହା ରୂପାନ୍ତରର ନମୂନା ତଥା ବିକାଶର ନମୂନା।  ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ଆପଣମାନଙ୍କର ସହଯୋଗ ଦରକାର ।’

 

Previous Post

ପଶ୍ଚିମ ଓଡ଼ିଶାରେ ନବୀନ ସୋ’-୨

Next Post

ସମଲେଶ୍ୱରୀ ମନ୍ଦିର ବିକାଶ ପାଇଁ ୨୦୦ କୋଟି

Next Post
ସମଲେଶ୍ୱରୀ ମନ୍ଦିର ବିକାଶ ପାଇଁ ୨୦୦ କୋଟି

ସମଲେଶ୍ୱରୀ ମନ୍ଦିର ବିକାଶ ପାଇଁ ୨୦୦ କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA