Sunday, June 14, 2026 05:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୭୭ ବର୍ଷରେ ନବୀନ

ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସବୁବେଳେ ଋଣୀ: ମୁଖ୍ୟମନ୍ତ୍ରୀ

by Our Correspondent
16 Oct, 2022- 12:07 AM
in Latest News, News
1 min read
0
୭୭ ବର୍ଷରେ ନବୀନ

ଭୁବନେଶ୍ୱର: ଦୀର୍ଘ ଦୁଇ ଦଶନ୍ଧୀରୁ ଅଧିକ ସମୟ ଧରି ଲୋକପ୍ରିୟତାର ଶୀର୍ଷରେ ରହିଥିବା ସମଗ୍ର ଭାରତବର୍ଷର ଅଦ୍ୱିତୀୟ ନେତା । କୋଟି କୋଟି ଓଡ଼ିଆଙ୍କ ହୃଦୟର ମଉଡ଼ମଣି । କ୍ରମାଗତ ୫ ଥରର ମୁଖ୍ୟମନ୍ତ୍ରୀ । ସଫଳତାର ଏହି ମହାନାୟକ ନବୀନ ପଟ୍ଟନାୟକଙ୍କର ଆଜି ହେଉଛି ଜନ୍ମଦିନ । ତାଙ୍କୁ ୭୬ ବର୍ଷ ପୂରି ୭୭ ଚାଲିଲା ।  ଓଡ଼ିଶାର ଜନଜୀବନରେ ହୃଦସ୍ପନ୍ଦନ ପାଲଟିଥିବା ସଫଳତାର ଏହି ମହାନାୟକଙ୍କୁ ରାଜନୀତିରେ ବିସ୍ମୟ ବୋଲି କୁହାଯାଉଛି । ୫୧ ବର୍ଷ ବୟସରେ ରାଜନୀତି ଆରମ୍ଭ ବେଳେ ବାପା ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ବଳରେ ବଳୀୟାନ୍ ହୋଇଥିଲେ । ମାତ୍ର ନିଜ ବଳରେ ବଳୀୟାନ୍ ହେବା ପାଇଁ ତାଙ୍କୁ ବେଶୀ ସମୟ ଲାଗିଲାନି । ସରଳ, ସଚ୍ଚୋଟ ଓ ଜନପ୍ରିୟ ନେତା ଭାବେ ସେ ଇତିହାସ ପାଲଟିଲେଣି । ତାଙ୍କ ଦୃଢ଼ ନେତୃତ୍ୱ, ବ୍ୟକ୍ତିତ୍ୱ, ଲୋକପ୍ରିୟତା ଓ ସଫଳତାର ରହସ୍ୟ ଗବେଷଣାର ବିଷୟ ହେଲାଣି । ବୟସର ଛାପ ତାଙ୍କ ସଫଳତାର ସିଢ଼ିକୁ ତଥାପି ଅଟକାଇପାରିନାହିଁ ।

ଏହି ମହାନ୍ ଜନନେତାଙ୍କ ପବିତ୍ର ଜନ୍ମଦିନରେ ‘ମିଡ୍ ଡ଼େ ଓଡ଼ିଶା’ ପରିବାର ପକ୍ଷରୁ ତାଙ୍କୁ ଅନେକ ଅନେକ ଶୁଭେଚ୍ଛା । ଈଶ୍ୱର ତାଙ୍କୁ ଆହୁରି ଶକ୍ତି ଦିଅନ୍ତୁ ଏବଂ ଦୀର୍ଘାୟୁ, ନିରାମୟ ରଖନ୍ତୁ । ଏହା ହିଁ କାମନା ।

ନବୀନ ନିବାସ ନ ଆସିବାକୁ ଅନୁରୋଧ: ଆଜି ରବିବାର ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମେକ୍ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି । ତେଣୁ ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଚ୍ଛୁମାନଙ୍କୁ ଅନୁରୋଧ ଜଣାଇଛନ୍ତି ।

ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Previous Post

ଐତିହାସିକ ନିଷ୍ପତ୍ତି: ଚୁକ୍ତି ଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ

Next Post

ଠିକା ନିଯୁକ୍ତି ନିୟମିତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Next Post
ଠିକା ନିଯୁକ୍ତି ନିୟମିତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଠିକା ନିଯୁକ୍ତି ନିୟମିତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA