Saturday, April 18, 2026 02:20 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ

by Our Correspondent
17 Jan, 2024- 02:51 PM
in Latest News, News
1 min read
0
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର: ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି । ଶ୍ରୀକ୍ଷେତ୍ର ଐତିହ୍ୟରେ ଯୋଡ଼ି ହୋଇଛି ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଜି ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ ଫଳକରେ ନଡ଼ିଆ ପିଟି ପ୍ରକଳ୍ପର ଲୋକାର୍ପଣ କରିଥିଲେ । ଏଥିସହ ୩ ଦିନ ଧରି ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି । ଲୋକାର୍ପଣ ପର୍ବରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ । ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ, ଗଜପତି ଓ ହଜାର ହଜାର ଭକ୍ତ ଶ୍ରୀମନ୍ଦିର ଚାରିପଟେ ପ୍ରଦକ୍ଷଣ କରିଥିଲେ ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବା ପାଇଁ ପୁରୀରେ ଭକ୍ତମାନଙ୍କର ନାହିଁ ନ ଥିବା ଭିଡ଼ ହୋଇଥିଲା । ଶ୍ରୀମନ୍ଦିର ଚାରିଦ୍ୱାର ମନ୍ତ୍ରପାଠ, ବେଦପାଠ ଓ ଶଙ୍ଖଧ୍ୱନିରେ ପ୍ରକମ୍ପିତ ହୋଇଥିଲା । ନିର୍ଦ୍ଧାରିତ ସମୟରେ ଆଜି ସବୁ କାର୍ଯ୍ୟ ସମାପନ ହୋଇଥିଲା । ସକାଳ ସାଢ଼େ ୭ଟାରୁ ଆରମ୍ଭ ହୋଇଥିଲା ଯଜ୍ଞବିଧି । ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁଶୋଧନ, ଅଧିବାସ, ହୋମ ବିଧି ଅପରାହ୍ନ ୧ଟା ମଧ୍ୟରେ ସମ୍ପନ୍ନ ହୋଇଥିଲା । ଏହାପୂର୍ବରୁ ଅପରାହ୍ନ ସାଢ଼େ ୧୨ଟାରେ ଶ୍ରୀନଅରରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ବେଦପାଠ ପୂର୍ବକ ଯଜ୍ଞସ୍ଥଳକୁ ବିଜେ କରିଥିଲେ । ଅପରାହ୍ନ ୧.୧୫ ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀସେତୁ ଦେଇ ଯଜ୍ଞସ୍ଥଳରେ ପହଞ୍ଚିଥିଲେ ।

Previous Post

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବର ସିଧା ପ୍ରସାରଣ

Next Post

କଂଗ୍ରେସକୁ ଫେରିଲେ ଗମାଙ୍ଗ ପରିବାର

Next Post
କଂଗ୍ରେସକୁ ଫେରିଲେ ଗମାଙ୍ଗ ପରିବାର

କଂଗ୍ରେସକୁ ଫେରିଲେ ଗମାଙ୍ଗ ପରିବାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA