Monday, April 27, 2026 06:20 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସରିପାରୁନି କଟକ-ସମ୍ବଲପୁର ଜାତୀୟ ରାଜପଥ କାମ

ଗଡ଼କରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

by Our Correspondent
25 Mar, 2023- 06:45 PM
in Latest News, News
1 min read
0
ସରିପାରୁନି କଟକ-ସମ୍ବଲପୁର ଜାତୀୟ ରାଜପଥ କାମ

ଭୁବନେଶ୍ୱର: କଟକ-ଅନୁଗୁଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ପୁନର୍ବାସ ଓ ଦୋହରୀକରଣ କାର୍ଯ୍ୟ ୨୦୧୭ ମସିହାରେ ଆରମ୍ଭ ହୋଇଥିଲା । ଇତିମଧ୍ୟରେ ୫ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ହୋଇପାରୁନି । ଅଧପନ୍ତରିଆ ନିର୍ମାଣ କାର୍ଯ୍ୟ ଯୋଗୁଁ ପ୍ରତିଦିନ ସେହି ରାସ୍ତାରେ ଦୁର୍ଘଟଣା ଘଟି ଲୋକଙ୍କ ଜୀବନକୁ ଦୁର୍ବିସହ କରିଦେଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଉଦବେଗ ପ୍ରକାଶ କରିବା ସହ ତୁରନ୍ତ ନିର୍ମାଣ ସାରିବା ପାଇଁ କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ପାଖକୁ ଚିଠି ଲେଖିଛନ୍ତି ।

ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ରରେ ଲେଖିଛନ୍ତି, ପଶ୍ଚିମ ଓଡ଼ିଶାର ଲକ୍ଷ ଲକ୍ଷ ଲୋକଙ୍କର ଜାତୀୟ ରାଜପଥ-୫୫ ହେଉଛି ଜୀବନରେଖା । ରାସ୍ତାର ଶୋଚନୀୟ ଅବସ୍ଥା ସାଙ୍ଗକୁ ବିପଦପୂର୍ଣ୍ଣ ନିର୍ମାଣ କାର୍ଯ୍ୟ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟି ଚାଲିଛି । ଗତ ଦୁଇ ବର୍ଷରେ ୩୯୯ ଦୁର୍ଘଟଣା ଘଟିଛି ଏବଂ ୧୯୬ ଜଣଙ୍କର ପ୍ରାଣହାନୀ ହୋଇଛି । ରାସ୍ତା କାର୍ଯ୍ୟରେ ଅହେତୁକ ବିଳମ୍ବ ଯୋଗୁଁ ଲୋକଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ସୃଷ୍ଟି ହୋଇଛି ।

ଏହି ସମସ୍ୟା ଏବଂ ରାଜ୍ୟ ସରକାରଙ୍କ ଉଦବେଗକୁ ଭୂପୃଷ୍ଠ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରଣାଳୟକୁ ପୂର୍ବରୁ ଅବଗତ କରାଯାଇସାରିଛି । ପ୍ରକଳ୍ପର ଅଗ୍ରଗତି ସଂକ୍ରାନ୍ତରେ ଜାତୀୟ ରାଜପଥ ର ଆଞ୍ଚଳିକ କର୍ତ୍ତୃପକ୍ଷଙ୍କ ସହ ନିୟମିତ ସମୀକ୍ଷା କରାଯାଉଛି । ମାତ୍ର କୌଣସି ସୁଫଳ ମିଳୁ ନ ଥିବା ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ।

ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ତୁରନ୍ତ ସମ୍ପୂର୍ଣ୍ଣ କରିବା ଦିଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ।

Previous Post

ନିକୁଞ୍ଜ ଧଳ ନୂଆ ସିଇଓ

Next Post

ସଙ୍କଟଜନକ ସ୍ଥିତିରେ ହୀରାକୁଦ ଜଳସ୍ତର

Next Post
ସଙ୍କଟଜନକ ସ୍ଥିତିରେ ହୀରାକୁଦ ଜଳସ୍ତର

ସଙ୍କଟଜନକ ସ୍ଥିତିରେ ହୀରାକୁଦ ଜଳସ୍ତର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA