Wednesday, March 4, 2026 03:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ସମ କୋଭିଡ ହସ୍ପିଟାଲ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

by Our Correspondent
11 Oct, 2020- 11:43 PM
in Health, Latest News
1 min read
0
ସମ କୋଭିଡ ହସ୍ପିଟାଲ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ସମ କୋଭିଡ ହସ୍ପିଟାଲ ର ଚିକିତ୍ସା ତଥା ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଏହି ହସ୍ପିଟାଲର ଦାୟିତ୍ବରେ ଥିବା ଡାକ୍ତରମାନେ ଯେଉଁଭଳି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ସଂପାଦନ କରୁଛନ୍ତି ଏଥିରେ ସେ ଖୁବ ପ୍ରଭାବିତ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଶେଷ କରି ହସ୍ପିଟାଲ୍ ରେ ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର ପ୍ରଦୀପ୍ତ ପାତ୍ର( ରିଉମାଟଲୋଜିଷ୍ଟ ) ଓ ଡାକ୍ତର ଈଶ୍ବର ବେହେରା ( କ୍ରିଟିକାଲ କେୟାର) ଙ୍କ କର୍ତ୍ତବ୍ୟ ସଂପାଦନାକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।

ଆଜି ଉଭୟ ଡାକ୍ତରଙ୍କୁ ଟେଲିଫୋନ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ କରୋନା ପରିଚାଳନା ନିୟମକୁ ଶୃଙ୍ଖଳିତ ଢଙ୍ଗରେ ବିନିଯୋଗ କରି ରୋଗୀଙ୍କ ସେବା କରୁଥିବାରୁ ସମ କୋଭିଡ ହସ୍ପିଟାଲ ଓ ଏହାର ଡାକ୍ତର ମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ । ବିଶେଷ କରି ଧର୍ଯ୍ୟର ସହ କରୋନା ସଂକ୍ରମିତଙ୍କର ଉତ୍ତମ ସେବା, ଯତ୍ନ ଓ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ଯୋଗୁଁ ରୋଗୀମାନେ ଉପକୃତ ହେଉଥିବା ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମ ହସ୍ପିଟାଲ ର ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀମାନଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି |

ଫାଇଭ୍‌ ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ସମ୍‌ର ଏହି ଦୁଇ ଦକ୍ଷ ଡାକ୍ତରଙ୍କ ସହିତ ଫୋନ ଯୋଗେ ଆଲୋଚନା କରିଛନ୍ତି ।

ରାଜ୍ୟ ସରକାରଙ୍କ କରୋନା ପରିଚାଳନାକୁ ଡାକ୍ତର ପାତ୍ର ଏବଂ ଡାକ୍ତର ବେହେରା ମଧ୍ୟ ପ୍ରଶଂସା କରିଛନ୍ତି । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ସରକାର ଦକ୍ଷତା ସହିତ କରୋନାର ଆଗୁଆ ପରିଚାଳନା କରୁଥିବାରୁ ଏହା ଦ୍ବାରା ହଜାର ହଜାର ରୋଗୀ ଉପକୃତ ହୋଇପାରୁଥିବା ସେମାନେ କହିଛନ୍ତି ।

Previous Post

କୋଭିଡ କଟକଣା ପୁଣି ଭାଙ୍ଗିଲେ

Next Post

RR beat SRH by 5 Wickets

Next Post
RR beat SRH by 5 Wickets

RR beat SRH by 5 Wickets

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA