Thursday, June 25, 2026 10:11 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମହାନଦୀ ଜଳବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ ବୈଠକ

ଆପୋଷ ଆଲୋଚନା ଜରିଆରେ ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

by Our Correspondent
23 Jul, 2025- 11:13 PM
in Latest News, News
1 min read
0
ମହାନଦୀ ଜଳବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ । ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ । ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଫେବୃୟାରୀ ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କର ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଏବଂ ମୁଖ୍ୟମନ୍ତ୍ରୀ ଏ ବିଷୟରେ ଆଲୋଚନା ହୋଇଥିଲା । ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହା ସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀ ମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ ।

Previous Post

ପୂର୍ବ ଭାରତରେ ପ୍ରଥମ: ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ

Next Post

ଅନାସ୍ଥା ବିଜେଡି ଆଣୁ ନଚେତ୍ କଂଗ୍ରେସ ଆଣିବ

Next Post
ଅନାସ୍ଥା ବିଜେଡି ଆଣୁ ନଚେତ୍ କଂଗ୍ରେସ ଆଣିବ

ଅନାସ୍ଥା ବିଜେଡି ଆଣୁ ନଚେତ୍ କଂଗ୍ରେସ ଆଣିବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA