Wednesday, April 22, 2026 07:59 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବାହାନଗା ହାଇସ୍କୁଲ ପାଇଁ ୨.୪୯ କୋଟି

ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

by Our Correspondent
22 Jun, 2023- 05:33 PM
in Latest News, News
1 min read
0
ବାହାନଗା ହାଇସ୍କୁଲ ପାଇଁ ୨.୪୯ କୋଟି

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହାନଗା ହାଇସ୍କୁଲର ୫-ଟି ଉପକ୍ରମରେ ପୁନଃନିର୍ମାଣ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।

ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ୱତଃସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ । ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ ।

ଆଜି ଶ୍ରୀ ପାଣ୍ଡିଆନ୍ ବାହାନଗା ଗସ୍ତ କରି ସ୍ଥାନୀୟ ଲୋକଙ୍କ ସହିତ ମିଶିଥିଲେ । ରେଳ ଦୁର୍ଘଟଣା ବେଳେ ସେମାନଙ୍କ ମହାନ କାର୍ଯ୍ୟର ଭୁରି ଭୁରି ପ୍ରଶଂସା କରିଥିଲେ । ବାହାନଗା ହାଇସ୍କୁଲକୁ ଏକ ଆଦର୍ଶ ବିଦ୍ୟାଳୟ ଭାବେ ଗଢ଼ି ତୋଳିବାର ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସେ ଅବଗତ କରାଇଥିଲେ । ଖାଲି ସେତିକି ନୁହେଁ ବାହାନଗା ପଞ୍ଚାୟତକୁ ରାଜ୍ୟର ଶ୍ରେଷ୍ଠ ପଞ୍ଚାୟତ ଭାବେ ଗଢ଼ି ତୋଳିବାକୁ ମୁଖ୍ୟମନ୍ତ୍ରୀ ଚାହୁଁଥିବା ସେ ଜଣାଇଥିଲେ । ଆସନ୍ତା ୨୯ ତାରିଖ ମଧ୍ୟରେ ବାହାନଗାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଖୁସି ଖବର ଦେବେ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ ।

Previous Post

ଓଡ଼ିଶା ଛୁଇଁଲା ମୌସୁମୀ

Next Post

ସରକାରୀ ବାବୁଆଣିଙ୍କ ସମ୍ପତ୍ତି: ୫ କୋଠା, ୮ ପ୍ଲଟ୍, ବ୍ୟାଙ୍କରେ ଦେଢ଼କୋଟି

Next Post
ସରକାରୀ ବାବୁଆଣିଙ୍କ ସମ୍ପତ୍ତି: ୫ କୋଠା, ୮ ପ୍ଲଟ୍, ବ୍ୟାଙ୍କରେ ଦେଢ଼କୋଟି

ସରକାରୀ ବାବୁଆଣିଙ୍କ ସମ୍ପତ୍ତି: ୫ କୋଠା, ୮ ପ୍ଲଟ୍, ବ୍ୟାଙ୍କରେ ଦେଢ଼କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA