Wednesday, April 22, 2026 03:20 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଗୁପ୍ତେଶ୍ୱର ପୀଠ ପାଇଁ ୨୦ କୋଟି

ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by Our Correspondent
12 Jul, 2023- 08:39 PM
in Latest News, News
1 min read
0
ଗୁପ୍ତେଶ୍ୱର ପୀଠ ପାଇଁ ୨୦ କୋଟି

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଫେବ୍ରୁଆରୀ ୩ ତାରିଖ ଦିନ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, କମିଟିର ସଦସ୍ୟଗଣ, ଜନପ୍ରତିନିଧୀ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରି ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶକ୍ରମେ ଜିଲ୍ଲାପାଳଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ୫-ଟି ଉପକ୍ରମରେ ଏହି ବିକାଶ କାମ ହାତକୁ ନିଆଯିବ ।

ଏହି ପ୍ରକଳ୍ପରେ ମନ୍ଦିରର ମୁଖ୍ୟରାସ୍ତାର ଉନ୍ନତିକରଣ ଓ ଆଲୋକୀକରଣ, ପାଦଚଲା ରାସ୍ତାରେ ଖଣ୍ଡାଲାଇଟ୍‌ସ ପଥର ବିଛାଇବା, ମନ୍ଦିର ପ୍ରବେଶ ଦ୍ୱାରର ସୌନ୍ଦର୍ଯ୍ୟକରଣ, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ସାବରୀ ନଦୀ କୂଳର ସୌନ୍ଦର୍ଯ୍ୟକରଣ, ଉଠା ଦୋକନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ, ଭୂସ୍ଖଳନ ନିରୋଧ ଓ ପାହାଡ ସୁରକ୍ଷା ପାଇଁ ବ୍ୟବସ୍ଥା ସହିତ ବୃକ୍ଷରୋପଣ ମଧ୍ୟ କରାଯିବ । ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ୫-ଟି ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Previous Post

ଓଡିଶାର ସମବାୟ ବ୍ୟବସ୍ଥାକୁ ୟୁରୋପରେ ପ୍ରଶଂସା

Next Post

Secretary(5T) visits Dhenkanal District

Next Post
Secretary(5T) visits Dhenkanal District

Secretary(5T) visits Dhenkanal District

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA